ଜଙ୍ଗଲ ଭିତରେ ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ
ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ବୋରାପଦାରେ ଅଭାବନୀୟ ଘଟଣା । ଜଙ୍ଗଲରେ ଏକ ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ । ମୃତକ ହେଲେ ଖମାର ଗାଁର ପୀତବାସ ସାହୁ । ତାଙ୍କୁ ହତ୍ୟା କରି କୂଅରେ ଫିଙ୍ଗି ଦେଇଥିଲେ ଦୁର୍ବୃତ୍ତ । ଗତ ୩ ତାରିଖରୁ ନିଖୋଜ ଥିଲେ ପୀତବାସ ।…