Latest Odisha News

BREAKING NEWS

Yearly Archives

2021

ଉଜୁଡିଗଲା ସଂସାର, ମାଞ୍ଜା ସୂତା ନେଇଗଲା ଯୁବକଙ୍କ ଜୀବନ

କଟକ : ଖୁସିରେ ଯେମିତି ଲାଗିଗଲା କାହା ନଜର। କିଛି ଦିନର ସଂସାର ଗଢିଥିଲା। ହେଲେ ମାଞ୍ଜା ସୂତା ନେଇଗଲା ସ୍ୱାମୀର ଜୀବନ। କିଛି ସେକେଣ୍ଡରେ ଚୁର୍ ମାର ହୋଇଗଲା ସୁନାର ସଂସାର। ଆଜି କଟକରେ ଘଟିଛି ଏମିତି ଏକ ଦୁଃଖଦାୟକ ଘଟଣା। ଯେଉଁଠାରେ ଗୁଡ଼ି ଉଡ଼ା ପାଇଁ ବ୍ୟବହୃତ ମାଞ୍ଜା ସୂତା ଲାଗି…

ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ବିଜେଡି ଏକ ସାମାଜିକ ଆନ୍ଦୋଳନରେ ପରିଣତି ହୋଇଛି: ନବୀନ

ଭୁବନେଶ୍ବର : ପ୍ରତିଷ୍ଠା ଦିବସ ପାଳିଛି ବିଜେଡି । ୨୫ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ବିଜେଡି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି । ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ବାସର ପ୍ରତୀକ…

ପିପିଲିରେ ମାତିଲେ ଲୁଟେରା ଗ୍ୟାଙ୍ଗ୍‌, ବୁଲାଇଲେ କଳାକନା

ପିପିଲି : ପୁରୀ ଜିଲ୍ଲା ପିପିଲି ଅଞ୍ଚଳରେ ମାତିଲେ ଲୁଟେରା ଗ୍ୟାଙ୍ଗ୍‌ । ଗୋଟିଏ ରାତିରେ ଏକାଧିକ ସ୍ଥାନରୁ ହୋଇଛି ଲୁଟ୍‌ । ଦୁର୍ବୃତ୍ତଙ୍କ ଲୁଟରୁ ବାଦ୍‌ ପଡ଼ିନାହିଁ ଶିକ୍ଷାନୁଷ୍ଠାନ, ଧର୍ମାନୁଷ୍ଠାନ, ସରକାରୀ ଅଫିସ । ଏପରିକି ସାଧାରଣ ଗରିବ ଲୋକଙ୍କୁ ଛାଡି ନାହାନ୍ତି ଲୁଟେରା ଗ୍ୟାଙ୍ଗ ।…

କର୍ଣ୍ଣାଟକରେ ଲାଗୁ ହେଲା ନାଇଟ୍ କର୍ଫ୍ୟୁ, ୨୮ରୁ ଲାଗିବ କଟକଣା

କର୍ଣ୍ଣାଟକ : ଓମିକ୍ରନ ସଙ୍କଟ ବଢୁଥିବା ବେଳେ ୧୦ ଦିନିଆ ନାଇଟ କର୍ଫ୍ୟୁ ଲାଗୁ କରିଛନ୍ତି କର୍ଣ୍ଣାଟକ ସରକାର । ଡିସେମ୍ବର ୨୮ରୁ ୧୦ଦିନ ଯାଏ କଟକଣା ଲାଗୁ ହେବ । ରାତି ୧୦ଟାରୁ ଭୋର ୫ଟା ଯାଏଁ ନାଇଟ୍ କର୍ଫ୍ୟୁ ଜାରି ରହିବ ବୋଲି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ କେ. ସୁଧାକର । ନାଇଟ୍…

ଗନ୍ ପଏଣ୍ଟରେ ସ୍ୱାମୀ ସମ୍ମୁଖରେ ସ୍ତ୍ରୀକୁ ଦୁଷ୍କର୍ମ ଅଭିଯୋଗ

କୋରାପୁଟ: ପୁଣି ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଘଟଣା । ବନ୍ଧୁକ ମୁନରେ ସ୍ୱାମୀ ଆଗରେ ସ୍ତ୍ରୀକୁ ଦୁଷ୍କର୍ମ ଅଭିଯୋଗ । ଏଭଳି ସାଂଘାତିକ ଅଭିଯୋଗ ଆସିଛି କୋରାପୁଟ ଜିଲ୍ଲା ବ୍ରାହ୍ମଣୀ ଗ୍ରାମରୁ । ଏନେଇ ରବିବାର ଜୟପୁରର ମହିଳା ଥାନାରେ ପୀଡ଼ିତା ଜଣକ ଅଭିଯୋଗ କରିଛନ୍ତି । ଶନିବାର ରାତିରେ…

ତେଲେଙ୍ଗାନାରେ ସୁରକ୍ଷା କର୍ମୀଙ୍କ ମଧ୍ୟରେ ସଂଘର୍ଷ

ତେଲେଙ୍ଗାନା : ମାଲକାନଗିରି ସୀମାନ୍ତ ତେଲେଙ୍ଗାନାରେ ସୁରକ୍ଷା କର୍ମୀଙ୍କ ମଧ୍ୟରେ ସଂଘର୍ଷ । ତେଲେଙ୍ଗାନାର ଭେଙ୍କଟପୁରମ ପୋଲିସ ଷ୍ଟେସନ ଅନ୍ତର୍ଗତ ୩୯ତମ ସିଆରପିଏଫ କ୍ୟାମ୍ପରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମେସ୍ ଇନଚାର୍ଜ ଓ କାର୍ଯ୍ୟରତ ଏସଆଇଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଦୁଇ ଜଣଙ୍କ…

ପିଲାଙ୍କୁ ଟିକାକରଣ ଉପରେ ସରକାରଙ୍କ ନିଷ୍ପତ୍ତିକୁ ନେଇ ଏମିତି କହିଲେ ଏମ୍‌ସ ବିଶେଷଜ୍ଞ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ରାତିରେ ଦେଶକୁ ଦେଇଥିବା ସମ୍ବୋଧନରେ ଘୋଷଣା କରିଛନ୍ତି ଯେ ଜାନୁୟାରୀ ୩ ରୁ ୧୫ରୁ ୧୮ ବର୍ଷର ପିଲାମାନଙ୍କୁ କରୋନା ଟିକାକରଣ କରାଯିବ। ଅଧିକାଂଶ ବିଶେଷଜ୍ଞ ସରକାରଙ୍କ ଏହି ନିଷ୍ପତ୍ତିକୁ ପ୍ରଶଂସା କରୁଥିବାବେଳେ ଅନ୍ୟପକ୍ଷରେ ଅଲ୍ ଇଣ୍ଡିଆ…

କୁହୁଡ଼ି ପାଇଁ ୧୦ରୁ ଅଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଶୀତରୁ ସାମାନ୍ୟ ଆଶ୍ୱସ୍ତ ମିଳିଛି । ରାଜ୍ୟରେ ଏକ ସପ୍ତାହ ଧରି ଶୀତର ପ୍ରବାହ ଜାରି ରହିଥିଲା । ଶନିବାର ରାତିରେ ସର୍ବନିମ୍ନ ତାପମାତ୍ରା ୧୦ ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରିଥିବାବେଳେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ…

ଭାଇଜାନଙ୍କ ହାତରେ କାମୁଡ଼ିଲା ସାପ

ମୁମ୍ବାଇ: ବଲିଉଡର ଭାଇଜାନଙ୍କୁ କାମୁଡ଼ିଲା ସାପ । ବିଳମ୍ବିତ ରାତିରେ ହସ୍ପିଟାଲରେ ହେଲେ ଭର୍ତ୍ତି । ବାର୍ଥଡେ ସେଲିବ୍ରେସନ ସମୟରେ ଘଟିଲା ଅଘଟଣ । ସୂଚନା ଅନୁସାରେ, ଭେଟେରାନ ଅଭିନେତା ସଲମାନ ଖାନ୍ ପାନବେଲ ସ୍ଥିତ ଫାର୍ମ ହାଉସରେ ଥିଲା ବେଳେ ଶନିବାର ତାଙ୍କ ହାତକୁ ଏକ ସାପ କାମୁଡ଼ି ଦେଇଥିଲା…

ଓମିକ୍ରନ ଭୟ, ନୂଆବର୍ଷରେ ୩ ଦିନ ବନ୍ଦ ରହିବ ମା’ ମଝିଘରିଆଣୀଙ୍କ ମନ୍ଦିର

ରାୟଗଡ଼ା: ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ଆସନ୍ତା ୩୧ରୁ ଜାନୁଆରୀ ୨ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ । ନୂଆବର୍ଷରେ କୋଭିଡ଼ କଟକଣାକୁ ଦୃଷ୍ଟିରେ ରଖି ମନ୍ଦିର ବନ୍ଦ ରହିବ । ଏନେଇ ଜିଲ୍ଲା ପ୍ରଶାସନ ଓ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।…