ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେଲା ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । ଆଜି ଲଘୁଚାପର ରୂପ ନେବ ଉତ୍ତରଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ।ଏହାର ପ୍ରଭାବରେ କିଛି ଅଞ୍ଚଳରେ ବର୍ଷା ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ହେବ । ଟ୍ରପ ଲାଇନ ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ପାଗ…