Latest Odisha News

BREAKING NEWS

Yearly Archives

2021

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ବିଶ୍ରାମ ମାଗିଲେ ରୋହିତ, ଅଧିନାୟକ ହେବେ ରାହାନେ !

ନୂଆଦିଲ୍ଲୀ: ଆଗାମୀ ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ସିନିୟର ଖେଳାଳି ରୋହିତ ଶର୍ମା ବିଶ୍ରାମ ନେବା ପାଇଁ ବିସିସିଆଇକୁ ଅନୁରୋଧ କରିଛନ୍ତି । ୧୭ ନଭେମ୍ବରରୁ ଆରମ୍ଭ ହେବାକୁ ଯାଉଥିବା ଟି୨୦ ସିରିଜରେ ରୋହିତ ଅଧିନାୟକ ଦାୟିତ୍ୱ ତୁଲାଇବେ । ବିରାଟ କୋହଲି ପ୍ରଥମ ଟେଷ୍ଟରୁ ଓହରିଯିବା…

ନୱାବଙ୍କ ବିରୋଧରେ ମାନହାନି ମୋକଦ୍ଦମା କଲେ ଫଡନାଭିସଙ୍କ ପତ୍ନୀ

ମୁମ୍ବାଇ: ଏନସିପି ନେତା ନୱାବ ମଲିକଙ୍କ ଅସୁବିଧା ବଢ଼ିବାରେ ଲାଗିଛି । ଇଡି ଚଢ଼ାଉ ପରେ ଏବେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ପତ୍ନୀ ଅମୃତା ଆଇନର ଆଶ୍ରୟ ନେଇଛନ୍ତି । ସେ ନୱାବଙ୍କ ବିରୋଧରେ ମାନହାନି ମୋକଦ୍ଦମା ରୁଜୁ କରିଛନ୍ତି । ତାଙ୍କ ବୟାନ ଆମ ପରିବାରର…

[ଭିଡ଼ିଓ]ଓଡ଼ିଶା ବନ୍ଦ ଡ଼ାକରାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଭୁବନେଶ୍ୱର: ମମିତା ମାମଲାରେ କାଲି କଂଗ୍ରେସ ପକ୍ଷରୁ ବନ୍ଦ ଡାକରାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବନ୍ଦ କରିପାରିବନି ବୋଲି କୋର୍ଟ କହିଛନ୍ତି । ବନ୍ଦ କରିପାରିବେନି, ଚାହିଁଲେ ହରତାଳ କରିପାରିବେ ବୋଲି ହାଇକୋର୍ଟ…

ତାମିଲନାଡ଼ୁ ବନ୍ୟା ବିତ୍ପାତ: ୧୪ଜଣଙ୍କ ମୃତ୍ୟୁ, ସନ୍ଧ୍ୟା ୬ଟା ଯାଏଁ ବିମାନ ଅବତରଣ ବନ୍ଦ

ଚେନ୍ନାଇ: ଚେନ୍ନାଇରେ ପ୍ରବଳ ବର୍ଷା ଓ ପବନ ଯୋଗୁଁ ବିମାନ ବନ୍ଦର କର୍ତ୍ତୃପକ୍ଷ ଅପରାହ୍ନ ୧ଟା ୧୫ରୁ ୬ଟା ପର୍ଯ୍ୟନ୍ତ ଚେନ୍ନାଇ ବିମାନବନ୍ଦରରେ ବିମାନ ଅବତରଣକୁ ସ୍ଥଗିତ ରଖିଛି। ବିମାନବନ୍ଦର ଅଧିକାରୀମାନେ କହିଛନ୍ତି ଯେ, ବିମାନ ଅବତରଣ ବନ୍ଦ ଥିଲେ ମଧ୍ୟ ଉଡ଼ାଣ ପୂର୍ବପରି ଜାରି ରହିବ। ପ୍ରବଳ…

ଓଡ଼ିଶା ବନ୍ଦ ପାଇଁ ଲୋକସେବା ଭବନରେ କଡ଼ାସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ନଭେମ୍ବର ୧୨ ତାରିଖରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ପାଇଁ ଲୋକସେବା ଭବନରେ କଡ଼ାସୁରକ୍ଷା ବ୍ୟବସ୍ଥା କରାଯାଇଛି। କଡ଼ା ସୁରକ୍ଷା ପାଇଁ ଗୃହ ବିଭାଗର ସ୍ବତନ୍ତ୍ର ସଚିବଙ୍କ ନିର୍ଦ୍ଦେଶ ହୋଇଛି। ସମସ୍ତ କର୍ମଚାରୀଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା କାର୍ଯ୍ୟାଳୟ ପହଞ୍ଚିବା ପାଇଁ…

