ଭାରତରେ ଟିକା ମଞ୍ଜୁରୀ ନିଷ୍ପତ୍ତିକୁ ସ୍ୱାଗତ ଜଣାଇଲା ‘ହୁ’
ନୂଆଦିଲ୍ଲୀ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ରବିବାର ଦିନ କୋଭିଡ-୧୯ ଟିକାର ଜରୁରୀକାଳୀନ ବ୍ୟବହାରକୁ ଅନୁମତି ଦେଇଥିବା ଭାରତର ନିଷ୍ପତ୍ତିକୁ ସ୍ୱାଗତ କରିଛି।
WHO ଦକ୍ଷିଣ-ପୂର୍ବ ଏସିଆ ଅଞ୍ଚଳର ଆଞ୍ଚଳିକ ନିର୍ଦ୍ଦେଶକ ଡ. ପୁନମ୍ ଖେତ୍ରପାଲ ସିଂ କହିଛନ୍ତି ଯେ କୋଭିଡ-୧୯ ଟିକାର…