Latest Odisha News

BREAKING NEWS

Yearly Archives

2021

ଭଦ୍ରକରେ କାଳୀପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ,କଟକଣାରେ ହେବ ମା’ଙ୍କ ପୂଜାର୍ଚ୍ଚନା

ଭଦ୍ରକ : ଆସୁଛି କାଳୀପୂଜା। ଏନେଇ ଭଦ୍ରକ ସହରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । କୋଭିଡ କଟକଣାରେ ଏଥର ପୂଜା ମଣ୍ଡପରେ ପୂଜା ପାଇବେ ମା’ କାଳୀ । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରେ ସପ୍ତମ ଦିବସ ବ୍ୟାପି ସପ୍ତମାତୃକା ବେଶରେ ମା ଙ୍କ ପୂଜାର୍ଚ୍ଚନା କରାଯିବ ବୋଲି…

ମୟୁରଭଞ୍ଜ ବିଜୁ ମହିଳା ଜନତା ଦଳର ବିକ୍ଷୋଭ

ମୟୁରଭଞ୍ଜ: ଅହେତୁକ ଦରବୃଦ୍ଧି ପ୍ରତିବାଦରେ ମୟୁରଭଞ୍ଜ ବିଜୁ ମହିଳା ଜନତା ଦଳର ବିକ୍ଷୋଭ। ରନ୍ଧନ ଗ୍ୟାସ, ଖାଇବା ତେଲ ଓ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦର ବୃଦ୍ଧିକୁ ନେଇ ସାରା ରାଜ୍ୟରେ ପ୍ରତିବାଦ କରାଯାଉଛି। ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କାଠ, ଚୁଲିରେ ଭାତ ରୋଷେଇ କରି…

ଗାଈକୁ ଜାତୀୟ ପ୍ରାଣୀ ଭାବେ ଘୋଷଣା କରାଯାଉ : ଯୋଗଗୁରୁ ରାମଦେବ

ଓଡ଼ିଶା ସମ୍ବାଦ ବ୍ୟୁରୋ : ଗୋମାତା’ଙ୍କୁ ଜାତୀୟ ପ୍ରାଣୀ ଭାବେ ଘୋଷଣା କରାଯାଉ ବୋଲି ଯୋଗଗୁରୁ ବାବା ରାମଦେବ କହିଛନ୍ତି । ରବିବାର ଦିନ ବାବା ରାମଦେବ ଏପରି ଦାବି କରିଛନ୍ତି । ଆନ୍ଧ୍ର ପ୍ରଦେଶର ତିରୁପତିସ୍ଥିତ ମହତି ଅଡିଟରିୟମ୍‌ ରେ ଆୟୋଜିତ ଦୁଇଦିନିଆ ଗୋ ମହାସମ୍ମଳନୀର ସମାବର୍ତ୍ତନ…

ଆସିଲା ପୂର୍ବତନ କନେଷ୍ଟବଳଙ୍କ ସମ୍ପତ୍ତି ତାଲିକା: ୬କୋଟି,୯୭ଲକ୍ଷ ୧୫ହଜାର ଟଙ୍କା ସମ୍ପତ୍ତି ଜବତ

ଭୁବନେଶ୍ୱର: ଆସିଲା ପୂର୍ବତନ କନେଷ୍ଟବଳଙ୍କ ସମ୍ପତ୍ତି ତାଲିକା। ଓଡ଼ିଶା ଭିଜିଲାନ୍ସ ଚଢ଼ାଉ କରିଥିବାବେଳେ ପ୍ରସନ୍ନ ବେହେରାଙ୍କ ୬,୯୭,୧୫,୦୫୭ହଜାର ଟଙ୍କା ସମ୍ପତ୍ତି ଜବତ କରାଯାଇଛି। ଯାହାକି ତାଙ୍କ ଆୟଠାରୁ ୨୨୧ ପ୍ରତିଶତ ଅଧିକ ସମ୍ପତ୍ତି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଅରୁଣାଚଳ ସୀମାରେ ପୁଣି ଚୀନ୍ ଓ ଭାରତ ସେନା ମୁହାଁମୁହିଁ

