୨୦୦ କୋଟି ଛୁଇଁବ ଅକ୍ଷୟଙ୍କ ଅଭିନୀତ ଚଳଚ୍ଚିତ୍ର ‘ସୂର୍ଯ୍ୟବଂଶୀ’
ନୂଆଦିଲ୍ଲୀ: ଅକ୍ଷୟ କୁମାରଙ୍କ ଅଭିନୀତ 'ସୂର୍ଯ୍ୟବଂଶୀ' ଦର୍ଶକଙ୍କୁ ବେଶ୍ ଆକୃଷ୍ଟ କରିବାରେ ଲାଗିଛି। ଷ୍ଟାର୍କାଷ୍ଟଙ୍କ ଚମତ୍କାର ପ୍ରଦର୍ଶନ ଦର୍ଶକଙ୍କୁ ବେଶ୍ ପ୍ରଭାବିତ କରିଛି। ଏଥିରେ ଅକ୍ଷୟ କୁମାରଙ୍କ ସହ କାଟ୍ରିନା, ରଣବୀର ସିଂ ଏବଂ ଅଜୟ ଦେବଗନଙ୍କ ଦମ୍ଦାର ଅଭିନୟ ଦେଖିବାକୁ…