୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆଜିଠାରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । 5T ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି । ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ,…