ୱାକଫ ବୋର୍ଡ ଜମି ଜାଲିଆତି ମାମଲା: ୭ଟି ସ୍ଥାନରେ ଇଡିର ଚଢ଼ାଉ, ଅଡୁଆରେ ନୱାବ

ପୁଣେ: ପ୍ରବର୍ତନ ନିର୍ଦ୍ଦେଶାଳୟ ଆଜି ୱାକଫ ବୋର୍ଡ ଜମି ଦୁର୍ନୀତି ମାମଲାରେ ପୁଣେରେ ୭ଟି ସ୍ଥାନ ଉପରେ ଚଢ଼ାଉ କରିଛି । ଏହି ଚଢ଼ାଉ ପରେ ଏନସିପି ନେତା ତଥା ମହାରାଷ୍ଟ୍ର ମନ୍ତ୍ରୀ ନୱାବ ମଲିକଙ୍କ ଅଡୁଆ ବଢ଼ିପାରେ ବୋଲି ଅନୁମାନ କରାଯାଉଛି । ଏହି ଚଢ଼ାଉରେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ…

ଚଳିତମାସ ୧୯ରେ ଦୃଶ୍ୟମାନ ହେବ ଶତାଦ୍ଦୀର ଦୀର୍ଘତମ ଆଶିଂକ ଚନ୍ଦ୍ର ଗ୍ରହଣ

ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ଶତାଦ୍ଦୀର ଦୀର୍ଘତମ ଆଂଶିକ ଚନ୍ଦ୍ର ଗ୍ରହଣ ହେବ। ହେଲେ ଭାରତକୁ ଏହା ଦୃଶ୍ୟମାନ ହେବ ନାହିଁ । ଚନ୍ଦ୍ର ଗ୍ରହଣ ଭାରତୀୟ ସମୟ ସକାଳ ୧୧.୩୨ ରେ ଆରମ୍ଭ ହେବ । ଏହି ସମୟରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବ । ଏହା ପରେ ଦିନ ୧୨.୪୮ରେ ଚନ୍ଦ୍ରଛାୟାରେ ପ୍ରବେଶ…

ପବ୍ଲିକ୍ ଷଣ୍ଢ ପରେ କିଙ୍ଗ୍ ଗ୍ୟାଙ୍ଗର ଧମକ ଭିଡିଓ ଭାଇରାଲ୍

ବଲାଙ୍ଗୀର: ଭୁବନେଶ୍ବରର କେବିଏନ୍ ଓ କଟକର ପବ୍ଲିକ ଷଣ୍ଢ ଗ୍ରୁପ ଭିଡିଓ ଭାଇରାଲ ପରେ ଏବେ ବଲାଙ୍ଗୀରରେ କିଙ୍ଗ୍‌ ଗ୍ରୁପର ଭିଡିଓ ଭାଇରାଲ ହେଉଛି । କିଙ୍ଗ୍‌ ଗ୍ରୁପ୍‌ ବନ୍ଧୁକ, ଖଣ୍ଡା, ଭୁଜାଲି ସହ ଅନ୍ୟ ମାରଣାସ୍ତ୍ର ଧରି ଅଶ୍ଳୀଳ ଭାଷାରେ ଭିଡିଓ ଛାଡିଛି । ୮ରୁ ୧୦ଜଣ ଯୁବକ ମାରଣାସ୍ତ୍ର ଧରି…

ପୁରୀ ବେଳାଭୂମିରୁ ଉଠାଦୋକାନୀଙ୍କୁ ଉଚ୍ଛେଦ ପ୍ରତିବାଦରେ ରାସ୍ତା ଅବରୋଧ

ପୁରୀ: ପୁରୀ ବେଳାଭୂମି ଓ ରାସ୍ତାର ଦୁଇପାଶ୍ୱର୍ର ଉଠାଦୋକାନୀ ଉଚ୍ଛେଦ କରାଯାଇଛି। ଦିଗବାରିଣୀ ଛକରୁ ହୋଟେଲ ସି ଗଲ ହାଇମାଷ୍ଟ ଲାଇଟ୍ ଛକ ପର୍ଯ୍ୟନ୍ତ ଏହି ଉଚ୍ଛେଦ ହୋଇଛି। ହେଲେ ଥଇଥାନ ନକରି ତରବରିଆଭାବେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ବିରୋଧ କରି ଉଠାଦୋକାନୀମାନେ ପୁରୀ ହୋଟେଲ ନିକଟରେ…

[ଭିଡ଼ିଓ] ପୁରୀ ବେଳାଭୂମିରୁ ଜବରଦଖଲ ଉଚ୍ଛେଦକୁ ବିରୋଧ

ପୁରୀ: ଆଜି ପୁରୀ ପୌରସଂସ୍ଥା ପକ୍ଷରୁ ବେଳାଭୂମିରୁ ଉଠାଦୋକାନୀ ଉଛେଦ ପ୍ରକ୍ରିୟା ଜାରି ରହିଛି । ଏହାର ପ୍ରତିବାଦରେ ଦୋକାନୀମାନେ ରାସ୍ତା ଅବରୋଧ କରିବା ସହ ପୁରୀ ହୋଟେଲ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ପୁରୀ ସମୁଦ୍ରକୂଳକୁ ଅବରୋଧମୁକ୍ତ,ପରିଷ୍କାର ପରିଚ୍ଛନ୍ନ…