Latest Odisha News

BREAKING NEWS

Yearly Archives

2021

ସୁନାବେଡାର ସୁନା ଝିଅ

ସୁନାବେଡା: ସମୁଦ୍ର ପତନରୁ ତିନି ହଜାର ଫୁଟ ଉପରେ ଅବସ୍ଥିତ ସୁନାବେଡା ଅଭୟାରଣ୍ୟ। ଏଠି ବସବାସ କରୁଥିବା ବ୍ୟକ୍ତିଙ୍କ ପାଇଁ ବିଜୁଳି , ପାନୀୟ ଜଳ, ଶିକ୍ଷା ଭଳି ମୌଳିକ ସୁବିଧା ପହଞ୍ଚି ପାରିନାହିଁ। ଏହି ପରିସ୍ଥିତିରେ ଜଣେ ଆଦିବାସୀ ଝିଅ ଶିକ୍ଷାର ଶୀର୍ଷରେ ପହଞ୍ଚି ପିଏଚଡି ଶିକ୍ଷା ଗ୍ରହଣ…

RSP ଗ୍ୟାସ ଲିକ୍ ଟ୍ରାଜେଡୀ: ଆଉ ଜଣେ ଅଫିସର ନିଲମ୍ବିତ

ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ ଲିକ ଘଟଣାରେ କାର୍ଯ୍ୟାନୁଷ୍ଠାନ । ସେଫ୍ଟି ବିଭାଗର ଆସିଷ୍ଟାଣ୍ଟ ମ୍ୟାନେଜର ସ୍ମୃତିରଞ୍ଜନ ସାହୁ ନିଲମ୍ବିତ ହୋଇଛନ୍ତି । ତାଙ୍କୁ ଚାକିରିରୁ ନିଲମ୍ବନ କଲେ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ସିଇଓ । ଗ୍ୟାସ୍ ଲିକ୍ ଘଟଣାରେ ଏଯାଏ ତିନି ଜଣଙ୍କୁ…

ଗୁରୁ ପ୍ରଣାମ ମହୋତ୍ସବ ଆୟୋଜିତ

ଭୁବନେଶ୍ୱର: ସ୍ୱାମୀ ଦୟାନନ୍ଦ ସର୍ଭିସ ମିଶନ ପକ୍ଷରୁ ବୁଦ୍ଧ ମନ୍ଦିର ପରିସରରେ ଗୁରୁ ପ୍ରଣାମ ମହୋତ୍ସବ ଆୟୋଜିତ ହୋଇଯାଇଛି। ଏଥିରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।ଗୁରୁ ମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ସମ୍ମାନ ପ୍ରଦର୍ଶନ କଲେ ପୂରା ସମାଜର…

ମାହାଙ୍ଗା ମର୍ଡର କେସରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିଜେପି ରାଜ୍ୟ ପ୍ରଭାରୀ

କଟକ: ମାହାଙ୍ଗାରେ ବିଜେପି ନେତା ଓ ସହଯୋଗୀଙ୍କୁ ହତ୍ୟା ଘଟଣାରେ ରାଜନୀତି ଜୋର ଧରିଛି । ଆଜି ନୃର୍ତ୍ତାଙ୍ଗରେ ବିଜେପି ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ପ୍ରେସମିଟ୍ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ଦୁର୍ନୀତିରେ ରାଜ୍ୟ ସରକାର ବୁଡ଼ି ରହିଛନ୍ତି । ବର୍ଷେ ତଳେ ବିକାଶ…

ରାଜ୍ୟରେ ୯ମାସ ପରେ ଖୋଲିବ ବାର୍, ଅନୁମତି ଦେଲେ ସରକାର

ଭୁବନେଶ୍ୱର: ଏଣିକି ରାଜ୍ୟରେ ଖୋଲିବ ବାର୍ । ହୋଟେଲ, ରେଷ୍ଟୁରାଣ୍ଟ, ବାର୍ ଓ କ୍ଲବରେ ବସି ମଦ ପିଇ ପାରିବେ ଗ୍ରାହକ । ଏଥିପାଇଁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ଏନେଇ ଗତକାଲି ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ନଅ ମାସ ପରେ ରାଜ୍ୟରେ ବାର୍ ଖୋଲିବ ।…

