ଚୁକ୍ତିଭିତ୍ତିରେ ନିୟୋଜିତ ବ୍ୟକ୍ତିଙ୍କ ପାଇଁ ରାଜ୍ୟ ସରକାରଙ୍କ ଦୀପାବଳି ଭେଟି, ୨୫% ବଢ଼ିବ ପାରିଶ୍ରମିକ
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତିଙ୍କ ବଢ଼ିବ ପାରିଶ୍ରମିକ । ୨୫ ପ୍ରତିଶତ ପାରିଶ୍ରମିକ ବୃଦ୍ଧି ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ…