Latest Odisha News

BREAKING NEWS

Yearly Archives

2021

ନାଇଜେରିଆ ଲାଗୋସରେ ନିର୍ମାଣଧୀନ କୋଠା ଭୁଷୁଡିଲା ,୬ ମୃତ ୧୦୦ ନିଖୋଜ

ଓଡ଼ିଶା ସମ୍ବାଦ ବ୍ୟୁରୋ: ନାଇଜେରିଆର କମରସିଆଲ କ୍ୟାପିଟାଲ ଲାଗୋସ ଠାରେ ଏକ ନିର୍ମାଣଧିନ କୋଠା ଭୁଷୁଡିଯିବା ଫଳରେ ୧୦୦ ରୁ ଅଧିକ ଶ୍ରମିକ ଚାପି ହୋଇଯାଇଥିବା ସୂଚନା ମିଳିଛି । ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତି କରାଯାଇଛି । ଏକ ଗଣ ମାଧ୍ୟମର…

ସ୍ୱଦେଶୀ ସାମଗ୍ରୀ କିଣି ଦେଶକୁ ଆତ୍ମନିର୍ଭର କରାନ୍ତୁ: କେନ୍ଦ୍ର ରେଳମନ୍ତ୍ରୀ

ନୂଆଦିଲ୍ଲୀ: ଦିପାବଳୀ ପୂର୍ବରୁ ପର୍ବ ଧନତେରାସକୁ ଆଜି ବହୁ ଜୋରସୋରରେ ପାଳନ କରାଯାଉଛି। ବାସ୍ତବରେ ଧନତେରାସରେ ଦିପାବଳୀର ମହାପର୍ବର ଆରମ୍ଭ ହୋଇଥାଏ। ଆଜି ଯେଉଁ ଶୁଭ ମୂହୂର୍ତ୍ତ ବାହାରିଥାଏ, ସେହି ମଧ୍ୟରେ କିଣାକିଣି କରାଯାଇଥାଏ। ଏହି ଅବସରରେ ବହୁ ନେତାମାନେ ନିଜ ନିଜ ଶୁଭକାମନା…

ଲଜ୍ଜ୍ୟା ! ବିରୁଷ୍କାଙ୍କ ୧୦ ମାସର ଝିଅକୁ ଦୁଷ୍କର୍ମ ଧମକ

ମୁମ୍ବାଇ: ଟି୨୦ ବିଶ୍ୱକପରେ ଭାରତୀୟ ଦଳର ଶୋଚନୀୟ ପ୍ରଦର୍ଶନକୁ ନେଇ ଦର୍ଶକଙ୍କ ମନରେ କୁହୁଳୁଛି ଅସନ୍ତୁଷ୍ଟତାର ନିଆଁ । ଏ ନେଇ ଅନେକ କ୍ରିକେଟ ପ୍ରେମୀ ସୋସିଆଲ୍ ମିଡିଆରେ ଦଳରେ ପରିବର୍ତ୍ତନ ତଥା ଖେଳାଳି ଚୟନ ନେଇ କଟୁ ମନ୍ତବ୍ୟ ଦେଇଥିଲେ । ହେଲେ ନିକଟରେ ଅଧିନାୟକ ବିରାଟ ଓ ଅନୁଷ୍କାଙ୍କ ୧୦…

ପୁସ୍ତକ ପରିଚୟ : ଅହଲ୍ୟା

ଉପନ୍ୟାସ- ଅହଲ୍ୟା ଔପନ୍ୟାସିକା- ସ୍ବର୍ଣ୍ଣଲତା ମହାପାତ୍ର ପ୍ରକାଶକ- ବ୍ଲାକ ଇଗଲ ବୁକ୍ସ,ଉଇସ୍ଡଡ଼ମ୍ ଲେନ୍,ଡ଼ବଲିନ୍,ଆମେରିକା ମୂଲ୍ୟ-୨୧୦ଟଙ୍କା  ପୃଷ୍ଠା-୧୭୬ "ଅହଲ୍ୟା" କହିଲେ ମନକୁ ସ୍ୱତଃ ଚାଲି ଆସନ୍ତି ପ୍ରଭୁ ରାମଚନ୍ଦ୍ର ଓ ଋଷି ଗୌତମ । ଯୁଗ ଯୁଗ ଧରି ଶିଳାରେ ପରିଣତ ହୋଇଥିବା…