ଓଡ଼ିଶା ସମ୍ବାଦ ବ୍ୟୁରୋ : ପୂର୍ବ ଲଦାଖରେ ପୁଣି ଚୀନ୍ ସେନା ଓ ଭାରତୀୟ ସେନା ମୁହାଁମୁହିଁ ହୋଇଛନ୍ତି। ଉଭୟ ସେନା ମଧ୍ୟରେ ଛକାପଞ୍ଝା ଲାଗି ରହୁଥିବାରୁ ଏବେ ଭାରତୀୟ ସେନା ପକ୍ଷରୁ ପାଟ୍ରୋଲିଂକୁ ବ୍ୟାପକ କରାଯାଇଛି । ଚୀନ୍ ସଡଯନ୍ତ୍ର ଜାରି ରଖିଥିବାରୁ ଅରୁଣାଚଳ ପ୍ରଦେଶକୁ ନେଇ ଭାରତୀୟ ସେନାର…

ବାଲୁକା କଳା ଦ୍ୱାରା ସ୍ୱର୍ଣ୍ଣିମ ବିଜୟ ବର୍ଷକୁ ସ୍ୱାଗତ କଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ବାଲୁକା କଳା ମାଧ୍ୟମରେ ସ୍ୱର୍ଣ୍ଣିମ ବିଜୟ ବର୍ଷକୁ ସ୍ୱାଗତ କରାଯାଇଛି। ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏହି ବାଲୁକା କଳା ପ୍ରସ୍ତୁତ କରିଛନ୍ତି। ଚଳିତ ବର୍ଷ ଭାରତୀୟ ସେନା ଏହାର ସ୍ୱର୍ଣ୍ଣିମ ବିଜୟ ବର୍ଷ ପାଳନ କରୁଛି। ଆସନ୍ତା…

ଆଜିଠୁ ୟୁଜି ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ। କୋଭିଡ଼୍ କଟକଣା ସହ ପାଠପଢ଼ା ଆରମ୍ଭ ହେବାକୁ ଯାଉଛି। ୨୦୨୧-୨୨ଶିକ୍ଷାବର୍ଷରେ ନାମ ଲେଖାଇଥିବା ପ୍ରଥମ ବର୍ଷ ସ୍ନାତକ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ। ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ…

ଶ୍ରୀମନ୍ଦିରରେ ପୁରୀ ସହରବାସୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଆରମ୍ଭ

ପୁରୀ: ଶ୍ରୀମନ୍ଦିରରେ ପୁରୀ ସହରବାସୀଙ୍କ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବ୍ୟବସ୍ଥା। ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ଏଥିପାଇଁ ନିଜର ଆଧାର କାର୍ଡ଼, କୋଭିଡ଼ ଦ୍ୱିତୀୟ ଡ଼ୋଜ ଟୀକା ସାର୍ଟିଫିକେଟ୍ ବା କୋଭିଡ଼ ନେଗେଟିଭ ଆରଟିପିସିଆର ରିପୋର୍ଟ…

ଦାନ୍ତେୱାଡ଼ାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ୩ମହିଳା ମାଓବାଦୀ ମୃତ୍ୟୁ

ମାଲକାନଗିରି: ମାଲକାନଗିରି ଛତିଶଗଡ଼ ସୀମାନ୍ତ ଦାନ୍ତେୱାଡ଼ା ଜିଲ୍ଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏନକାଉଣ୍ଟରରେ ତିନି ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, କଟେକଲ୍ୟାଣ ଥାନା ଅନ୍ତର୍ଗତ ଅରବାଲ ଜଙ୍ଗଲ ଭିତରେ ମାଓବାଦୀମାନେ ଏକ କ୍ୟାମ୍ପ କରି…

ମୋଟା ସମ୍ବିଧାନ ଛୋଟା ଗଣତନ୍ତ୍ର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…  ଆମ ସମ୍ବିଧାନରେ ଲେଖାଅଛି ,ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ର । ଆମ ରାଜନେତାମାନେ କେହି ସମ୍ବିଧାନକୁ ମାନୁନାହାଁନ୍ତି ; ସେମାନେ ଜାତି ନାଁରେ ଧର୍ମ ନାଁରେ ବର୍ଣ୍ଣ, ଆଞ୍ଚଳିକତା ନାଁରେ…