Latest Odisha News

BREAKING NEWS

Yearly Archives

2021

ଚାନ୍ଦବାଲିରେ ନିଆଁ ଲାଗି ତିନିଟି ଗୋଦାମ ଛାରଖାର

ଭଦ୍ରକ: ଜଳି ଗଲା ତିନି ତିନିଟି ଗୋଦାମ ଘର । ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ଶାସ୍ତ୍ରୀଘାଟ ନିକଟରେ ଥିବା ୩ଟି ଗୋଦାମ ଜଳି ଛାରଖାର ହୋଇଯାଇଛି । ପାଖାପାଖି ୩୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ଚାନ୍ଦବାଲି…

ମହାରାଷ୍ଟ୍ର ହସ୍ପିଟାଲ ଟ୍ରାଜେଡି: ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ତଦନ୍ତ ନିର୍ଦ୍ଦେଶ ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ: ମହାରାଷ୍ଟ୍ର ଭଣ୍ଡାରା ସ୍ଥିତ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାକୁ ନେଇ ସାରା ଦେଶରେ ଦୁଃଖପ୍ରକାଶ । 10 ଜଣ ଶିଶୁଙ୍କ ମୃତ୍ୟୁ ଘଟଣାକୁ ନେଇ ଗଭୀର ଦୁଋଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆହତ ଶିଶୁଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।…

ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ସମ୍ବୋଧିତ କରିବେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍ କରି କହିଛନ୍ତି, 'ମୁଁ ଆସନ୍ତା ଜାନୁଆରୀ ୯ ରେ ସକାଳ ୧୦.୩୦ ରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ସମ୍ବୋଧିତ କରିବି। ଏହା ଆମ ପ୍ରବାସୀ ଲୋକଙ୍କ…

କମୁଛି କରୋନା ଆକ୍ଟିଭ୍ କେସ୍: ଦେଶରେ କରୋନା ସୁସ୍ଥହାର ୯୬%, ଆକ୍ଟିଭ୍ କେସ୍ ୨.୧୫%

ନୂଆଦିଲ୍ଲୀ: ଦେଶରେ ଧୀରେ ଧୀରେ କରୋନା କାୟା କମିବାରେ ଲାଗିଛି । ଦୈନିକ କମ୍ ସଂକ୍ରମିତ ହେଉଛନ୍ତି । ବଢୁଛି ସୁସ୍ଥ ହାର । ଆକ୍ଟିଭ୍ କେସ୍ କମିବାରେ ଲାଗିଛି । ଏବେ ଦେଶରେ ରହିଛି ୨ଲକ୍ଷ ୨୪ହଜାର ୧୯୦ଟି ଆକ୍ଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ହଜାର ୨୨୨ ନୂଆ…

ବିଶ୍ୱ ଧନୀ ବ୍ୟକ୍ତି ତାଲିକାରେ ୧୩ତମ ସ୍ଥାନକୁ ଖସିଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର ଚେୟାରମ୍ୟାନ୍ ତଥା ଏମଡି ମୁକେଶ ଅମ୍ବାନୀ ବିଶ୍ୱର ସବୁଠାରୁ ଧନୀ ବିଲିୟନେୟାର ତାଲିକାରେ ସ୍ଥାନ ପାଇଛନ୍ତି। ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ ଭାରତର ସବୁଠାରୁ ଧନୀ ବ୍ୟକ୍ତି ଅମ୍ବାନୀ ବର୍ତ୍ତମାନ ଏହି ତାଲିକାରେ ୧୩ ତମ…

ହାପି ବାର୍ଥ ଡେ ଫରାହ ଖାନ୍‌

ନୂଆଦିଲ୍ଲୀ: ବଲିଉଡ କୋରିଓଗ୍ରାଫର ତଥା ନିର୍ଦ୍ଦେଶକ ଫରାହ ଖାନ ଆଜି ୫୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଫରାହ ଖାନ ଏପର୍ଯ୍ୟନ୍ତ ୧୦୦ ରୁ ଅଧିକ ଗୀତରେ କୋରିଓଗ୍ରାଫି କରିଛନ୍ତି। କିନ୍ତୁ ଫରାହଙ୍କ ବଲିଉଡ ଯାତ୍ରା ଏତେ ସହଜ ନଥିଲା। ଏହି ମାଇଲଖୁଣ୍ଟ ହାସଲ କରିବାକୁ ତାଙ୍କୁ ବହୁତ ସଂଘର୍ଷ…

