ନୂଆପଡ଼ାରେ ଭର୍ଚ୍ୟୁଆଲରେ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ,୪୮୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ
ନୂଆପଡ଼ା :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଜିଲ୍ଲାରେ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି। ଭର୍ଚ୍ୟୁଆଲ୍ ମାଧ୍ୟମରେ ସଦର ମିନି ଷ୍ଟାଡିୟମରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ପ୍ରାୟ ୧ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା…