Latest Odisha News

BREAKING NEWS

Yearly Archives

2021

କୋଭିଡ଼ କଟକଣାରେ ଚାଲିବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: କୋଭିଡ଼ କଟକଣା ଭିତରେ ଚାଲିବ ବିଧାନସଭା । ଆସନ୍ତା ୧ତାରିଖରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ କଟକଣା ଦୃଷ୍ଟିରୁ ପୂର୍ବ ଅଧିବେଶନ ପରି କଟକଣା ଜାରି ରହିବ । ବିଧାନସଭା ସଦସ୍ୟମାନେ ଗୃହରେ ବସିବା ସହ ବାଚସ୍ପତି…

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସୋନପୁର

ସୋନପୁର :  ମୁଖ୍ୟମନ୍ତ୍ରୀଙ୍କ ଜନହିତକର ସ୍ମାର୍ଟ କାର୍ଡ ବଣ୍ଟନ ଯୋଜନାରେ ସାମିଲ ହେଲା ସୁବର୍ଣ୍ଣପୁର ଜିଲ୍ଲା । ଆଜି ଭର୍ଚୁଆଲ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ସୋନପୁରରେ ପ୍ରାୟ ୭୯ କୋଟି ୨୨ଲକ୍ଷ ୧୩ ହଜାର ଟଙ୍କାର ୬୭ ଟି…

[ଭିଡିଓ] ଭିତ୍ତିଭୂମି ଅଭାବରୁ ବାରଣ୍ଡାରେ ବସି ପାଠ ପଢୁଛନ୍ତି ଛାତ୍ରାଛାତ୍ରୀ

ନୂଆପଡା : ସରକାର ସ୍କୁଲ ଗୁଡିକର ଉନ୍ନତି କରଣ ପାଇଁ ଯୋଜନା ପରେ ଯୋଜନା କରିଚାଲିଛନ୍ତି । ହେଲେ ନୂଆପଡା ଜିଲ୍ଲା ଖଡିଆଳ ବ୍ଲକ କେନ୍ଦୁପାଟି ପ୍ରାଥମିକ ବିଦ୍ୟାଳୟରେ ଓଲଟା ଚିତ୍ର ଦେଖିବାକୁ ମିଳୁଛି । ଏହି ବିଦ୍ୟାଳୟ ବାହର ରଙ୍ଗ ବେରଙ୍ଗରେ ଚାକଚକ୍ୟ ତିଆରି ହୋଇଛି । ଯାହାକି…

ଡ୍ରେନେଜ ପାଇପରୁ ବାହାରୁଛି ଟଙ୍କା, ତାଜୁବ୍ ହୋଇଗଲେ ଏସିବି ଅଧିକାରୀ

କର୍ଣ୍ଣାଟକ: ଚଢ଼ାଉ ସମୟରେ ବାହାରୁଛି ପୁଳା ପୁଳା ଟଙ୍କା । ତାହା ପୁଣି କୌଣସି ଆକାଉଣ୍ଟ କିମ୍ବା ଲକରରୁ ନୁହେଁ । ପାଇପରୁ ବାହାରୁଛି ବିଡ଼ା ବିଡ଼ା ଟଙ୍କା । ଏହାସହ ବାହାରିଥିଲା ସୁନା । ଏହାକୁ ବାହାର କରିବା ପାଇଁ ବାଲଟିର ବ୍ୟବହାର କରାଯାଇଥିଲା । ପାଇପରୁ ଏତେ ପରିମାଣର ଟଙ୍କା ଓ ସୁନା…

ଅନୁବାଦ କବିତା : ମୋ କବିତା

ମୂଳ ରଚନା : ଉଆନ ରମୋନ ହିମେନେଜ ମୋ କବିତା ଗୁଡ଼ିକ ଯଦି ହୋଇ ପାରନ୍ତା ଏଇ ରାତ୍ରିର ଆକାଶ ଭଳି ଖାଲି ମୁହୂର୍ତ୍ତର ସତ୍ୟ ,                                                                                ବର୍ତ୍ତମାନର ଆଉ ତା'ର ନଥାନ୍ତା କିଛି ଇତିହାସ ! ଏବଂ ଏଇ…

