Latest Odisha News

BREAKING NEWS

Yearly Archives

2021

ସମାଲୋଚକଙ୍କୁ କଡା ଜବାବ ଦେଲେ ଭାରତ ବାୟୋଟେକ୍ ଏମଡି କ୍ରିଷ୍ଣା ଏଲ୍ଲା

ନୂଆଦିଲ୍ଲୀ: ଭାରତ ବାୟୋଟେକ୍ କରୋନା ଟିକା କୋଭାକ୍ସିନକୁ ଜରୁରୀ ବ୍ୟବହାର ପାଇଁ DCGI ଅନୁମତି ଦେବାକୁ ନେଇ ବିରୋଧୀ ପ୍ରଶ୍ନ ଉଠାଇଥିଲେ। ଏହାପରେ ଆଜି ସମାଲୋଚକ ଙ୍କୁ କଡାଗଣ୍ଡା ଜବାବ ଦେଇଛନ୍ତି ଭାରତ ବାୟୋଟେକ ଏମଡି କ୍ରିଷ୍ଣା ଏଲ୍ଲା। ସେ କହିଛନ୍ତି, ବିଶ୍ବବ୍ୟାପୀ ଲୋକଙ୍କୁ ଟିକା ଉପଲବ୍ଧ…

ଓଡ଼ିଶାରେ ୩ ଲକ୍ଷ ୨୬ ହଜାର ଟପିଲା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୯୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୬ ହଜାର ୫୦୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।…

ମୋଇନ ଅଲୀଙ୍କୁ କରୋନା

ଲଣ୍ଡନ: ଇଂଲଣ୍ଡ କ୍ରିକେଟ ଦଳର ଅଲରାଉଣ୍ଡର ମୋଇନ ଅଲୀଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଶ୍ରୀଲଙ୍କା ଗସ୍ତରେ ଆସିଥିବା ଇଂଲଣ୍ଡ ଖେଳାଳିମାନଙ୍କ ମଧ୍ୟରେ ତାଙ୍କ ରିପୋର୍ଟ କେବଳ ପଜିଟିଭ ଆସିଛି । ସମସ୍ତ ଖେଳାଳିଙ୍କ ଆରଟି-ପିସିଆର ଟେଷ୍ଟ ହୋଇଥିଲା । ମୋଇନ ଏବେ ୧୦ ଦିନ ଆଇସୋଲେସନରେ…

ହାଇକୋର୍ଟକୁ ଗଲା ରିଲାଏନ୍ସ ଜିଓ, ଜାଣନ୍ତୁ କାରଣ କ’ଣ…

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (ଆରଆଇଏଲ) ପକ୍ଷରୁ ତାହାର ସହଯୋଗୀ କମ୍ପାନୀ ରିଲାଏନ୍ସ ଜିଓ ଇନ୍‌ଫୋକମ୍ ଲିମିଟେଡ (ଆରଜେଆଇଏଲ) ଜରିଆରେ ପଞ୍ଜାବ ଓ ହରିଆଣା ହାଇକୋର୍ଟରେ ଏକ ମାମଲା ଦାଏର କରାଯାଇଛି। ଏକ ପିଟିସନ ମାଧ୍ୟମରେ ସରକାରୀ କତ୍ତୃପକ୍ଷଙ୍କ ତୁରନ୍ତ ହସ୍ତକ୍ଷେପ ଦ୍ୱାରା…

ସମସ୍ତ ନିୟମ ମାନିବାକୁ ରାଜି ହେଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ:ଶେଷରେ ଭାରତୀୟ କ୍ରିକେଟ ଦଳ ଅଷ୍ଟ୍ରେଲିଆରେ ସମସ୍ତ କରୋନା ପ୍ରୋଟୋକଲ ମାନିବାକୁ ରାଜି ହୋଇଛି । ଫଳରେ ଲାଗି ରହିଥିବା ବିବାଦର ଅନ୍ତ ଘଟିଛି । ସିଡନୀରେ ଜାନୁୟାରୀ ୭ରୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ଖେଳାଯିବ । ଏଠାରେ କୋଭିଡ-୧୯ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ…

ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବ୍ରହ୍ମପୁରର କେନ୍ଦ୍ର ସ୍ଥଳୀରେ ଅବସ୍ଥିତ ରାମଲିଙ୍ଗେଶ୍ବର ଜଳାଶୟ ଓ ଉଦ୍ୟାନର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଲୋକାର୍ପିତ ହୋଇଛି। ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମବେତ ବ୍ରହ୍ମପୁରର ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ…

କରୋନା କାଳରେ ପ୍ରଥମ ଥର ଘଟିଲା ଏହି ୮ ଘଟଣା

ନୂଆଦିଲ୍ଲୀ: କରୋନା ମହାମାରୀ ଆମକୁ ଅନେକ ନୂଆ କଥା ଶିଖାଇଛି ଓ ଦେଖାଇଛି । ଆସନ୍ତୁ ଜାଣିବା ଏପରି କିଛି ଘଟଣା ଯାହା ଆମେ ପ୍ରଥମ ଥର କରୋନ କାଳରେ ଜାଣିବାକୁ ପାଇଲେ । ହଜ ଯାତ୍ରା ବନ୍ଦ: ପ୍ରଥମ ଥର ପାଇଁ ହଜ ଯାତ୍ରା ବନ୍ଦ ହୋଇଛି । ଆଧୁନିକ ଇତିହାସରେ ଏହା ପ୍ରଥମ ଘଟଣା । ମଣିଷ ଶରୀରରେ…

ଡିସେମ୍ବର ୨୦୨୦ ରେ ଜେଏସପିଏଲର ସର୍ବାଧିକ ଉତ୍ପାଦନ ଏବଂ ବିକ୍ରୟ ରେକର୍ଡ

ଭୁବନେଶ୍ୱର : ଜିନ୍ଦଲ ଷ୍ଟିଲ ଏବଂ ପାୱାର ଲିମିଟେଡ (ଜେଏସପିଏଲ) ଡିସେମ୍ବର -୨୦୨୦ରେ ରେକର୍ଡ ୭.୨୭ ଲକ୍ଷ ଟନ ଇସ୍ପାତ ମାସିକ ଉତ୍ପାଦନ କରିଛି । ଜେଏସପିଏଲର ଅନୁଗୁଳଠାରେ ଥିବା ସମନ୍ବିତ ଇସ୍ପାତ କାରଖାନା ଏହି ମାସରେ ତାର ସର୍ବାଧିକ ମାସିକ ଉତ୍ପାଦନ, ୪.୧୬ ଲକ୍ଷ ଟନ ହାସଲ କରିଥିବା ବେଳେ,…

ନୂଆ ରୂପ ପାଇବ କେନ୍ଦୁଝରର ଶ୍ରୀଶ୍ରୀ ବଳଦେବଜୀଉ ମନ୍ଦିର

କେନ୍ଦୁଝର: ନୂଆ ରୂପରେ ଶୋଭା ପାଇବ କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ବଳଦେବ ଜୀଉ ବିଜେଙ୍କର ମନ୍ଦିର। ରାଜ୍ୟ ସରକାରଙ୍କ ପ୍ରଦତ୍ତ ଆର୍ଥିକ ଅନୁଦାନରେ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ୨୦୨୧ ମସିହା ଶେଷ ସୁଦ୍ଧା ସରିବ ବୋଲି ଜିଲ୍ଲାପାଳ ଆଶିଷ ଠାକରେ ସୂଚନା ଦେଇଛନ୍ତି ।…

ଆସନ୍ତୁ ଜାଣିବା ବିଗତ ୬ ବର୍ଷରେ ଅକ୍ଷୟଙ୍କ ଆୟ କେତେ

ମୁମ୍ବାଇ:ବଲିଉଡର ଲୋକପ୍ରିୟ ଅଭିନେତା ଅକ୍ଷୟ କୁମାରଙ୍କ ବିଗତ ୬ ବର୍ଷର ଆୟ ଶୁଣିଲେ ଆପଣମାନେ ଆଶ୍ଚର୍ଯ୍ୟ ହୋଇଯିବେ । ବଲିଉଡ ହଙ୍ଗାମାରେ ପ୍ରକାଶିତ ଖବର ଅନୁସାରେ ଅକ୍ଷୟ କୁମାର ୨୦୧୪ରୁ ୨୦୨୦ ମଧ୍ୟରେ ୧୭୪୪ କୋଟି ଟଙ୍କା ଆୟ କରିଛନ୍ତି । ୨୦୨୦ରେ କରୋନା କାଳରେ ମଧ୍ୟ ଅକ୍ଷୟ ୩୫୬.୫୭ କୋଟି…