Latest Odisha News

BREAKING NEWS

Yearly Archives

2021

ସୁନ୍ଦରଗଡ଼ ସେଣ୍ଟ ମେରି ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ୫୩ଜଣ ଛାତ୍ରୀ କରୋନା ପଜିଟିଭ୍

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ୫୩ ଛାତ୍ରୀ କରୋନା ପଜିଟିଭ୍ । ସେଣ୍ଟ ମେରି ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ୫୩ ଜଣ ଛାତ୍ରୀ କରୋନା ପଜିଟିଭ୍ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ୭ଦିନ ପାଇଁ ସ୍କୁଲକୁ ବନ୍ଦ ରଖାଯାଇଛି । ସୂଚନା ଅନୁସାରେ, କିଛି ଦିନ ପୂର୍ବରୁ ସ୍କୁଲ ଖୋଲାଯାଇଥିଲା । ୩ଦିନ…

ପୁସ୍ତକ ପରିଚୟ : ଭଙ୍ଗାଘର

ଭଙ୍ଗାଘର କବି : ରବୀନ୍ଦ୍ର ଜେନା ସର୍ବୋଦୟ ସାହିତ୍ୟ ସଂସଦ, ପୁରୀ ପୃଷ୍ଠା : ୬୮ ମୂଲ୍ୟ : ୬୦ ଭଙ୍ଗାଘରର ଉଜୁଡ଼ା ସଂସାରୀ ' ରବି ଜେନା ' । ଏ ବିଚିତ୍ର ଦୁନିଆଁରେ ଯେଉଁଠି ପ୍ରତି ମୁହୂର୍ତ୍ତରେ ମିଳେଇଯାଏ ସମ୍ପର୍କ, ଧ୍ଵଂସ ପାଉଥାଏ କେଉଁଠି ନା କେଉଁଠି ଚେନାଏ ଉର୍ବର ଭୂଇଁ, ମରି…

[ଭିଡ଼ିଓ] ବିଧାନସଭାରେ ହୋହଲ୍ଲା ମନା: ବାଚସ୍ପତି

ଭୁବନେଶ୍ବର: ବିଧାନସଭାରେ ହୋହଲ୍ଲା ମନା ।  ପ୍ରଶ୍ନକାଳ ବା ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ  ହୋହଲ୍ଲା  କରିପାରିବେନି । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସିମଲାରେ ଅନୁଷ୍ଠିତ ବିଭିନ୍ନ ରାଜ୍ୟମାନଙ୍କର ବାଚସ୍ପତିଙ୍କ ବୈଠକରେ ଏହି…

ଓକାକ୍ ସିଇଓଙ୍କ ହ୍ୱାଟସଆପ୍ ହ୍ୟାକ୍ ମାମଲା, ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଓକାକ୍ ସିଇଓ ମନୋଜ କୁମାର ପଟ୍ଟନାୟକଙ୍କ ହ୍ୱାଟସ ଆପ୍ ହ୍ୟାକ୍ କରି ଟଙ୍କା ଲୁଟିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ସାଇବର ଠକେଇର ମୁଖ୍ୟ ଅଭିଯୁକ୍ତକୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି । ଅଭିଯୁକ୍ତର ନାମ ଅକ୍ୟୁଦୁରୀ ପାସ୍କେଲ । ସେ ଜଣେ ନାଇଜେରିଆନ୍ । ସୂଚନା…

ପାନୀୟ ଜଳ ସମସ୍ୟାକୁ ନେଇ ରାସ୍ତାରୋକ

କାମାକ୍ଷାନଗର : ପାନୀୟ ଜଳ ସମସ୍ୟାକୁ ନେଇ ରାସ୍ତାରୋକ। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତି ବିଭାଗ ରାସ୍ତାରେ ମହୁଲା ଛକ ନିକଟରେ ଗରା ବାଲଟି ଥୋଇ ରାସ୍ତାରୋକ କଲେ ଶତାଧିକ ଗ୍ରାମବାସୀ । ଦୀର୍ଘଦୀନ ହେବ ଗ୍ରାମବାସୀ ପାନୀୟ ଜଳ ସମସ୍ୟାକୁ ନେଇ ସ୍ଥାନୀୟ…

ମୃତ୍ୟୁ ପରେ ବି ମାରାଡୋନାଙ୍କ ପିଛା ଛାଡୁନି ବିବାଦ, ଏବେ ଆଉ ଏକ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ: ଫୁଟବଲ ଇତିହାସର ମହାନ ଖେଳାଳି ଭାବେ ବିବେଚିତ ଆର୍ଜେଂଟିନାର ଡିଏଗୋ ମାରାଡୋନାଙ୍କ ବର୍ଷେ ହେବ ପରଲୋକ ଘଟିବା ସତ୍ୱେ ବିବାଦ ତାଙ୍କ ପିଛା ଛାଡୁନି । କ୍ୟୁବାର ୩୭ ବର୍ଷୀୟା ମାଭିସ ଆଲଭେରାଜ ମାରାଡୋନାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି । ମୋତେ ଯେତେବେଳେ ୧୬ ବର୍ଷ ବୟସ…

[ଭିଡ଼ିଓ]ଭିଜିଲାନ୍ସ ଜାଲରେ ବରଗଡ଼ ଅତିରିକ୍ତ ଡ଼ିଏସଡ଼ବ୍ଲୁଓ

ବରଗଡ଼: ଭିଜିଲାନ୍ସ ଜାଲରେ ବରଗଡ଼ ଜିଲ୍ଲା ଅତିରିକ୍ତ ଡ଼ିଏସଡ଼ବ୍ଲୁଓ ଚନ୍ଦ୍ରା ସାହୁ । ସକାଳୁ ଚନ୍ଦ୍ରା ସାହୁଙ୍କ ବରପାଲିସ୍ଥିତ ନିଜ ବାସଭବନରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଏହାସହ ବରଗଡ଼ ଜିଲ୍ଲା ଅତିରିକ୍ତ ଡ଼ିଏସଡ଼ବ୍ଲୁଓ ଚନ୍ଦ୍ରା ସାହୁଙ୍କ କାର୍ଯ୍ୟାଳୟରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରାଯାଉଛି । ଆୟ…

ବାହାର ରାଜ୍ୟକୁ ଚାଲାଣ ବେଳେ ୧୭ ଶ୍ରମିକ ଉଦ୍ଧାର

କଣ୍ଟାବାଞ୍ଜି: ବାହାର ରାଜ୍ୟକୁ ଚାଲାଣ ବେଳେ ୧୭ ଶ୍ରମିକ ଉଦ୍ଧାର  । କାମ ବଦଳରେ ଅଧିକ ଟଙ୍କାର ଲୋଭ ଦେଖାଇ ରାଜ୍ୟ ବାହାରକୁ ଚାଲାଣ ବେଳେ ଧରିଲା ପୋଲିସ । ନୂଆପଡ଼ି ଜିଲ୍ଲାର ସିନାପାଲ ଅଞ୍ଚଳର ଦାଦନ ଶ୍ରମିକଙ୍କୁ ବାହାର ରାଜ୍ୟକୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଉଦ୍ଧାର କରିଛି ।…

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୧୨ କରୋନା ପଜିଟିଭ୍

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୦ ଜଣ ଶିଶୁ ଓ କିଶୋର…

ବୁର୍ଲା ଭୀମସାରରେ ୨୨ଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ

ସମ୍ବଲପୁର: ପୁଣି କରୋନା ଆତଙ୍କ । ବୁର୍ଲା ଭୀମସାରର ୨୨ଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମିତ ହୋଇଥିବା ସମସ୍ତେ ଏମବିବିଏସ ପ୍ରଥମ ବର୍ଷର ଛାତ୍ରୀ ବୋଲି ଜଣାପଡ଼ିଛି । ଚିହ୍ନଟ ହେବା ପରେ ସମସ୍ତଙ୍କୁ ବିଳମ୍ବିତ ରାତିରେ କୋଭିଡ଼ ୱାର୍ଡରେ ଭର୍ତ୍ତି କରାଯାଇଛି । ଆଜି…