Latest Odisha News

BREAKING NEWS

Yearly Archives

2021

ଜଙ୍ଗଲରୁ ଗଳିତ ମୃତଦେହ ଉଦ୍ଧାର, ଅଭିଯୁକ୍ତକୁ ଗିରଫ ଦାବିରେ ରାସ୍ତା ଅବରୋଧ

ଢ଼େଙ୍କାନାଳ: ଜଙ୍ଗଲରୁ ଏକ ଗଳିତ ମୃତଦେହ ଉଦ୍ଧାର। ଢ଼େଙ୍କାନାଳ ଜିଲ୍ଲା ଗୋଳାଗାଡ଼ିଆ ଗାଁ ଜଙ୍ଗଲରୁ ଏହି ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଳାଗାଡ଼ିଆ ଗାଁର କୈଳାଶ ଧଳ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଗୋଳାଗାଡ଼ିଆ ଗାଁର ଜଙ୍ଗଲରେ ଏକ ଗଳିତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା।…

ଶ୍ରୀମନ୍ଦିରରେ ହରିହର ବେଶରେ ଦର୍ଶନ ଦେବେ ବଡଠାକୁର

ପୁରୀ: ଆଜି ଶ୍ରୀମନ୍ଦିରରେ ହରହରି ବେଶରେ ଦର୍ଶନ ଦେବେ ବଡଠାକୁର । ପ୍ରଭୁଙ୍କ ଅବକାଶ ନୀତି ସମ୍ପନ୍ନ ହେବା ପରେ ବଡ ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ। ପରମ୍ପରା ଅନୁସାରେ କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ବଡଠାକୁରଙ୍କ ହରହରି ବେଶ…

ପଞ୍ଚାୟତ ନିର୍ବାଚନ ପାଇଁ ଡିସେମ୍ବର ୧୪ରେ ଚୁଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବା ପକ୍ରିୟା ଆରମ୍ଭ ହୋଇଛି । ନଭେମ୍ବର ୧୪ରେ ଚୁଡାନ୍ତ ଭୋଟର ତାଲିକା ପ୍ରସ୍ତୁତ କରାଯିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ…

ବାୟୁ ପ୍ରଦୂଷଣ ପିଲାଙ୍କ ପାଇଁ ବେଶି କ୍ଷତିକାରକ; ‘ହୁ’

ନୂଆଦିଲ୍ଲୀ: ଦେଶର ଅନେକ ସହର ବର୍ତ୍ତମାନ ପ୍ରଦୂଷଣ ସ୍ତର ବଢିବାରେ ଲାଗିଛି। ବାୟୁ ପ୍ରଦୂଷଣ ସାଧାରଣତଃ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ହୋଇଥିବାବେଳେ ଏହା ଶିଶୁମାନଙ୍କ ପାଇଁ ବିଶେଷ ଭାବେ କ୍ଷତିକାରକ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏବଂ ୟୁନିସେଫ କହିଛି। ଦୁଇ ସଂଗଠନ ଅନୁଯାୟୀ, ପ୍ରଦୂଷଣ…

ପିପିଏଲ କମ୍ପାନୀରେ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ଗ୍ରାମବାସୀ ଓ ଶ୍ରମିକଙ୍କ ରାସ୍ତା ଅବରୋଧ

ପାରାଦ୍ୱୀପ: ହାଇୱା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପିପିଏଲ କମ୍ପାନୀ ଭିତରେ ଏହି ଅଘଟଣ ଘଟିଛି। ମୃତ ଯୁବକ ଜଣକ ହେଲେ ରଙ୍ଗିଆଗଡ଼ ଗ୍ରାମର ଭାଗିରଥି ମଲ୍ଲିକଙ୍କ ସାନ ପୁଅ ସୁଶାନ୍ତ ମଲ୍ଲିକ। ସେ କମ୍ପାନୀର ଏକ ଠିକା ସଂସ୍ଥାର ସୁପରଭାଇଜରଭାବେ କାର୍ଯ୍ୟ କରୁଥିଲେ। ସୂଚନା ଅନୁସାରେ,…

ଚେନ୍ନାଇରେ ପ୍ରବଳ ବର୍ଷା; ଜନଜୀବନ ଅସ୍ତବ୍ୟସ୍ତ

ଚେନ୍ନାଇ: ଶନିବାର ରାତିରୁ ଚେନ୍ନାଇରେ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁ ଏହାର ଆଖପାଖ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଏପରି ହଠାତ୍ ପରିସ୍ଥିତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶନିବାର ରାତି ୧୦ ଟାରୁ ବଜ୍ରପାତ ସହିତ ବିଭିନ୍ନ ଅଞ୍ଚଳରେ ବର୍ଷା ଆରମ୍ଭ…

୧୫ ଡ଼ିଗ୍ରୀ ତଳେ ରାଜ୍ୟର ୮ ସହର; ଦାରିଙ୍ଗବାଡି ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ୧୫ ଡିଗ୍ରୀ ତଳେ ରହିଛି ଓଡିଶାର ୮ ସହର। ୧୦ ଡ଼ିଗ୍ରୀ ସହ ଆଜି ବି ଦାରିଙ୍ଗବାଡି ଓଡିଶାର ସବୁଠୁ ଥଣ୍ଡା ସହର ରହିଛି। ଫୁଲବାଣୀ ରେ ୧୧.୫ଡ଼ିଗ୍ରୀ, କୋରାପୁଟ ୧୨.୦ଡ଼ିଗ୍ରୀ, କେନ୍ଦୁଝର ୧୩.୦, ଭବାନୀପାଟଣା ଏବଂ ଝାରସୁଗୁଡା ରେ ୧୪.୨ଡ଼ିଗ୍ରୀ, ଟିଟଲାଗଡ ଏବଂ ସୋନପୁରରେ ୧୪.୮…

ରାଜ୍ୟରେ ୨୭୬ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଗତ କାଲିଠାରୁ ଆଜି ରାଜ୍ୟରେ ସାମାନ୍ୟ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟ‌ରେ ୨୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ଭିତରେ ୫୫ ଜଣ ଛୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୫୯ ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍‌ରୁ ଥିବା…

ଅପହୃତ ୫ଜଣ ଆଦିବାସୀଙ୍କୁ ମୁକ୍ତ କଲା ଲାଲବାହିନୀ

ମାଲକାନଗିରି: ପୋଲିସ ଇନଫର୍ମର ସନ୍ଦେହରେ ଅପହୃତ ୫ଜଣ ଆଦିବାସୀଙ୍କୁ ମୁକ୍ତ କଲା ଲାଲବାହିନୀ। ମୁକ୍ତ ହେଲା ପରେ ସେମାନେ ନିଜ ଗ୍ରାମ ବାଟେରଠାରେ ପହଞ୍ଚିଥିଲେ। ସୂଚନା ଅନୁସାରେ, ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲା କଣ୍ଟା ଥାନା ଅନ୍ତର୍ଗତ ବାଟେର ଗ୍ରାମର ୫ଜଣ ଆଦିବାସୀଙ୍କୁ…

ଆଜି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ: ବାଣ୍ଟିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼, ସୁରକ୍ଷା…

କଳାହାଣ୍ଡି: ଆଜି କଳାହାଣ୍ଡି ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭବାନୀପାଟଣାସ୍ଥିତ ଓୟୁଏଟି ପଡ଼ିଆରେ ଆଜି ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାକୁ ନେଇ…