ପାଣିପାଗ ବିଭାଗର ସତର୍କ ସୂଚନା; ରାଜ୍ୟର ୬ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ୬ ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା, ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ,ଆଜିଠାରୁ ଦୁଇଦିନ ପାଇଁ ରାଜ୍ୟର ୬ଟି ଜିଲ୍ଲାରେ ସକାଳୁ ସକାଳୁ ଘନ କୁହୁଡ଼ି ପଡ଼ିବ। ଏହି ସବୁ ଜିଲ୍ଲାରେ…