Latest Odisha News

BREAKING NEWS

Yearly Archives

2021

ଜମ୍ମୁ-କଶ୍ମୀରରେ କଂଗ୍ରେସକୁ ଝଟକା, ଇସ୍ତଫା ଦେଳେ ଗୁଲାମ ନବୀ ଆଜାଦଙ୍କ ସମର୍ଥକ

ଶ୍ରୀନଗର: ଜମ୍ମୁ-କଶ୍ମୀରରେ କଂଗ୍ରେସକୁ ବୁଧବାର ବଡ ଝଟକା ଲାଗିଛି । କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ପରୋକ୍ଷରେ ବିଦ୍ରୋହର ବିଗୁଲ ଫୁଙ୍କିଛନ୍ତି । ଆଜାଦଙ୍କ ଗ୍ରୁପର ଅଧିକାଂଶ ପଦାଧିକାରୀ ସେମାନଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ସେ ପ୍ରଦେଶ କଂଗ୍ରେସ…

ବିଜେପି ନେତ୍ରୀଙ୍କ ଗାଡିକୁ ବୋମାମାଡ଼

ଭୁବନେଶ୍ୱର : ବିଜେପି ନେତ୍ରୀଙ୍କ ଗାଡିକୁ ବୋମାମାଡ । ଭୁବନେଶ୍ୱର ନୟାପଲ୍ଲୀ ବ୍ରିଟ କଲୋନୀରେ ବିଳମ୍ବିତ ରାତିରେ ବିଜେପି ନେତ୍ରୀଙ୍କ ଗାଡିକୁ ଦୁର୍ବୃତ୍ତ ମାନେ ବୋମାମାଡ କରି ଜାଳି ଦେଇଛନ୍ତି । ଜିଲ୍ଲା ବିଜେପି କୋଷାଧ୍ୟକ୍ଷା ମିନତି ବେହେରାଙ୍କ ଗାଡି ଉପରେ ପେଟ୍ରୋଲ ବୋମାମାଡ ହୋଇଛି ବୋଲି…

ଆନ୍ଧ୍ରପ୍ରଦେଶ ରାଜ୍ୟପାଳଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କୋଭିଡ଼୍ ପଜିଟିଭ୍ ହେବା ପରେ ସେ ବର୍ତ୍ତମାନ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି । ଏନେଇ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ରାଜ୍ୟର ବିଭିନ୍ନ ଫର୍‌ନିଚର୍‌ ଶୋ’ରୁମରେ ଚଢାଉ

ଭୁବନେଶ୍ୱର: ଟ୍ବିନ୍‌ ସିଟି ସମେତ ଓଡିଶାର ବିଭିନ୍ନ ଫର୍‌ନିଚର୍‌ ଶୋ’ରୁମରେ ସିଜିଏସ୍‌ଟି ଚଢାଉ କରିଛି। ଜିଏସ୍‌ଓି ଟିକସ ପରିଶୋଧ ନକରିବା କିମ୍ବା କଟକ, ଭୁବନେଶ୍ୱର, ଭଦ୍ରକ, ବାଲେଶ୍ବର, ସମ୍ବଲପୁର, ରାଉରକେଲା, ବରଗଡ, ଭବାନୀପାଟଣା ଏବଂ ବ୍ରହ୍ମପୁରର ୧୫ଟି ଆଇରନ୍‌ ଏବଂ ଉଡ୍‌…

ଚାଲିଛି ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର: ରାଜ୍ୟରେ ଏବେ ଭୋଟର ତାଲିକା ସଂଶୋଧନ କାମ ଚାଲିଛି ।ଏହି ସମୟରେ ସମସ୍ତେ ନିଜର ନିଜର ଭୋଟର ଆଇଡି ସଂଶୋଧନ ବାତିଲ ଆଦି କାର୍ଯ୍ୟ ନେଇ ଆବେଦନ କରିପାରିବେ ପ୍ରାଥମିକ ଭିତ୍ତିରେ ସମସ୍ତଙ୍କ ଆବେଦନକୁ ଗ୍ରହଣ କରାଯିବ । ।ଏନେଇ ଆଜି ପ୍ରେସମିଟ କରି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ…

