ବୋଲେରୋରୁ ୨୪କେଜି ଗଞ୍ଜେଇ ଜବତ
ଆନନ୍ଦପୁର : ପୁଣି ଜବତ ହେଲା ଗଞ୍ଜେଇ । ଚୋରା ଚାଲାଣ କରାଯାଉଥିବା ବେଳେ ଏକ ବୋଲେର ଗାଡିକୁ ଜବତ କରିଛି ପୁଲିସ। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ସୋସ ଥାନା ପୋଡାସିଙ୍ଗିଡି ଛକ ନିକଟରୁ ଗଞ୍ଜେଇ ବୋଝେଇ ବୋଲେରୋ ଜବତ ହୋଇଛି । ଏହି ବୋଲେରୋଟିକୁ ସୋସ ଥାନା ପୋଲିସ ଜବତ କରିଛି । ବୋଲେରୋ…