ନନ୍ଦନକାନନରେ ଚିଙ୍କାରା ହରିଣର ମୃତ୍ୟୁ

ଭୁବନେଶ୍ୱର : ବହୁ ଦିନ ଧରି ଅସୁସ୍ଥ ରହିବା ପରେ ବୁଧବାର ନନ୍ଦନକାନନରେ ଏକ ଅଣ୍ଡିରା ହରିଣର ମୃତ୍ୟୁ ହୋଇଯାଇଛି । ଏହି ହରିଣଟି ଅଦଳବଦଳ ପକ୍ରିୟାରେ ରାଜସ୍ଥାନ ନହରଗଡ ଟିଡିଆଖାନାରୁ ଆସିଥିଲା । ୨ ଅଣ୍ଡିରା ଚିଙ୍କାରାଙ୍କ ମଧ୍ୟପେ ଲଢେଇରେ ଗୁରୁତର ହେବାରୁ ହରିଣଟିର ମୃତ୍ୟୁ ହୋଇଯାଇଥିବା…

ବରୁଣଙ୍କ ଭେଡିଆର ଫାଷ୍ଟ ଲୁକ ପୋଷ୍ଟର ଜାରୀ

ମୁମ୍ବାଇ: ବରୁଣ ଧାୱନ ଓ କୃତି ସେନନଙ୍କ ଭେଡିଆର ଫାଷ୍ଟ ଲୁକ ପୋଷ୍ଟର ଆଜି ଜାରୀ କରାଯାଇଛି । ୨୫ ନଭେମ୍ବର ୨୦୨୨ରେ ଏହି ଫିଲ୍ମ ରିଲିଜ ହେବ । ବରୁଣ ସୋସିଆଲ ସାଇଟରେ ଏ ସମ୍ପର୍କରେ ସୂଚନା ଦେବା ସହ ଏହାର ପୋଷ୍ଟର ମଧ୍ୟ ଶେୟାର କରିଛନ୍ତି । ଏହି ହରର କମେଡି ଫିଲ୍ମର ନିର୍ଦ୍ଦେଶନା ଅମର କୌଶିକ…

ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ଢ଼େଙ୍କାନାଳ: ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ । ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଶିବୁଳାପଶି ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ହେଲେ ଗାଁର ପ୍ରତାପ ମହାନ୍ତିଙ୍କ ପୁଅ ତୁଷାରକାନ୍ତ ମହାନ୍ତି । ସୂଚନା ଅନୁଯାୟୀ, ତୁଷାର ଆଜି ସକାଳୁ…

ଗଭୀର ଜଳରାଶିରେ ବୁଡିଗଲା ବୋଟ୍ ୩୧ ବିଦେଶୀଙ୍କ ମୃତ୍ୟୁ ଆଶଙ୍କା

ଫ୍ରାନ୍ସ : ବ୍ରିଟେନ୍ ଅଭିମୁଖେ ଯାଉଥିବା ଏକ ବୋଟ୍ ବୁଡିଯିବା କାରଣରୁ ୩୧ ଜଣ ବିଦେଶୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।ଫ୍ରାନ୍ସର ଗୃହମନ୍ତ୍ରୀ ଜୋରାଲଡ୍ ଡର୍ମାନିନ୍ କହିଛନ୍ତି ଯେ । ବୋଟ୍ ରେ ୩୪ ଜଣ ବ୍ୟକ୍ତି ଯାତ୍ରା କରୁଥିଲେ । ବିପଦଜ୍ଜନକ ଜଳରାଶିରେ ପାର ହେବା ସମୟରେ ଇିିଂଲିସ୍…

ଲକ୍ଷଣ ବଦଳାଉଛି କରୋନା, ଜନସାଧାରଣ ସଚେତନ ହେବା ଆବଶ୍ୟକ

ଭୁବନେଶ୍ୱର: ବର୍ତ୍ତମାନ ଲକ୍ଷଣ ବଦଳାଉଛି କରୋନା । ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ କହିଛନ୍ତି, ସାମାନ୍ୟ ଥଣ୍ଡା, ଜ୍ୱର ହେଲେ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି । ତେଣୁ ଥଣ୍ଡା ଜ୍ୱର ହେବା ମାତ୍ରେ ଶୀଘ୍ର ଟେଷ୍ଟ କରିବାର ଆବଶ୍ୟକତା ରହିଛି ।…