Latest Odisha News

BREAKING NEWS

Yearly Archives

2021

ଅପରାଜିତା ଷଡ଼ଙ୍ଗୀ ଶ୍ରେଷ୍ଠ ସାଂସଦ ମନୋନୀତ

ଭୁବନେଶ୍ୱର: ସାଂସଦ ଅପରାଜିତା ଷଡ଼ଙ୍ଗୀ ୨୦୨୦ ବର୍ଷ ପାଇଁ ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି । ଏସିଆ ପୋଷ୍ଟ ଓ ଫେମ୍ ଇଣ୍ଡିଆ ପକ୍ଷରୁ ତାଙ୍କୁ ମନୋନୀତ କରାଯାଇଛି । ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହେବା ପରେ ଟ୍ୱିଟ୍ କରି ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି ସାଂସଦ ଅପରାଜିତା ।…

ଦେଶର ୧୧୬ ଜିଲ୍ଲାରେ କରୋନା ଭ୍ୟାକସିନର ଡ୍ରାଏ ରନ୍

ନୂଆଦିଲ୍ଲୀ: ନୂଆବର୍ଷରେ ଭାରତରେ କରୋନା ବିରୋଧୀ ଲଢ଼େଇରେ ମହା ଅଭିଯାନର ଆରମ୍ଭ । ଆଜି ଦେଶବ୍ୟାପୀ ହେଉଛି ଟିକାର ଡ୍ରାଏ ରନ୍ । ଦେଶର ୧୧୬ ଜିଲ୍ଲାରେ ଡ୍ରାଏ ରନ୍ କରାଯାଉଛି । ୨୫୯ଟି ସ୍ଥାନରେ ଆରମ୍ଭ ହୋଇଛି ଡ୍ରାଏ ରନ୍ । ଏତିକିବେଳେ ଟିକାକରଣ ଅଭିଯାନ ସହ ଜଡିତ ସମସ୍ତ ପ୍ରକ୍ରିୟାକୁ…

କଳିଙ୍ଗନଗର ଗୁଳିକାଣ୍ଡ ଘଟଣାକୁ ପୁରିଲା ୧୫ ବର୍ଷ

ଯାଜପୁର : କଳିଙ୍ଗନଗର ଗୁଳିକାଣ୍ଡ ଘଟଣାକୁ ବିତିଛି ୧୫ ବର୍ଷ । ଟାଟା କମ୍ପାନୀ ପାଇଁ ଜମି ଅଧିଗ୍ରହଣ ପାଚେରୀ ନିର୍ମାଣକୁ ବିରୋଧ କରି ୨୦୦୦୬ ମସିହାରେ ଜାନୁଆରୀ ୨ ତାରିଖ ଦିନ ପୋଲିସ ଓ ଆଦିବାସୀ ଙ୍କ ମଧ୍ୟରେ ହୋଇଥିଲା ସଙ୍ଘର୍ଷ । ଏଥିରେ ୧୩ ଜଣ ନିରିହ ଆଦିବାସୀଙ୍କ ର ମୃତ୍ୟୁ ହୋଇଥିଲା ।…

IIM ସମ୍ୱଲପୁର ନିଜସ୍ୱ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ସମ୍ବଲପୁର:  IIM ସମ୍ବଲପୁରର ନିଜସ୍ୱ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରାଯିବ । ଆଉ କିଛି ସମୟ ପରେ (ସକାଳ ୧୦ଟା) ଭର୍ଚୁଆଲରେ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ,…

ମର୍ମନ୍ତୁଦ ସଡକ ଦୁର୍ଘଟଣା; ୫ ମୃତ

ପାଟନା: ବିହାର କେମୁର ଜିଲ୍ଲା କୁଦରା ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଗୁରୁତର ଥିବା ଜଣାପଡିଛି । ଆହତ ମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ,…

ରାଜ୍ୟର ୩୧ଟି ସ୍ଥାନରେ ଆଜି କରୋନା ଟିକାକରଣ ପାଇଁ ଡ୍ରାଏ ରନ୍

ଭୁବନେଶ୍ୱର: କରୋନା ଟିକାକରଣ ପାଇଁ ଆଜି ରାଜ୍ୟରେ ଡ୍ରାଏ ରନ୍ କରାଯିବ । ରାଜ୍ୟର ୩୦ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ମକ୍ ଡ୍ରିଲ କରାଯିବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏଥିପାଇଁ କ୍ୟାପିଟାଲ ହସ୍ପିଟାଲ ଓ ଜିଲ୍ଲା ମୁଖ୍ୟ…

ଆସନ୍ତା ୧୨ରୁ ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ ଜେଟ୍ ବିମାନ

ଭୁବନେଶ୍ୱର: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଆରମ୍ଭ ହେବ ବହୁ ପ୍ରତିକ୍ଷୀତ ବିମାନ ସେବା । ଆସନ୍ତା ୧୨ ତାରିଖଠାରୁ ମୁମ୍ବାଇ-ଝାରସୁଗୁଡ଼ା-ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍ ଜେଟ୍ ବିମାନ । ଏନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସୂଚନା…

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ରାଇରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୪ ଯାତ୍ରୀ ଆହତ ହୋଇଥିବା ବେଳେ ଅନ୍ୟ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଇଥିବା ସୂଚନା। ଘଟଣାସ୍ଥଳରେ ଏବେବି ଉଦ୍ଧାର…

ବନ୍ଧୁକ ମୁନରେ ଠିକା ସଂସ୍ଥା କର୍ମଚାରୀଙ୍କୁ ଅପହରଣ ଘଟଣା; ଝାଡ଼ଖଣ୍ଡରୁ ଉଦ୍ଧାର ହେଲେ ଦୁଇ ସୁପରଭାଇଜର 

ପାଲଲହଡା: ଗତ ସୋମବାର ବିଳମ୍ବିତ ରାତି ରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଶିଗଡ ପଞ୍ଚାୟତ କମ୍ପରକେଳା ଠାରେ ଥିବା ଏକ ଠିକା ସଂସ୍ଥାର କ୍ୟାମ୍ପରୁ ଦୁଇ ଜଣ ସୁପରଭାଇଜାରଙ୍କୁ କିଛି ଦୁର୍ବୁତ୍ତ ବନ୍ଧୁକ ମୁନରେ ଅପହରଣ କରି ନେଇ ଯାଇଥିବା ବେଳେ ଅପହରଣର ୩ ଦିନ ପରେ ଦୁଇ ସୁପରଭାଇଜର ଫେରିଛନ୍ତି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା ୨- ୧-୨୦୨୧ ଶନିବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୧ ମସିହା ଜାନୁଆରୀ ତା ୨ ରିଖ ଶନିବାର ଧନୁ ୧୯ ଦିନ ପୌଷ ମାସ କୃଷ୍ଣପକ୍ଷ ତୃତୀୟା ଭୁକ୍ତ ଚତୁର୍ଥୀ ତିଥି ଅଶ୍ଳେଷା ନକ୍ଷତ୍ର କର୍କଟ ଚନ୍ଦ୍ର  ଘାତ ବାର-: ବୃଷ,ସିଂହ ଓ କନ୍ୟା ରାଶିର    ଆଜି: ମୂଳା ଖାଇବା ନିଷେଧ…