Latest Odisha News

BREAKING NEWS

Yearly Archives

2021

ଭକ୍ତଙ୍କୁ ଦର୍ଶନ ଦେଲେ ବାବା ଧବଳେଶ୍ୱର

ଆଠଗଡ଼: ସମସ୍ତଙ୍କ ପାଇଁ ଖୋଲିଲା କଟକ ଜିଲ୍ଲା ଆଠଗଡ଼ର ପ୍ରସିଦ୍ଧା ଧବଳେଶ୍ଵର ପୀଠ । ଆଜିଠୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । ଦୀର୍ଘ 9 ମାସ ପରେ ବାବା ଧବଳେଶ୍ୱରୁଙ୍କୁ ଚର୍ମଚକ୍ଷୁରେ ଦେଖିଛନ୍ତି ଭକ୍ତ । ମନ୍ଦିର ପରିସରରେ ଭାବ ବିହ୍ୱଳ ହୋଇ ପଡ଼ିଛନ୍ତି ଶ୍ରଦ୍ଧାଳୁ । କରୋନା କଟକଣା…

୧୮ କୋଟି ଟଙ୍କାର ଗଞ୍ଜେଇ ଗଛ ଚାଷ ନଷ୍ଟ କଲା ଗଜପତି ପୋଲିସ

ମୋହନା: ଗଜପତି ଜିଲ୍ଲାରେ ମୋହନା ଥାନା ଢେପାଗୁଡା ପଞ୍ଚାୟତ ଯୁଗୀଢ଼ିଅ ଗାଁ ନିକଟରେ ପ୍ରାୟ ୯୧ ଏକରରେ ହୋଇଥିବା ଗଞ୍ଜେଇ ଚାଷ ନଷ୍ଟ କରିଛନ୍ତି ପୋଲିସ ଓ ଅବକାରୀ ବିଭାଗ । ନଷ୍ଟ କରାଯାଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ଆନୁମାନିକ ୧୮ କୋଟି ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।…

କାବୁ ପାଉଛି କରୋନା: ଦେଶରେ ୨.୧୩% ଆକ୍ଟିଭ୍ କେସ୍, ସୁସ୍ଥହାରା ୯୬%

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ଆକ୍ଟିଭ୍ କେସ୍ । ସୁସ୍ଥହାର ବଢି ଚାଲିଛି । ବର୍ତ୍ତମାନ ଦେଶରେ ୨ଲକ୍ଷ ୨୨ହଜାର ୫୨୬ଟି ସକ୍ରିୟ ମାମଲା ରହିଛି । ଅର୍ଥାତ ମୋଟ୍ ସଂକ୍ରମତିଙ୍କ ୨.୧୩% ଆକ୍ଟିଭ କେସ୍ ରହିଛି । ଦେଶରେ ସୁସ୍ଥହାର ରହିଛି ୯୬.୪୩% । ଦେଶରେ କରୋନାରୁ ସୁସ୍ଥ ହେଲେଣି ମୋଟ୍ ୧କୋଟି…

ଚଳନ୍ତା ବସରେ ଲାଗିଲା ନିଆଁ, ଯାତ୍ରୀ ସୁରକ୍ଷିତ

ଫୁଲବାଣୀ: ଚଳନ୍ତା ବସରେ ଅଗ୍ନିକାଣ୍ଡ । ହଠାତ୍ ଲାଗିଲା ନିଆଁ । ବିଚା ରାସ୍ତାରେ ବସଟି ହୁତୁ ହୁତୁ ହୋଇ ଜଳିଗଲା । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଛକରେ ଏକ ଯାତ୍ରୀବାହୀ ବସ୍‌ରେ ଅଗ୍ନିକାଣ୍ଡ ହୋଇଛି । ତେବେ ଏଥିରେ କେହି ମୃତାହତ ହୋଇ ନଥିବା ସୂଚନା ମିଳିଛି । ରୁଦ୍ରକାଳୀ ନାମକ ବସରେ…

