Latest Odisha News

BREAKING NEWS

Yearly Archives

2021

ବାଲୁକାକଳାରେ ଟିକାକରଣ ସଚେତନତାର ବାର୍ତ୍ତା

ପୁରୀ: କରୋନା ଟିକାକରଣ ନେଇ ବାଲୁକା କଳା । ପୁରୀ ବେଳାଭୂମିରେ ବାଲୁକା କଳାରେ ଟିକାକରଣ ନେଇ ସଚେତନତାର ବାର୍ତ୍ତା ଦେିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପ ସୁଦର୍ଶନ ପଟ୍ଟନାୟକ । ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ବିଶାଳ ବାଲୁକା କଳାରେ ବୃହତ ଟିକାକରଣ ଅଭିଯାନରେ ସମସ୍ତଙ୍କୁ…

ଟିକା ନେବ ଭାରତ: ବିଶ୍ୱର ସବୁଠୁ ବଡ଼ ଟିକାକରଣର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କରୋନା ବିରୋଧୀ ଲଢ଼େଇରେ ମହାଅଭିଯାନର ଆଜି ଶୁଭାରମ୍ଭ କରିବ ଭାରତ । ଆରମ୍ଭ ହେବ ବିଶ୍ୱର ସବୁଠୁ ବଡ଼ ଟିକାକରଣ । କୋଭିଡ୍ ଟିକାକରଣର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫେରେନ୍ସିଂରେ ସକାଳ ସାଢ଼େ ୧୦ଟାରେ ବିଶ୍ୱର ସବୁଠୁ ବଡ଼ ଟିକାକରଣ ଡ୍ରାଇଭ୍‌ର…

ଡାକ୍ତର ସରସ୍ୱତୀ ସ୍ବାଇଁଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ସ୍ମାରକୀ ବକ୍ତୃତା

ଭୁବନେଶ୍ୱର : ବିଶିଷ୍ଟ ଚିକିତ୍ସକ ତଥା ସମାଜବାଦୀ ନେତ୍ରୀ ଡାକ୍ତର ସରସ୍ୱତୀ ସ୍ବାଇଁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଲୋହିଆ ଏକାଡେମୀ ପକ୍ଷରୁ ବିଶିଷ୍ଟ ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାଙ୍କ ସଭାପତିତ୍ୱରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କୋଭିଡ଼-୧୯…

ମୁକ୍ତେଶ୍ୱର ଉତ୍ସବର ଦ୍ୱିତୀୟ ସଂଧ୍ୟା, ଓଡିଶୀ ନୃତ୍ୟର କମନୀୟ ପ୍ରଦର୍ଶନ

ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଭରପୁର ଦର୍ଶକ ଓଡ଼ିଶୀ ନୃତ୍ୟକୁ ଉପଭୋଗ କରିଥିଲେ । ସଂଧ୍ୟାର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଶିବ ବନ୍ଦନା ଉମା ମହେଶ୍ୱର ସ୍ତ୍ରୋତ୍ରରୁ, ଯାହାକୁ ପରିବେଶଣ କରିଥିଲେ ସ୍ୱପ୍ନେଶ୍ୱର ଚକ୍ରବର୍ତ୍ତୀ ଓ ସାଥୀ ।…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ ତା୧୬-୧-୨୦୨୧ ଶନିବାର ଆଜି ଦିନର ମହତ୍ତ୍ୱ  ଆଜି ହେଉଛି ୨୦୨୧ ମସିହା ଜାନୁଆରୀ ତା ୧୬ ରିଖ ଶନିବାର ମକର ୩ ଦିନ ପୌଷ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି ଶତଭିଷା ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର-: ମିଥୁନ ରାଶି ପୁରଷ ଓ…

ନବୀନ ପୁଣି ନମ୍ବର ଏକ ନମ୍ବର: ଏବିପି ନ୍ୟୁଜ୍‌

ଭୁବନେଶ୍ୱର : ଏବିପି ନ୍ୟୁଜ୍ ପକ୍ଷରୁ କରାଯାଇଥିବା ଏକ ସର୍ଭେରେ ନବୀନ ପଟ୍ଟନାୟକ ଏକ ନମ୍ବର ମୁଖ୍ୟମନ୍ତ୍ରୀ ବୋଲି ଜଣାପଡିଛି । ମୁଖ୍ୟମନ୍ତ୍ରୀମାନଙ୍କର ରାଜ୍ୟ ପାଇଁ କରିଥିବା କାମ ଓ ଲୋକଙ୍କ ମତ ଆଧାରରେ ଏହି ସର୍ଭେ କରାଯାଇଥିଲା । ଏହି ସର୍ଭେରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଦିଲ୍ଲୀ…

ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ ପାଇଁ ସୁନ୍ଦରଗଡ଼ ପ୍ରସ୍ତୁତ, ୮ଟି କେନ୍ଦ୍ରରେ ଦିଆଯିବ ଟିକା

ସୁନ୍ଦରଗଡ଼ : ଆସନ୍ତାକାଲିଠାରୁ ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ ଆରମ୍ଭ ହେଉଛି। ଏହି ପ୍ରକ୍ରିୟାରେ ସୁନ୍ଦରଗଡ଼ ଜିଲ୍ଲା ମଧ୍ୟ ସାମିଲ ହୋଇଛି। ଜିଲ୍ଲାରେ ୮ଟି କେନ୍ଦ୍ର କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାକୁ ୧୧ ହଜାର ୫୦ଟି ଟିକା ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ…

ଅବସର ନେଲେ ଇଂଲଣ୍ଡର ମହାନ ଫୁଟବଲ ଖେଳାଳି ରୁନୀ

ଲଣ୍ଡନ:ଇଂଲଣ୍ଡ ଫୁଟବଲର ମହାନ ଖେଳାଳି ଭାବେ ବିବେଚିତ ୱେନ ରୁନୀ ଶୁକ୍ରବାର ଅବସର ଘୋଷଣା କରିଛନ୍ତି । ଅବସର ନେବା ପରେ ଏହି ପ୍ରତିଷ୍ଠିତ ଖେଳାଳି ଡର୍ବି କାଉଂଟିର ମ୍ୟାନେଜର ଦାୟିତ୍ୱ ତୁଲାଇବେ । କ୍ଲବ ତାଙ୍କ ସହ ଅଢ଼େଇ ବର୍ଷ ପାଇଁ ଚୁକ୍ତି କରିଛି । ଆନ୍ତର୍ଜାତୀୟ ସ୍ତରରେ ରୁନୀ ଇଂଲଣ୍ଡ…

ଲତା ମଙ୍ଗେସକରଙ୍କ ସମାଲୋଚନା ସହ୍ୟ କରିପାରିଲେନି ଅଦନାନ, ବିବେକ

ମୁମ୍ବାଇ: ଭାରତର ମହାନ ଗାୟିକା ଲତା ମଙ୍ଗେସକରଙ୍କ ସମାଲୋଚନା କରି ସୋସିଆଲ ସାଇଟରେ ଜଣେ ଯୁବକ ଲୋକଙ୍କ ଆକ୍ରୋଶର ଶୀକାର ହୋଇଛି । ଏପରି କି ଅଦନାନ ସାମି ଓ ବିବେକ ଅଗ୍ନିହୋତ୍ରୀ ମଧ୍ୟ ଉକ୍ତ ପ୍ରଶଂସକ ଉପରେ ବିରକ୍ତ ହୋଇଛନ୍ତି । ଘଟଣାଟି ଏହିପରି.. ଗୁରୁବାର ଅଦନାନ ସାମି ସୋସିଆଲ ମିଡିଆରେ…

ସୟେଦ ମୁସ୍ତାକ ଅଲି ଟ୍ରଫିରେ ଖେଳିଲେ ସଚିନଙ୍କ ପୁଅ ଅର୍ଜୁନ

ମୁମ୍ବାଇ: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପୁତ୍ର ଅର୍ଜୁନ ଶୁକ୍ରବାର ସୟେଦ ମୁସ୍ତାକ ଅଲୀ ଟ୍ରଫିରେ ମୁମ୍ବାଇ ସିନିୟର କ୍ରିକେଟ ଟିମ ପକ୍ଷରୁ ପ୍ରଥମ ଥର ପାଇଁ ଖେଳିଛନ୍ତି । ଏହି ମ୍ୟାଚରେ ସେ ଗୋଟିଏ ଉଇକେଟ ହାସଲ କରିଥିଲେ ମଧ୍ୟ ପ୍ରଦର୍ଶନ ସେତେଟା ପ୍ରଭାବୀ ନ ଥିଲା । ସେ ୩ ଓଭର…