ଫରାହ୍‌ ଖାନ୍‌ଙ୍କୁ ମିଳିଲା ୟୁଏଇ ଗୋଲଡେନ ଭିସା

ନୂଆଦିଲ୍ଲୀ: ଚଳଚ୍ଚିତ୍ର ନିର୍ମାତା ତଥା କୋରିଓଗ୍ରାଫର ଫରାହ ଖାନ ମଙ୍ଗଳବାର ତାଙ୍କ ସୋସିଆଲ ମିଡିଆ ୟୁଏଇ ଗୋଲଡେନ ଭିସା ଗ୍ରହଣ କରିଥିବା ଘୋଷଣା କରିଛନ୍ତି। ଦୁବାଇର ସରକାରୀ ସଦସ୍ୟ ସୟଦ ଅଲ ଜାନାହିଙ୍କ ଦ୍ୱାରା ଭିସା ପ୍ରଦାନ କରାଯିବାର ଏକ ଫଟୋ ସେୟାର କରିଛନ୍ତି ଫରାହ ଖାନ। ସେ ଏହି…

୧୨ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣା । ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆସନ୍ତା ୧୨ତାରିଖରେ ରାଜ୍ୟ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି । ସୋମବାର ଦିନ କଂଗ୍ରେସର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ହତ୍ୟା ଘଟଣାରେ ରାଜ୍ୟ ସରକାର ଓ…

ଟ୍ରେନ୍‌ରେ ବାଣ ପରିବହନ ମନା

ଭୁବନେଶ୍ୱର : ଟ୍ରେନ୍‌ରେ ବାଣ ପରିବହନ ମନା  । ଟ୍ରେନ୍‌ରେ ବାଣ ପରିବହନ ଉପରେ କଟକଣା ଲଗାଯାଇଛି । ଦୀପାବଳିକୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଟ୍ରେନ୍‌ରେ ବାଣ ପରିବହନ ଉପରେ କଟକଣା ଲଗାଯାଇଛି । ଟ୍ରେନ୍ ଯାତ୍ରା ସମୟରେ ଦହନଶୀଳ ପଦାର୍ଥ ଯଥା ଫଟକା, ଗ୍ୟାସ୍ ସିଲିଣ୍ଡର, ଏସିଡ୍,…

ପୁଣି ମଇଦାନକୁ ଫେରିବେ ସିକ୍ସର୍ କିଙ୍ଗ୍ ଯୁବରାଜ ସିଂ

ଚଣ୍ଡିଗଡ଼: ବେଶ କିଛି ଦିନ ପୂର୍ବରୁ କ୍ରିକେଟର ଚହଲଙ୍କ ବିରୋଧରେ ଜାତିଆଣ ଆକ୍ଷେପ ମାମଲାରେ ଗିରଫ ହେବା ପରେ ଜାମିନରେ ବାହାରିଥିଲେ କ୍ରିକେଟର୍ ଯୁବରାଜ ସିଂ । ଏ ନେଇ ଯୁବରାଜ ଖୁବ ଚର୍ଚ୍ଚାରେ ରହିଥିଲେ । ହେଲେ ନିକଟରେ ତାଙ୍କର ଏକ ଘୋଷଣା ଅନେକ କ୍ରିକେଟ ପ୍ରେମୀଙ୍କୁ ଖୁସୀ କରିଥିଲାବେଳେ…

[ଭିଡ଼ିଓ] ରହସ୍ୟମୟ କ୍ଷୀର ଭବାନୀ ପୀଠ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଘଟଣା ବିଶ୍ୱାସ ନହେଲେ ବି ସତ । ହେଲେ ଏଠି ରହିଛି ଅନେକ ରହସ୍ୟ । ପ୍ରତି ମୁହୁର୍ତ୍ତରେ ଘଟୁଥିବା ଘଟଣା ଆଖି ସାମନାରେ ଘଟୁଥିଲେ ବି ତାର ସତ୍ୟତା କିନ୍ତୁ ଜଣାନାହିଁ । ସେମିତି ଏକ ରହସ୍ୟମୟ ମନ୍ଦିର ହେଉଛି କ୍ଷୀର ଭବାନୀଙ୍କ ପୀଠ । ଜମ୍ମୁ କଶ୍ମୀର ଶ୍ରୀନଗରର ତୁଲ୍ଲା…

[ଭିଡ଼ିଓ ] ଭିଜିଲାନ୍ସ ଜାଲରେ ନିମାପଡା ତହସିଲଦାର

ପୁରୀ : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ । ପୁରୀ ନିମାପଡା ତହସିଲଦାର ରାମ ଚନ୍ଦ୍ର ଜେନା ଭିଜିଲାନ୍ସ ଜାଲରେ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଂକ ନିମାପଡା କାର୍ଯ୍ୟଳୟ ନିକଟ ବାସଭବନରେ ଉପରେ ଆଜି ଚଢ଼ାଉ କରାଯାଇଛି । ନିମାପଡ଼ା ତହସିଲଦାରଙ୍କ ପୁରୀ ସରକାରୀ…