ରାଜ୍ୟରେ ୨୪ଘଣ୍ଟା ଭିତରେ ୧୨୩ଜଣ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୧୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୭୨ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୫୧ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୧୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ…