Latest Odisha News

BREAKING NEWS

Yearly Archives

2021

ମନି ଲଣ୍ଡରିଂ ମାମଲା; ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ଗିରଫ

ନୂଆଦିଲ୍ଲୀ: ଅର୍ଥ ହେରଫେର ମାମଲାରେ ୧୨ ଘଣ୍ଟାରୁ ଅଧିକ ସମୟ ପଚରାଉଚରା କରିବା ପରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଗିରଫ କରିଥିଲା। ମଙ୍ଗଳବାର ତାଙ୍କୁ କୋର୍ଟରେ ହାଜର କରାଯିବ। ସୂଚନା ଅନୁଯାୟୀ ଏକାଧିକ ସମନ ପରେ…

ଆଜି ଶ୍ରୀମନ୍ଦିର ପରିଚାଳନା କିମଟି ବୈଠକ ବସିବ

ପୁରୀ: ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ପୂର୍ବାହ୍ନ ସାଢ଼େ ୧୦ଟାରେ ନିଳାଦ୍ରୀ ଭକ୍ତନିବାସରେ ଏହି ବୈଠକ ବସିବ। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ବିଭିନ୍ନ ତହସିଲ ଅଧିନରେ ମହାପ୍ରଭୁଙ୍କ ଜମି ହଡ଼ପ ପ୍ରସଙ୍ଗ ଓ ଜମି ସୁରକ୍ଷା ମୁଖ୍ୟ…

ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ

କଳାହାଣ୍ଡି: ବଜ୍ରାଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। କଳାହାଣ୍ଡି ଜିଲ୍ଲା କଲମପୁର ଅଞ୍ଚଳରେ ଏହିପରି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ହେଲେ ତ୍ରୀପତି ଜାନୀ। ସୂଚନା ଅନୁସାରେ, କଲମପୁର ବ୍ଲକ ଅନ୍ତର୍ଗତ କସାବାହୀ ଗାଁର ତ୍ରୀପତି ଜାନୀ ନିଜ ଚାଷ ଜମିକୁ ଯାଇଥିଲେ। ଏହି ସମୟରେ ବର୍ଷା…

ଗଳ୍ପ : ଆକାଶ କଇଁଆ ଚିଲିକା ମାଛ

ଶ୍ୱେତପଦ୍ମା ପାଢ଼ୀ  ସ୍ବପ୍ନ ଯାହା ପରିପ୍ରକାଶ କରିଥାଏ ମନର ଆଶା, ଆକାଂକ୍ଷା ଓ ଉଦ୍ଦୀପନାକୁ । ସ୍ବପ୍ନ ଯାହା ନିଦ୍ରାର କିଛି ସମୟ ପରେ ଅସ୍ଵେଚ୍ଛାକୃତ ମନରେ ଉତ୍ପନ ହେଉଥିବା ଛବି,ବିଚାର, ଭାବନା, ସମ୍ବେଦନଶୀଳତାର ମିଶ୍ରଣ ଅଟେ । ସ୍ବପ୍ନ ଯାହା ରାତିରେ ଶୋଇଲା ବେଳେ ଦେଖାଯାଏ, ବରଂ…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା (୮୫)

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୮୫ ପାର୍ଲୋର କାମ ସାରି ସେଦିନ ଟିକିଏ ଜଲଦି  ଫେରୁଥାଏ , କାହିଁକି କେଜାଣି କିଣି ପକେଇଲି ହଳେ କାନଫୁଲ ଚିତ୍ରା ପାଇଁ।  ଧୀରେ ଧୀରେ ମୁଁ ସଜାଡୁ ଥିଲି ନିଜକୁ ଯଦିଓ ସବୁକିଛି  ହାଲ୍କା ଫୁଲ୍କା ଥିଲା। ସମୟ ନଷ୍ଟ ନ କରି…

