Latest Odisha News

BREAKING NEWS

Yearly Archives

2021

ଇରାନ୍‌ ହେଉଛି ଆତଙ୍କବାଦର ନୂଆ ଘର; ମାଇକ ପୋମ୍ପିଓ

ୱାଶିଂଟନ୍: ଆମେରିକାର ବୈଦେଶିକ ସଚିବ ମାଇକ ପୋମ୍ପିଓ ଇରାନ ଉପରେ ଆକ୍ରମଣ କରି କହିଛନ୍ତି ଯେ ଏହା ଅଲ-କାଏଦା ଆତଙ୍କବାଦୀଙ୍କ ପାଇଁ ଏକ ନୂତନ କେନ୍ଦ୍ର ପାଲଟିଛି। ସେ ଇରାନକୁ ଅଭିଯୋଗ କରିଛନ୍ତି ଯେ ମଧ୍ୟ ପୂର୍ବ ଦେଶ ଇରାନ ଆତଙ୍କବାଦୀ ସଂଗଠନ ପାଇଁ ଏକ ନୂତନ ଘର ପାଲଟିଛି। ଗତ…

ସତରେ ହ୍ୱାଇଟ୍ ହାଉସରୁ ତଡା ଖାଇବେ କି ଟ୍ରମ୍ପ !

ୱାସିଂଟନ: ଆମେରିକାର ରାଷ୍ଟପତି ପଦରେ ଡୋନାଲ୍‌ଡ ଟ୍ରମ୍ପ ଆଉ ମାତ୍ର ୬ ଦିନ ରହିବାର ଅଛି । କାରଣ ଜାନୁଆରି ୨୦ ତାରିଖରେ ଆମେରିକାର ନୂଆ ରାଷ୍ଟ୍ରପତି ଭାବେ ଶପଥ ନେବେ ଜୋ ବାଇଡେନ । ତେବେ ଟ୍ରମ୍ପ ଏହି ୬ ଦିନ ମଧ୍ୟ ନିଜ ପଦରେ ରହି ପାରିବେ କି ନାହିଁ, ସନ୍ଦେହ ଦେଖା ଦେଲାଣି । କାରଣ…

ଦେଶବାସୀଙ୍କୁ ଲୋହରୀ ପର୍ବ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ନୂଆଦିଲ୍ଲୀ: ଆଜି ସମଗ୍ର ଭାରତରେ ଲୋହରୀ ପର୍ବ ଅତି ଉତ୍ସାହର ସହିତ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି କୋବିନ୍ଦ ଟ୍ୱିଟ୍ କରି କହିଛନ୍ତି, 'ମୁଁ ଲୋହରୀ , ମକର ସଙ୍କ୍ରାନ୍ତି,…

‌ଭାଇରାଲ୍‌ ହେଉଛି ସୁଶାନ୍ତଙ୍କ ଏହି ହାତ ଲେଖା ନୋଟ୍‌

ନୂଆଦିଲ୍ଲୀ: ବଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରି ପାଇଁ ୨୦୨୦ ବର୍ଷ ଅତ୍ୟନ୍ତ ଦୁଃଖଦାୟକ ଥିଲା। ଏହି ବର୍ଷ ଏକରୁ ଅଧିକ ଭେଟେରାନ ଷ୍ଟାରଙ୍କ ଦେହାନ୍ତ ସମସ୍ତଙ୍କୁ ସ୍ତବ୍ଧ କରିଥିଲା। କିନ୍ତୁ ସବୁଠୁ ନିରାଶାଜନକ ଥିଲା ବଲିଉଡର ରାଇଜିଂ ଷ୍ଟାର ସୁଶାନ୍ତ ସିଂ ରାଜପୁତଙ୍କ ଦେହାନ୍ତ। ସୁଶାନ୍ତଙ୍କ ଆକସ୍ମିକ…

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା

ପୁରୀ: ପ୍ରଥମ ପର୍ଯ୍ୟାୟରେ ପୁରୀର ପହଞ୍ଚିଛି ସେରମ୍ ଇନଷ୍ଟିଚ୍ୟୁଟର କୋଭିସିଲ୍ଡ ଭ୍ୟାକସିନ୍ । ଜିଲ୍ଲା ସଦର ମହକୁମା ଡାକ୍ତରଖାନା ପରିସରରେ ଥିବା ଟିକା ଭଣ୍ଡାରରେ ଏହାକୁ ସଂରକ୍ଷିତ ରଖାଯାଇଛି । ପ୍ରାୟ ୭ହଜାର ଡୋଜ୍ ଭ୍ୟାକସିନ୍ ଆସିଥିବା ସୂଚନା ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଚିକିତ୍ସା…