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍; ନାବାଳିକା ମୃତ, ୪ ଗୁରୁତର

ମାହାଙ୍ଗା: କଟକ ଜିଲ୍ଲା ମାହାଙ୍ଗା ନିଶ୍ଚିନ୍ତକୋଇଲି ଥାନା କଟିକଟା ନିକଟରେ ସକାଳୁ ସକାଳୁ ମର୍ମଦୁନ୍ତ ସଡ଼କ ଦୁର୍ଘଟଣା ।ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହାତ ହୋଇଥିବା ସୂଚନା । ମୃତକ ଜଣଙ୍କ ଜଣେ ନାବାଳିକା ହୋଇଥିବା ବେଳେ ତାଙ୍କ ନାଁ ସରିତା ମଲ୍ଲିକ ବୋଲି…

ଝାରସୁଗୁଡାରେ ଭୟାବହ ଅଗ୍ନିକାଣ୍ଡ; ଗୋଟିଏ ପରିବାରର ୪ ଗୁରୁତର

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାନଗର ହରିଓମ୍‌ ବିହାରରେ ଭୟାବହ ଅଗ୍ନିକାଣ୍ଡ । ଏଥିରେ ଗୋଟିଏ ପରିବାରର ୪ଜଣ ଗୁରୁତର ହୋଇଥିବା ସୂଚନା। ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାନୁଯାୟୀ, ବ୍ରଜରାଜନଗର ହରିଓମ ବିହାରରେ ଗୋଟିଏ ପରିବାର ରାତିରେ ଶୋଇଥିବା…

ବିଷାକ୍ତ ଶାଗ ଖାଇ ପ୍ରାଣ ହରାଇଲା ୩ ବର୍ଷୀୟ ଶିଶୁ; ୩ ଗୁରୁତର

ନୟାଗଡ଼: ବିଷାକ୍ତ ଶାଗ ଖାଇ ଚାଲିଗଲା ନିରିହ ଶିଶୁର ଜୀବନ। ଏଭଳି ଏକ ଅଭାବବନୀୟ ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ବରସାହି ଗାଁରେ। ବିଷାକ୍ତ ଶାଗ ଖାଇ ୩ବର୍ଷର ଶିଶୁର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ନୟାଗଡ଼ ଜିଲ୍ଲା…

କୁହୁଡି ଚାଦର ତଳେ ସାରା ରାଜ୍ୟ; ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଘନ କୁହୁଡ଼ିର ଆସ୍ତରଣ । ପାଣିପାଗ ବିଭାଗ ପକ୍ଷରୁ ୯ଟି ଜିଲ୍ଲାକୁ ଆସନ୍ତା ୨୪ ଘଣ୍ଟା ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ଘନ କୁହୁଡି ଯୋଗୁଁ ରାସ୍ତାଘାଟ ଦେଖାଯାଉନଥିବା ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ବର ସମେତ, ପୁରୀ ଓ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଅନୁଗୁଳରେ ବିଜେପିର ମିଶ୍ରଣ ପର୍ବ 

ଅନୁଗୁଳ: କେନ୍ଦ୍ର ପେଟ୍ରୋଲିୟମ ଓ ଗ୍ୟାସ , ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୁଳ ଗସ୍ତରେ ଆସି ବିଜେପି ମିଶ୍ରଣ ପର୍ବର ଯୋଗ ଦେଇଥିଲେ । ରାଣିଗୁଡାସ୍ଥିତ ଜିଲ୍ଲା ପାର୍ଟି ଅଫିସରେ ଏହି ମିଶ୍ରଣ ପର୍ବ ହୋଇଥିବା ବେଳେ କଂଗ୍ରେସ ଛାଡି ପାଲଲହଡ଼ାର ବିଧାୟକ ପ୍ରାର୍ଥୀ ସୁବୋଧ ପାଣି ଓ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ ତା ୧୧-୧-୨୦୨୧ ସୋମବାର ଆଜି ଦିନର ମହତ୍ତ୍ୱ  ଆଜି ହେଉଛି ୨୦୨୧ ମସିହା ଜାନୁଆରୀ ତା ୧୧ ରିଖ ସୋମବାର ଧନୁ ୨୮ ଦିନ ପୌଷ ମାସ କୃଷ୍ଣ ପକ୍ଷ ତ୍ରୟୋଦଶୀ ଭୁକ୍ତ ଚତୁର୍ଦ୍ଦଶୀ ତିଥି ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର ଘାତ ବାର-: ମିଥୁନ ରାଶିର ଘାତ ଚନ୍ଦ୍ର-: ସିଂହ…