ବିଶ୍ୱବ୍ୟାପୀ ଗତ ୨୪ ଘଣ୍ଟାରେ ୫.୫୪ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଆମେରିକା, ବ୍ରିଟେନ ସମେତ ବିଶ୍ୱର ଅନେକ ଦେଶରେ ବହୁ ସଂଖ୍ୟକ ଟୀକାକରଣ ଅଭିଯାନ ଆରମ୍ଭ ହୋଇଛି। କିନ୍ତୁ ତଥାପି ବହୁ ସଂଖ୍ୟକ କରୋନା ମାମଲା ରୁଜୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫.୫୪ ଲକ୍ଷ ନୂତନ ମାମଲା ପଞ୍ଜିକୃତ ହୋଇଥିଲା ଏବଂ ୯,୪୫୧ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି।…