ହସ୍ପିଟାଲରୁ ଡିସଚାର୍ଜ ହେଲେ ସୌରଭ ଗାଙ୍ଗୁଲି

କୋଲକାତା: ସୁସ୍ଥ ହୋଇ ଘରକୁ ଫେରିଲେ ବିସିସିଆଇ ସଭାପତି ତଥା ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲି । ଆଜି ତାଙ୍କୁ କୋଲକାତା ସ୍ଥିତ ଉଡଲ୍ୟାଣ୍ଡସ୍ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହାପରେ ଫ୍ୟାନଙ୍କ ସାମନାକୁ ଆସିଥିଲେ ଗାଙ୍ଗୁଲି । ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା କହିଛନ୍ତି । ଚିକିତ୍ସା…

ରାଜ୍ୟର ୨୩ ଜିଲ୍ଲାରୁ ୨୩୦ କରୋନା ପଜିଟିଭ୍, ୧୧ ଜିଲ୍ଲାରେ ଦୁଇ ଅଙ୍କରୁ କମ୍ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା କମିଛି । ଅଧିକାଂଶ ଜିଲ୍ଲାରୁ ଦୈନିକ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ ବି କମ୍ ରହୁଛି । ଗତ ୨୪ ଘଣ୍ଟାରେ ୨୩ଜିଲ୍ଲାରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୧ ଜିଲ୍ଲାରୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ କମ୍ । ଦିନକରେ ବାହାରିଛନ୍ତି ୨୩୦ ପଜିଟିଭ୍ ।…

ଦେଶରେ କୋଟିଏ ଟପିଲା କରୋନା ସୁସ୍ଥ ସଂଖ୍ୟା, ଅଢ଼େଇ ଲକ୍ଷରୁ କମ୍ ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ ଟିକାକରଣ ପୂର୍ବରୁ କରୋନା ଲଢ଼େଇରେ ଆସିଲା ଆଉ ଗୋଟିଏ ଖୁସି ଖବର । ଦେଶରେ କରୋନାରୁ ସୁସ୍ଥ ହେଲେଣି କୋଟିଏ ଆକ୍ରାନ୍ତ । ସୁସ୍ଥ ସଂଖ୍ୟା ଆଜି କୋଟିଏ ପାର କରିଛି । ବର୍ତ୍ତମାନ ସୁଦ୍ଧା ଦେଶରୁ ଆରୋଗ୍ୟ ଲାଭ କଲେଣି ୧କୋଟି ୧୬ହଜାର ୮୫୯ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ସୁସ୍ଥ…

ପୁରୀରୁ ୨୦ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୨ ବେପାରୀ ଗିରଫ

ପୁରୀ: ଜଳେଶ୍ୱରରୁ ବ୍ରାଉନସୁଗର ନେଇ ପୁରୀ ଆସିଥିବା ବେଳେ ଧରିଲା ଅବକାରୀ ବିଭାଗ । ପୁରୀରୁ ଦୁଇ ଜଣ ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କ ଫାକରୁ ଜବତ ହୋଇଛି ୨୦୦ ଗ୍ରାମ ବ୍ରାଉନସୁଗର । ଜବତ ବ୍ରାୁନସୁଗରର ମୂଲ୍ୟ ୨୦ଲକ୍ଷ ଟଙ୍କା ହେବ । ବକାରୀ ବିଭାଗ ଓ ମୋବାଇଲ ପାର୍ଟି ଚଢ଼ାଉ କରି ଜବତ…

ଆମେରିକା ହିଂସାକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଆମେରିକାରେ ହିଂସାକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏଭଳି ହିଂସା ଓ ଦଙ୍ଗା ଖବର ଅତ୍ୟନ୍ତ ବ୍ୟଥିତ କରିଛି । ବେଆଇନ୍ ବିକ୍ଷୋଭକୁ ଗଣତନ୍ତ୍ରରେ ଅନୁମତି ନାହିଁ । ଗଣତାନ୍ତ୍ରିକ ପ୍ରକ୍ରିୟାରେ ବିରୋଧ ପ୍ରଦର୍ଶନ ପ୍ରଭାବ…