Latest Odisha News

BREAKING NEWS

Yearly Archives

2021

ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ସହଯୋଗୀଙ୍କର ହେଉ କଲ୍ ରେକର୍ଡ ଯାଞ୍ଚ : ଭକ୍ତ ଦାସ

ଭୁବନେଶ୍ବର : ଥମୁନି ମମିତା ମେହେର ହତ୍ୟା ତାତି । ମମିତା ମେହେରଙ୍କୁ ନ୍ୟାୟ ପାଇଁ ଜନ ଦାବି କରୁଛନ୍ତି ବିରୋଧୀ । ମାମଲାକୁ ନେଇ ସରକାରଙ୍କୁ ଏକଦମ ନାକେଦମ କରିସାରିଲେଣି ବିରୋଧୀ ବିଜେପି ଓ କଂଗ୍ରେସ । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରୀ ମଣ୍ଡଳରୁ ବହିଷ୍କାର…

ମଣିପୁରରେ ଆତଙ୍କବାଦୀଙ୍କ ରକ୍ତର ହୋଲି, କମାଣ୍ଡିଂ ଅଫିସରଙ୍କ ପରିବାର ସମେତ ୭ ମୃତ

ଇମ୍ଫାଲ: କିଛି ବର୍ଷର ନୀରବତା ପରେ ଉତ୍ତର-ପୂର୍ବ ରାଜ୍ୟ ମଣିପୁରରେ ପୁଣି ଆତଙ୍କବାଦୀଙ୍କ ରକ୍ତର ହୋଲି । ଆସାମ ରାଇଫଲ୍ସର ଜଣେ କର୍ଣ୍ଣେଲଙ୍କ ସହ ୭ ଜଣଙ୍କୁ ବର୍ବର ହତ୍ୟା । ସମୟ ସକାଳ ପ୍ରାୟ ୧୦ଟା ସୂଚନା ଅନୁସାରେ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିଲେ ୪୬ ଆସାମ ରାଇଫଲ୍ସର…

ଭୁବନେଶ୍ୱରରେ ୨୩ ତମ ଶିଶୁ ସଂକ୍ରାମକ ରୋଗ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର: ଭୁବନେଶ୍ୱରରେ ୨୩ ତମ ଶିଶୁ ସଂକ୍ରାମକ ରୋଗ ଜାତୀୟ ସମ୍ମିଳନୀ ଉଦଘାଟିତ ହୋଇଛି । ଭାରତୀୟ ଶିଶୁରୋଗ ବିଶେଷଜ୍ଞ ଏକାଡେମୀ ଓଡ଼ିଶା ଶାଖା ପକ୍ଷରୁ ସଭାପତି ତଥା ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ନୀଳମାଧବ ଜେନା ଙ୍କ ପୌରହିତ୍ୟ ରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।…

ଭଦ୍ରକରେ ଏନକାଉଣ୍ଟର : ପୋଲିସ ଗୁଳିରେ ଆହତ କୁଖ୍ୟାତ ଡକାୟତ ବାପି ପାଣି

ଭଦ୍ରକ : ଭଦ୍ରକରେ ଏନକାଉଣ୍ଟର । ଡକାୟତି ଉଦ୍ୟମ କରୁଥିବା ବେଳେ ପୋଲିସ ଓ ଡକାୟତ ମଧ୍ୟରେ ଗୁଳିବିନିମୟ ହୋଇଛି । ପୋଲସି ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ବାପି ପାଣି ଗୁରୁତର ହୋଇଛି । ତାର ସହେଯାଗୀ ଓମପ୍ରକାଶ ମହାଳିକ ଥାନାରେ ଅଟକ ରଖିଛି ପୋଲିସ । ଅପରାଧୀଙ୍କ ଆକ୍ରମଣରେ ୫ ଜଣ ପୋଲିସ…

ଇଂଲଣ୍ଡ ପରି ଏଥର ରୋଟେଶନ ପଲିସି ଲାଗୁ କରିବ ବିସିସିଆଇ !

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପରେ ଏଥର ଭାରତର ନୈରାଶ୍ୟଜନକ ପ୍ରଦର୍ଶନ ଦଳର ଅନେକ ଗୁମର ପଦାରେ ପକାଇଛି । ରବି ଶାସ୍ତ୍ରୀ ଏବଂ ବିରାଟ କୋହଲି ଏଥିନେଇ ସମାଲୋଚିତ ହେବା ସହ ପରୋକ୍ଷରେ ପଦ ହରାଇଛନ୍ତି । କୋଚ ପଦ ଛାଡିବା ପରେ ଖେଳାଳିଙ୍କୁ ବିଶ୍ରାମ ଦିଆଯିବା ଏବଂ ରୋଟେଶନ ପଲିସି ଉପରେ ଶାସ୍ତ୍ରୀ…

ବିିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର CSIR-IMMT ର ବୈଜ୍ଞାନିକ

ଭୁବନେଶ୍ୱର : ବିିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ସିଏସଆଇଆର-ଆଇଏମ୍ଏମଟି ର ବୈଜ୍ଞାନିକ । ଷ୍ଟାନଫୋର୍ଡ ୟୁନିଭର୍ସିଟିର ଏକାଡେମିକ୍ ଦ୍ୱାରା ଅନସନ୍ଧାନ କରାଯାଇ ପ୍ରକାଶ କରାଯାଇଥିବା ସ୍ମୋପସ୍ ପ୍ରକାଶନ ରିପୋର୍ଟରେ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କୁ ଚିହ୍ନଟ କରାଯାଇଛି।…

ରୋଜଭ୍ୟାଲି ଚିଟଫଣ୍ଡ ଠକେଇ ମାମଲା, କୋଟିଏରୁ ଅଧିକ ଟଙ୍କାର ୭ କାର ଜବତ

ପଶ୍ଚିମବଙ୍ଗ : ବହୁଚର୍ଚ୍ଚିତ ରୋଜଭ୍ୟାଲି ଚିଟଫଣ୍ଡ ଠକେଇ ମାମଲାରେ ତନାଘନା । କୋଟିଏ ଟଙ୍କାରୁ ଅଧିକ ଟଙ୍କାର ୭ଟି କାର ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏହି ଘଟଣାରେ ଇଡି ସାନି ରେଡ୍ କରିବା ସହ କାର ଗୁଡିକୁ ଜବତ କରିଛି । ରୋଜଭ୍ୟାଲି ଦୁର୍ନୀତି ନେଇ ଗତ ୧୦ ତାରିଖରେ ଇଡି…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର : ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ । ଏହା ଏବେ ଆଣ୍ଡାମାନ ସାଗର ଏବଂ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ରହିଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୁତ ହୋଇ ଅବପାତରେ ପରିଣତ ହେବ । ପରେ ଏହା ପଶ୍ଚିମ –ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଆଣ୍ଡାମାନ ସାଗର ଏବଂ ଦକ୍ଷିଣ ପୂର୍ବ…

ବୃଦ୍ଧାଙ୍କ ମହନୀୟତା : ରିକ୍ସାବାଲା ନାଁରେ କୋଟିଏ ଟଙ୍କାର ସମ୍ପତ୍ତି

କଟକ : ବୃଦ୍ଧାଙ୍କ ମହନୀୟତା । ରିକ୍ସାବାଲାକୁ ଦାନ କରିଦେଲେ କୋଟିଏ ଟଙ୍କାର ସମ୍ପତ୍ତି । ସ୍ୱାମୀ ଓ ଝିଅଙ୍କର ମୃତ୍ୟୁ ପରେ ଏକାକୀ ରହୁଥିବା ବୃଦ୍ଧା ନିଜର କୋଟି କୋଟି ଟଙ୍କାର ସଂପତ୍ତି ରିକ୍ସା ଚାଳକଙ୍କୁ ଦାନ କରିଦେଇଛନ୍ତି । ସୂତାହାଟରେ ରହୁଥିବା ୬୩ ବର୍ଷୀୟ ମିନତୀ ପଟ୍ଟନାୟକ ନିଜର ୩…

ଆସନ୍ତା ୨୭ ତାରିଖରେ ଭୁବନେଶ୍ବରରେ ବଣ୍ଟାଯିବ BSKY ସ୍ମାର୍ଟକାର୍ଡ

ଭୁବନେଶ୍ବର : ଆସନ୍ତା ୨୭ ତାରିଖରେ ଭୁବନେଶ୍ବରରେ ବଣ୍ଟାଯିବ BSKY ସ୍ମାର୍ଟକାର୍ଡ । ଭୁବନେଶ୍ବରରେ ପ୍ରାୟ ୧ ଲକ୍ଷ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି । ଓକାକ୍‌ ସହଯୋଗରେ ୯୯ଟି ରିଟେଲର ସେଣ୍ଟର ଜରିଆରେ କାର୍ଯ୍ୟ ତ୍ବରାନ୍ବିତ କରାଯାଇଛି । ସବୁ ରାସନ କାର୍ଡଧାରୀ ଏହି BSKY ସ୍ମାର୍ଟକାର୍ଡ…