[ଭିଡ଼ିଓ] କାର୍ ଭିତରୁ ନାଗ ଉଦ୍ଧାର
ବରୁହା : କାର୍ ଭିତରୁ ଉଦ୍ଧାର ହେଲା ନାଗ ସାପ । ଯାଜପୁର ବରୁହା ରକେଇ ବଜାରରେ ଜଣେ ବ୍ୟକ୍ତିଙ୍କ କାରରୁ ଏହି ୫ଫୁଟର ନାଗଟିକୁ ଉଦ୍ଧାର କରାଯାଇଛି । ବ୍ୟକ୍ତି ଜଣକ କାର୍ ନେଇ ବାହାରକୁ ବାହରୁଥିବା ବେଳେ ସାପର ଗର୍ଜନ ଶୁଣିବାକୁ ମିଳିଥିଲା । ପରେ ସାପଟି ଇଞ୍ଜିନ୍ ଭିତରେ ଶୋଇଥିବା ଦେଖିବାକୁ…