୬ଟି ଷ୍ଟେସନରେ ଅତିରିକ୍ତ ରହଣି କରିବ ଭୁବନେଶ୍ବର-ପଲାସା-ଭୁବନେଶ୍ବର ବିଶେଷ ଟ୍ରେନ୍

ଭୁବନେଶ୍ବର : ୬ଟି ଷ୍ଟେସନରେ ଅତିରିକ୍ତ ରହଣି କରିବ ଭୁବନେଶ୍ବର-ପଲାସା-ଭୁବନେଶ୍ବର ବିଶେଷ ଟ୍ରେନ୍ । ଆସନ୍ତା ୮ ତାରିଖରେ ଭୁବନେଶ୍ବରରୁ ଏବଂ ୯ ତାରିଖରେ ପଲାସାରୁ ୦୮୪୩୩/୦୮୪୩୪ ଭୁବନେଶ୍ବର-ପାଲାସା-ଭୁବନେଶ୍ବର ସ୍ପେଶାଲ୍ ଭୁବନେଶ୍ବର ଏବଂ ପଲାସା ମଧ୍ୟରେ ଆଉ ୬ଟି ଷ୍ଟେସନରେ ଅତିରିକ୍ତ ରହଣି…

ବାଣ ବ୍ୟବହାର ଓ ବିକ୍ରି ନେଇ ଏସଆରସିଙ୍କ ଗାଇଡଲାଇନ୍

ଭୁବନେଶ୍ବର : ଦୀପାବଳିରେ ଫୁଟିବ ସବୁଜ ବାଣ । ଏନେଇ ଆଜି ଅନୁମତି ଦେଇଛନ୍ତି ମାନ୍ୟବର ଓଡ଼ିଶା ହାଇକୋର୍ଟ । କୋର୍ଟଙ୍କ ଅନୁମତି ପରେ ଏବେ ବାଣ ଫୁଟାଇବା ଓ ବିକ୍ରି ନେଇ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର । ଦୀପାବଳି, ଛଟ୍, କାର୍ତ୍ତିକ ପୂର୍ଣ୍ଣିମା ବେଳେ ବାଣ…

[ଭିଡ଼ିଓ] ମୁଁ ବି ସକ୍ଷମ. . .ବଡ଼ ଦାଣ୍ଡରେ ଖଟି ଖାଇ ବଞ୍ଚିବି

ପୁରୀ  : ପ୍ରତିକୂଳ ପରିସ୍ଥିତିରେ ବି ନିଜକୁ ସୁଦୃଢ କରିଛନ୍ତି । ସବୁ ଘାତ ପ୍ରତିଘାତ ସହି ଆଗକୁ ବଢିଛନ୍ତି । ଦୃଷ୍ଟି ଶକ୍ତି ହରାଇବା ପରେ ବି ହାର ମାନିନାହାନ୍ତି । ନିଜ ପରିବାର ପାଇଁ ନିଜ ଗୋଡରେ ନିଜେ ଛିଡା ହୋଇ ସକ୍ଷମ ହୋଇପାରିଛନ୍ତି । ଏ ହେଉଛନ୍ତି ବ୍ରହ୍ମପୁର ହୁଗୁଳାପଟା ଅଞ୍ଚଳର…

ନଭେମ୍ବର ୧୨ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ଜୋର ଧରିଲା ପ୍ରତିବାଦ । ସାରା ରାଜ୍ୟରେ ପ୍ରତିବାଦ ଓ ବିକ୍ଷୋଭ ଜାରି ରହିଥିବା ବେଳେ, ଏବେ ଓଡ଼ିଶା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି କଂଗ୍ରେସ । ଆସନ୍ତା ୧୨ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମମିତା ମେହେର ହତ୍ୟା ଘଟଣାରେ…

ଆରମ୍ଭ ହେଲା ରାଜ୍ୟ କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ବର : ଆରମ୍ଭ ହେଲା ଓଡ଼ିଶା ପ୍ରଦେଶ କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ । ଏହି ସଭ୍ୟ ସଂଗ୍ରହ ଅଭିଯାନ ରାଜ୍ୟର ଜିଲ୍ଲା ସ୍ତରରୁ ଆରମ୍ଭ କରି ପଞ୍ଚାୟତସ୍ତର ପର୍ଯ୍ୟନ୍ତ ଚାଲିବ । ଏଆଇସିସି ସାଧାରଣ ସଂପାଦକ ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ଦଳୀୟ ନେତା…