ସାତ ଦିନ ପରେ ମାଓବାଦୀଙ୍କ କବଳରୁ ମୁକୁଳିଲେ ଅପହୃତ ସବ୍ ଇଞ୍ଜିନିୟର ଅଜୟ ରୋଶନ

ମାଲକାନଗିରି: ସାତ ଦିନ ପରେ ମାଓବାଦୀଙ୍କ କବଜାରୁ ମୁକୁଳିଲେ ଅପହୃତ ଇଞ୍ଜିନିୟର ଅଜୟ ରୋଶନ ଲାକ୍ରା । ପ୍ରଜାକୋର୍ଟରେ ଶତାଧିକ ଆଦିବାସୀଙ୍କ ସମ୍ମୁଖରେ ମୁକ୍ତ କଲା ଲାଲବାହିନୀ । ଏହି ସମୟରେ ଇଞ୍ଜିନିୟରଙ୍କ ସ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ । ମାଓବାଦୀଙ୍କ କବଳରୁ ମୁକ୍ତ ହେବା ପରେ ସେ ବିଜାପୁର…

ଟିଭି ଡିବେଟ୍‌ ଯୋଗୁ ବ୍ୟାପୁଛି ସବୁଠୁ ଅଧିକ ପ୍ରଦୂଷଣ; ଏସ୍‌ସି

ନୂଆଦିଲ୍ଲୀ: ଦିଲ୍ଲୀ ତଥା ଏହାର ଆଖପାଖ ଅଞ୍ଚଳରେ ବାୟୁ ପ୍ରଦୂଷଣର ମୁକାବିଲା ପାଇଁ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ସୁପ୍ରିମକୋର୍ଟର ଏକ ବେଞ୍ଚ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ତାଗିଦ୍‌ କରିବା ସହ ଟିଭି ମିଡିଆ ଉପରେ ମଧ୍ୟ ବର୍ଷିଛନ୍ତି। ଏହା ବ୍ୟତୀତ ଅଦାଲତ ମଧ୍ୟ ସମାଲୋଚକଙ୍କୁ…

କଙ୍ଗନାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କଲେ ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ

ମୁମ୍ବାଇ: ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ ନାନା ପାଟୋଲେ ବୁଧବାର କହିଛନ୍ତି ଯେ ମହାତ୍ମା ଗାନ୍ଧିଙ୍କ ବିରୋଧରେ ବିବାଦୀୟ ଅଭିଯୋଗ ହେତୁ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ। ପାଟୋଲ କହିଛନ୍ତି ଯେ ମୁମ୍ବାଇ କଂଗ୍ରେସ ତାଙ୍କ…

[ଭିଡିଓ] ଚଳିତ ବର୍ଷ ଆୟୋଜିତ ହେବ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ , କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ

ପୁରୀ : ଚଳିତ ବର୍ଷ ପୁଣି ଆରମ୍ଭ ହେବ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ । କୋଭିଡ ଗାଇଡଲାଇନ ଅନୁସାରେ କୋଣାର୍କ ଉତ୍ସବ ଓ ଇକୋ ରିଟ୍ରିଟ ଆରମ୍ଭ ହେବାକୁ ଯାଉଛି । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନ ବିଭାଗ ପ୍ରସ୍ତୁତି ଚଳାଇଛି । ଏଥିପାଇଁ ଜିଲ୍ଲାପାଳ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ…

ରାସ୍ତାରୁ ପାଇଥିବା ଆଇଫୋନକୁ ମାଲିକଙ୍କୁ ଫେରାଇ ପ୍ରଶଂସା ସାଉଁଟିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର: ରାସ୍ତାରୁ ପାଇଥିବା ଆଇଫୋନକୁ ଅସଲି ମାଲିକଙ୍କୁ ଫେରାଇଲେ ଓଡ଼ିଆ ଯୁବକ । ଏହାକୁ ନେଇ ତାଙ୍କୁ ସବୁଠୁ ମିଳିଛି ପ୍ରଶଂସା । ଲୋଭର ବଶବର୍ତ୍ତୀ ନହୋଇ ବହୂ ମୂଲ୍ୟ ଆଇଫୋନକୁ ଫେରାଇଥିଲେ ଯୁବକ । ସୁଦୂର ତାମିଲନାଡ଼ୁରେ ଏକ କମ୍ପାନୀରେ କାର୍ଯ୍ୟ କରୁଛନ୍ତି ଏହି ଓଡ଼ିଆ ଯୁବକ ସୂର୍ଯ୍ୟକାନ୍ତ…