Latest Odisha News

BREAKING NEWS

Yearly Archives

2021

ନିଖୋଜ ନାବାଳିକାର ମୃତ ଦେହ ଉଦ୍ଧାର , ସାଇଣ୍ଟିଫିକ ଟିମର ତଦନ୍ତ ଜାରି

କେନ୍ଦୁଝର : ନିଖୋଜ ନାବାଳିକାର ମୃତ ଦେହ ଉଦ୍ଧାର । ମମିତା ତାତି ଥମି ନଥିବା ବେଳେ କେନ୍ଦୁଝରରେ ଏପରି ଅଘଟଣ ଘଟିଛି । ହଳଦିଆ ଗୁଣା ଗାଁର ଏକ ପଡ଼ିଆରୁ ନାବାଳିକାର ଅର୍ଦ୍ଧନଗ୍ନ ମୃତ ଦେହ ଉଦ୍ଧାର କରିଛି ପୋଲିସ । ପାରିପାଶ୍ୱିକ ସ୍ଥିତିରୁ ଜଣପାଡିଛି ଯେ ନାବାଳିକାକୁ କେହି ଦୁଷ୍କର୍ମ ପରେ…

ସମସ୍ୟାରେ ଗାଁ…

ମହାସିନ୍ଧୁ: ଗାଁରେ ଅନେକ ସମସ୍ୟା । ବିଭିନ୍ନ ମୌଳିକ ସୁବିଧାରୁ ବଂଚିତ ରହିଛନ୍ତି ଗାଁର ଲୋକେ । ଏହେଉଛି ଦେବଗଡ଼ ଜିଲ୍ଲାର ବଣପାହାଡ ଘେରା ମହାସିନ୍ଧୁ ଗାଁ । ପାହାଡ ତଳେ ବସବାସ କରନ୍ତି ବହୁ ଆଦିବାସୀ ପରିବାର । ମୁଣ୍ଡ ଗୁଂଜିବାକୁ ଭଲ ଘର ଖଣ୍ଡିଏ ନଥିବା ବେଳେ ଯିବାଆସିବା ପାଇଁ ଭଲ…

ଭେଣ୍ଡିଂ ଜୋନ ବ୍ୟବସ୍ଥା ନଥିବାରୁ ବଢୁଛି ଅସନ୍ତୋଷ

ଯାଜପୁର: ଯାଜପୁର ସହରରେ ନାହିଁ କୌଣସି ଭେଣ୍ଡିଂ ଜୋନ ।  ରାସ୍ତା ଉପରେ ଚାଲିଛି ପରିବା ହାଟ । ଆଉ ପୋଲ ଉପରେ ଚାଲିଛି ଆମିଷ ବ୍ୟବସାୟ । ଏ ହେଉଛି ଜିଲାପାଳ ଅପିଂସ ସମ୍ମୁଖର ଦୃଶ୍ୟ । ଭେଣ୍ଡି ଜୋନ ଯୋଗାଇବାର ଦାୟିତ୍ୱ ଉଭୟ ପୌରପାଳିକା ଏବଂ ନିୟନ୍ତ୍ରିତ ବଜାର କମିଟିର ହୋଇଥିବା ବେଳେ ଆଜି…

ସ୍ୱଚ୍ଛତା ଅଭିଯାନ ନେଇ ଯୁବକଙ୍କ ନିଆରା ପ୍ରୟାସ

ସୁବର୍ଣ୍ଣପୁର : ଦେଶକୁ ସ୍ୱଚ୍ଛ ରଖିବା ପାଇଁ ଯୁବକଙ୍କ ନିଆରା ଅଭିଯାନ । ସ୍ୱଚ୍ଛ ଓ ସୁସ୍ଥ ଭାରତ ଗଠନର ବାର୍ତ୍ତା ନେଇ ସମଗ୍ର ଦେଶ ପରିକ୍ରମାର ଇଚ୍ଛା ରଖିଥିବା ୩ ଜଣ ଯୁବକ ସୁବର୍ଣ୍ଣପୁର ଜିଲ୍ଲାରେ ପହଁଚିଛନ୍ତି । ଏମାନେ ହେଲେ ଉତ୍ତର ପ୍ରଦେଶ ନିବାସୀ ଅନିତେଶ ଶର୍ମା, ଝାରଖଣ୍ଡ ର ଅମିତ…