ସିଡନୀ ଟେଷ୍ଟ: ଭାରତ ପ୍ରଥମ ଇନିଂସରେ ୨୪୪ ରନରେ ଅଲଆଉଟ୍

ସିଡନୀ: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟରେ ବ୍ୟାକଫୁଟରେ ଟିମ ଇଣ୍ଡିଆ । ପ୍ରଥମ ଇନିଂସରେ ଭାରତ ୨୪୪ ରନରେ ଅଲଆଉଟ୍ ହୋଇଛି । ମ୍ୟାଚର ତୃତୀୟ ଦିନରେ ଭାରତ ସମସ୍ତ ଓ୍ୱିକେଟ ଫିଙ୍ଗି ଦେଇଛି । ପ୍ରଥମ ଇନିଂସ ଆଧାରରେ ୯୪ ରନରେ ଅଗ୍ରଣୀ ରହିଛି ଅଷ୍ଟ୍ରେଲିଆ । ଭାରତ ପକ୍ଷରୁ ଚେତେଶ୍ୱର ପୂଜାରା…

ମହାରାଷ୍ଟ୍ର ଭଣ୍ଡାରା ସ୍ଥିତ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ, ୧୦ ନବଜାତ ଜୀବନ୍ତ ଦଗ୍ଧ

ଭଣ୍ଡାରା (ମହାରାଷ୍ଟ୍ର): ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ମହାରାଷ୍ଟ୍ର ଉଣ୍ଡାରାରେ ଅଗ୍ନିକାଣ୍ଡ ଘଟି ୧୦ ନବଜାତ ଶିଶୁ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଏହି ଘଟଣା ପରେ ଅନ୍ୟ ନବଜାତ ଶିଶୁଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଛି । ଭଣ୍ଡାରା ଜିଲ୍ଲା ଜେନେରାଲ୍ ହସ୍ପିଟାଲରେ ବିଳମ୍ବିତ ରାତି…

ଟ୍ରମ୍ପଙ୍କ ଟ୍ବିଟର ଆକାଉଣ୍ଟ ସମ୍ପୂର୍ଣ୍ଣ ବନ୍ଦ

ନୂଆଦିଲ୍ଲୀ: ଆମେରିକାର ସଂସଦ ପରିସରରେ ହିଂସା ପରେ ଟ୍ୱିଟର ପକ୍ଷରୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ଆକାଉଣ୍ଟକୁ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଛି। ହିଂସା ବଢ଼ିବା ଆଶଙ୍କାକୁ ଦୃଷ୍ଟିରେ ରଖି ଟ୍ୱିଟର ଏହି ନିଷ୍ପତ୍ତି ନେଇଛି। ଆମେରିକାରେ ହୋଇଥିବା ହିଂସା ପରେ ନିକଟରେ…

କବିତା:ପ୍ରେମିକ

ଦିପୁନ୍ ପୁହାଣ ଶେଷକୁ ମୁଁ ତା'ର ନାଁ ଦେଲି 'ନଦୀ', ସେ ଖାଲି ଅଳପ ହସିଲା ଓ ବୋଧ ଦିଆ କୁନି ଶିଶୁଟି ପରି ବହିଗଲା ମୋ ଅନୁର୍ବର ଭୂମିଖଣ୍ଡ ଉପରେ.. ଆରମ୍ଭରୁ ମୁଁ ତାକୁ 'ଜହ୍ନ' ବୋଲି ଡାକିଥିଲି, ଅତୁଟ ସ୍ନେହରେ.. ସେତେବେଳେ ସେ ସତେଜ ଦିଶୁଥିଲା, ତା' ଦେହଯାକ ଭରିଥିଲା…