ବାଇକ୍ ଚାଳକକୁ ବଞ୍ଚାଇବାକୁ ଯାଇ ଓଲଟିଲା ପୋଲିସ ଗାଡ଼ି, ୫ କର୍ମଚାରୀ ଆହତ

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ଦୁଇ ଦୁଇଟି ଦୁର୍ଘଟଣା ଘଟିଛି । ଗ୍ୟାସ ଟ୍ୟାଙ୍କର ଓଲଟି ପଡ଼ିଥିବା ବେଳେ ପୋଲିସ ଗାଡ଼ି ବି ଦୁର୍ଘଟଣାଗ୍ରସ୍ତ ହୋଇଛି । ବାଇକ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଓଲଟି ପଡ଼ିଲା ପୋଲିସ ପାଟ୍ରୋଲିଂ ଗାଡ଼ି ।ଛତ୍ରପୁର…

ଚଳିତ ମାସ ବିବାହ କରିବେ ଅଭିନେତା ବରୁଣ ଧାୱନ!

ନୂଆଦିଲ୍ଲୀ: ବଲିଉଡ ଅଭିନେତା ବରୁଣ ଧାୱନ ତାଙ୍କ ବିବାହକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ବରୁଣ ଧାୱନ ତାଙ୍କ ପ୍ରେମିକା ନତାଶା ଦଲାଲଙ୍କୁ ଡେଟ୍‌ କରୁଛନ୍ତି ଏବଂ ଉଭୟଙ୍କୁ ଅନେକ ଉତ୍ସବରେ ଏକାଠି ଦେଖିବାକୁ ମିଳିଛି। ସୋସିଆଲ ମିଡିଆରେ ଏହି ଦମ୍ପତିଙ୍କ ଫଟୋ ଏବେ ଭାଇରାଲ…

ଭାରସାମ୍ୟ ହରାଇ ଛତ୍ରପୁର ନିକଟ ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ନିକଟ ତାମ୍ପରାଠାରେ ଓଲଟିଲା ଗ୍ୟାସ ଟ୍ୟାଙ୍କର । ଛତ୍ରପୁରର ୧୬ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ମଝି ରାସ୍ତାରେ ଗ୍ୟାସ ଟ୍ୟାଙ୍କର ଓଲଟି ପଡ଼ିଥିଲା । ଏଥିରେ ଗାଡ଼ି ଚାଳକ ସାମାନ୍ୟ ଆହତ ହୋଇଛନ୍ତି । ଘନ କୁହୁଡ଼ି ପାଇଁ ରାସ୍ତା ଦେଖାଯାଇ…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ଅଭିଯୁକ୍ତ ନାବାଳକର ବ୍ରେନ୍ ମ୍ୟାପିଂ ପାଇଁ ଆବେଦନ ଉପରେ ଆଜି ବିଚାର

ନୟାଗଡ଼: ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ହତ୍ୟା ମାମଲାରେ ଆଜି ଅଭିଯୁକ୍ତ ନାବାଳକର ବ୍ରେନ୍ ମ୍ୟାପିଂ ଆବେଦନ ଉପରେ ଶୁଣାଣି ହେବ । ଜୁଭେନାଇଲ ଜଷ୍ଟିସ ବୋର୍ଡରେ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍-SIT କରିଥିବା ଆବେଦନର ଶୁଣାଣି ହେବ । ନାର୍କୋ ଟେଷ୍ଟ ପାଇଁ ଅଭିଯୁକ୍ତ ରାଜି ହୋଇ ନଥିଲା । ଏନେଇ…

ଦେଶରୁ ଦିନକରେ ୧୫, ୯୬୮ ନୂଆ କରୋନା ପଜିଟିଭ୍, ୨୦୨ ମୃତ

ନୂଆଦିଲ୍ଲୀ: ଟିକାକରଣ ପୂର୍ବରୁ ଦେଶରେ ହ୍ରାସ ପାଇଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୫ହଜାର ୯୬୮ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ ପଜିଟିଭ୍ କେସ୍ ୧କୋଟି ୪ଲକ୍ଷ ୯୫ହଜାର ୧୪୭କୁ ବୃଦ୍ଧି ପାଇଛି । ଗତ ୨୪ଘଣ୍ଟାରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ…