କେନ୍ଦୁଝରରେ ରାଜସ୍ୱମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଗାଡିକୁ ଅଣ୍ଡାମାଡ
କେନ୍ଦୁଝର : ପୁଣି ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାଡ । କେନ୍ଦୁଝରରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଅଣ୍ଡା ମାଡ । କେନ୍ଦୁଝର ଜିଲ୍ଲା ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବାକୁ ଯିବେ ବେଳେ କାଶୀପୁର ଠାରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଗାଡିକୁ…