Latest Odisha News

BREAKING NEWS

Yearly Archives

2021

ନଭେମ୍ବର ୧୭ ରୁ ପିଜି ସ୍ପଟ୍ ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ୱର : ନଭେମ୍ବର ୧୭ ରୁ ପିଜି ସ୍ପଟ୍ ନାମଲେଖା ଆବେଦନ ଆରମ୍ଭ ହେବ । ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲିପଡ଼ିଥିବା ପିଜି ସିଟ୍ ଗୁଡିକ ସ୍ପଟ୍ ଆଡମିଶନ୍‌ରେ ପୂରଣ କରାଯିବ।ପିଜି ସ୍ପଟ୍ ଆଡମିଶନ ପାଇଁ ଆସନ୍ତା ୧୭ ତାରିଖରୁ କମନ ଆପ୍ଲିକେସନ ଫର୍ମ ମିଳିବ।…

ସୋନୀପତରେ ସନ୍ଦିଗ୍ଧ ଅବସ୍ଥାରେ ମିଳିଲା ମହିଳା ବକ୍ସରଙ୍କ ଶବ

ସୋନୀପତ: ସୋନୀପତର ଖରଖୌଦା ଅଂଚଳରେ ଜଣେ ଉଦୀୟମାନ ମହିଳା ବକ୍ସରଙ୍କ ଶବ ସନ୍ଦିଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଛି । ଉତରପ୍ରଦେଶର ବାଗପତ ଗ୍ରାମର ୨୧ ବର୍ଷୀୟ ଭାବନା ଖରଖୌଦା ବକ୍ସିଂ ଏକାଡେମୀରେ ପ୍ରଶିକ୍ଷଣ ନେଉଥିଲେ । କର୍ମବୀର ନାମକ ଜଣଙ୍କ ଘରେ ସାଙ୍ଗମାନଙ୍କ ସହ ସେ ଭଡା ରହୁଥିଲେ । ସେ…

ପ୍ରମୋଦ ଭଗତଙ୍କୁ ଖେଳରତ୍ନ ସମ୍ମାନ ଦଲେ ରାଷ୍ଟ୍ରପତି

ଦିଲ୍ଲୀ : ଓଡିଆ ପାରା ଅଲିମ୍ପିଆନ ପ୍ରମୋଦ ଭଗତଙ୍କୁ ମିଳିଲା ଖେଳରତ୍ନ ସମ୍ମାନ । ଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ଖେଳରତ୍ନ ସମ୍ମାନ ଗ୍ରହଣ କରିଛନ୍ତି ପ୍ରମୋଦ ଭଗତ। ଶନିବାର ରାଷ୍ଟ୍ରପତି  ନୂଆଦିଲ୍ଲୀ ଭବନରେ ଖେଳାଳୀ ମାନଙ୍କୁ ପୁରଷ୍କାର ପ୍ରଦାନ କରିଛନ୍ତି । ଟୋକିଓ…

[ଭିଡ଼ିଓ] ନାଗାବଳୀ ନଦୀରେ ଆନ୍ଧ୍ର ପ୍ରକଳ୍ପ ପ୍ଲାନ୍: ବୁଡ଼ିବ ଗାଁ , ଉଜୁଡ଼ିବ ଫସଲ

ରାୟଗଡା: ରାୟଗଡାର ଲାଇଫ୍ ଲାଇନ୍ ବଂଶଧାରା ଓ ନାଗାବଳୀ । ବଂଶଧାରା ପରେ ଏବେ ନାଗାବଳୀ ନଦୀ ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶର ନଜର । ପୋଲାଭରମ, ନେରେଡି, ଝଞ୍ଜାବତୀ ଭଳି ଓଡିଶା ସୀମାରେ ଆଉ ଏକ ପ୍ରକଳ୍ପ ନିର୍ମାଣ କରିବାକୁ ଯୋଜନା କରୁଛନ୍ତି ଆନ୍ଧ୍ର ସରକାର । ଓଡ଼ିଶା ସୀମାରୁ ୮ କିମି ଦୂର…

୧୦୦ କୋଟିରେ ସୂର୍ଯ୍ୟବଂଶୀର ଡିଜିଟାଲ ରାଇଟ୍ସ କିଣିଲା ନେଟଫ୍ଲିକ୍ସ

ମୁମ୍ବାଇ: ଅକ୍ଷୟ କୁମାର ଓ କ୍ୟାଟ୍ରିନା କୈଫ ଅଭିନୀତ ସୁପରହିଟ ଫିଲ୍ମ ସୂର୍ଯ୍ୟବଂଶୀର ଡିଜିଟାଲ ରାଇଟ୍ସ ନେଟଫ୍ଲିକ୍ସ ୧୦୦ କୋଟିରେ କ୍ରୟ କରିଛି । ଡିସେମ୍ବର ପ୍ରଥମ ସପ୍ତାହରେ ଏହା ଓଟିଟି ଫ୍ଲାଟଫର୍ମରେ ରିଲିଜ ହେବ । ଥିଏଟରରେ ଏହା ରିଲିଜ ହେବା ପରଠାରୁ ୧୦୦ କୋଟିରୁ ଊର୍ଦ୍ଧ୍ୱ ବ୍ୟବସାୟ…

ଦେଶରେ ଷ୍ଟ୍ରୋକ୍‌ ପୀଡିତଙ୍କ ମାମଲାରେ ଶୀର୍ଷରେ ଓଡିଶାର କଟକ

ଭୁବନେଶ୍ୱର: ଦେଶରେ ଷ୍ଟ୍ରୋକ୍ ଜନିତ ମାମଲାରେ କଟକ ଜିଲ୍ଲା ଶୀର୍ଷରେ ରହିଛି। ଏ ନେଇ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଏକ ସର୍ଭେରୁ ଜଣାପଡିଛି। ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର) ର ଅଧ୍ୟୟନ ଅନୁଯାୟୀ, କଟକ ଜିଲ୍ଲାର ପ୍ରତ୍ୟେକ ଏକ ଲକ୍ଷ ଜନସଂଖ୍ୟାରେ ୧୮୭ ଜଣ ବ୍ୟକ୍ତି…

ମନୁଷ୍ୟର ଆଗାମୀ ଭବିଷ୍ୟତ; ଜନ୍ମ ମହାକାଶରେ, ଭ୍ରମଣ ପୃଥିବୀରେ

ନୂଆଦିଲ୍ଲୀ: ଆଗାମୀ ସମୟରେ ମନୁଷ୍ୟ ମହାକାଶରେ ଜନ୍ମ ହେବ ଏବଂ ପୃଥିବୀକୁ ଛୁଟିଦିନ ଭ୍ରମଣରେ ଆସିବ। ଏଭଳି ଏକ ଅଦ୍ଭୁତ ଆକଳନ ଇ-କମର୍ସ କମ୍ପାନୀ ଆମାଜନର ପ୍ରତିଷ୍ଠାତା ଜେଫ୍ ବେଜୋସଙ୍କଠାରୁ ଆସିଛି। ଜେଫ୍ ବେଜୋସ୍ ଏକ କାର୍ଯ୍ୟକ୍ରମରେ ଭବିଷ୍ୟତ ବିଷୟରେ ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି।…

ଓକାକ୍ ସିଇଓ ଆକାଉଣ୍ଟ ହ୍ୟାକ୍ ଘଟଣା , ନାଇଜେରିଆ ଗ୍ୟାଙ୍ଗ ହାତ ଥିବା ସନ୍ଦେହ

ଭୁବନେଶ୍ୱର : ଓକାକ୍ ସିଇଓ ଏବଂ ଆଇଟି ବିଭାଗ ଅଧାକାରୀଙ୍କ ହ୍ୱାଟସଆପ୍‌ ଆକାଉଣ୍ଟ ହ୍ୟାକ୍‌ ଘଟଣା।ଏହି ହ୍ୟାକ ପଛରେ ନାଇଜେରିଆରେ ଏକ ଗ୍ୟାଙ୍ଗ ଥିବା ସନ୍ଦେହ କରାଯାଉଛି । ହ୍ୟାକରଙ୍କ ସହ କଥା ହୋଇଛନ୍ତି ତଦନ୍ତକାରୀ ଅଧିକାରୀ। ହ୍ୟାକରଙ୍କ କଥବାର୍ତ୍ତାରୁ ସନ୍ଦେହ କରାଯାଉଛି କି ହ୍ୟାକର ମାନେ…

୨ ଦିନ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ : ଦୁଇ ଦିନ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। ରବିବାର ଓ ସୋମବାର ଶ୍ରୀମନ୍ଦିର ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ । ଏହି ବନ୍ଦ ସମୟରେ ଶ୍ରୀମନ୍ଦିର ଭିତର ସାନିଟାଇଜ କରାଯିବ । ଏନେଇ ପୂର୍ବଭଳି ଜଗନ୍ନାଥ ଦର୍ଶନ ବନ୍ଦ ରହିବ। ସାଧାରଣତଃ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର…

[ଭିଡିଓ] ନଡିଆ ଗଛରେ ଚଢି ସମସ୍ତଙ୍କୁ ଚକମା ଦେଲା ବିରାଟକାୟ ଅଜଗର

ଭୁବନେଶ୍ୱର: ସୋସିଆଲ ମିଡିଆରେ ଅଜଗର ସାପର ଏକ ଭିଡିଓ ବହୁଳମାତ୍ରାରେ ଭାଇରାଲ୍ ହୋଇଛି । ଏହି ଭିଡିଓରେ ଓଜନଦାର ବିରାଟକାୟ ଅଜଗର ସାପଟି କୁଣ୍ଡଳୀ ମାରି ଚଢିବାରେ ଦେଖାଯାଇଛି । ଏହି ଭିଡିଓଟି କେବେ ଓ କେଉଁଠୁ ଆସିଛି ତାହା ସ୍ପଷ୍ଟ ହୋଇପାରିନି । ଦକ୍ଷିଣ-ପୂର୍ବ ଏସିଆରେ ଏହି ଘଟଣାଟି…