ସିରିୟାରେ ଡ୍ରୋନ ଆକ୍ରମଣ : ବରିଷ୍ଠ ଅଲ୍‌-କାଏଦା ନେତା ନିହତ

ଓଡ଼ିଶା ସମ୍ବାଦ ବ୍ୟୁରୋ :  ସିରିୟାରେ ଡ୍ରୋନ୍ ଆକ୍ରମଣରେ ଜଣେ ମୃତ । ସିରିୟାରେ  ଆମେରିକା ପକ୍ଷରୁ ହୋଇଥିବା ଡ୍ରୋନ୍ ଆକ୍ରମଣରେ ବରିଷ୍ଠ ଅଲ୍ କାଏଦା ନେତା ଅଲ୍ ମତର ନିହତ ହୋଇଛନ୍ତି । ସେଣ୍ଟ୍ରାଲ କମାଣ୍ଡ ମୁଖପାତ୍ର ମେଜର ଜନ୍ ରିଗସ୍ବି ସୂଚନା ଦେଇଛନ୍ତି । ଆତଙ୍କବାଦୀ ସଙ୍ଗଠନ ସକ୍ରିୟ…

ଏନସିବି ବିରୋଧରେ ଅଭିଯୋଗ ଆଣିଲେ ଆର୍ଯ୍ୟନ

ମୁମ୍ବାଇ: କ୍ରୁଜ ଡ୍ରଗ୍ସ କେସରେ ଧରା ପଡିଥିବା ଶାହାରୁଖ ଖାଁଙ୍କ ପୁତ୍ର ଆର୍ଯ୍ୟନ ଖାଁ ଆଜି ଏନସିବି ବିରୋଧରେ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ହ୍ୱାଟ୍ସଆପ ଚାଟକୁ ଏନସିବି ଭୁଲ ଭାବେ ବ୍ୟାଖ୍ୟା କରୁଛି । ମୋତେ ଏହି ମାମଲାରେ ଫସାଇବାକୁ ଚେଷ୍ଟା କରାଯାଉଛି ବୋଲି ସେ କହିଛନ୍ତି । ଚଢ଼ାଉ…

ଗୁଲମର୍ଗ, ସୋନମାର୍ଗରେ ପ୍ରଥମ ତୁଷାରପାତ

ଶ୍ରୀନଗର: କାଶ୍ମୀରରେ ମୌସୁମୀର ପ୍ରଥମ ତୁଷାରପାତ । ପର୍ଯ୍ୟଟନ ଶିଳ୍ପ ସହ ଜଡିତ ଲୋକଙ୍କ ମଧ୍ୟରେ ଉତ୍ସାହ ଆଣିଦେଇଛି । ଉପତ୍ୟକାର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥାନ ଗୁଲମର୍ଗ, ସୋନମର୍ଗ, ପହଲଗାମ, ଅହରବାଲ ଏକ ଧଳା ରଙ୍ଗର ବରଫରେ ଆଚ୍ଛାଦିତ ହୋଇଯାଇଛି । ପର୍ଯ୍ୟଟନ ଶିଳ୍ପ ସହିତ ଜଡିତ ଲୋକମାନେ…

ଝରଣୀ ଗାଁରେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା, ମମିତାଙ୍କ ପରିବାରକୁ ଭେଟିଲେ

ବଲାଙ୍ଗୀର : କଳାହାଣ୍ଡି ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମୀନତି ବେହେରା ମମିତାଙ୍କ ଗାଁ ଝରଣୀରେ ପହଞ୍ଚିଛନ୍ତି । ମମିତାଙ୍କ ପରିବାରକୁ ଭେଟିଲେ ମହିଳା କମିଶନ ସହ ୪ ଜଣିଆ ଟିମ୍ । ମହିଳା ଆୟୋଗ ଅଧ୍ୟକ୍ଷା…

ଟି୨୦ ବିଶ୍ୱକପ : ବୁକିଙ୍କ ଫେଭରାଇଟ ଟିମ୍ ଇଣ୍ଡିଆ

ଦୁବାଇ: ଭାରତ ଏଥର ଟି୨୦ ବିଶ୍ୱକପ କ୍ରିକେଟ ଟାଇଟଲ ହାସଲ କରିବ ବୋଲି ବୁକିମାନେ ଦାବୀ କରିଛନ୍ତି । ଭାରତ ପଛକୁ ଇଂଲଣ୍ଡ ରହିଛି । ୨୦୦୭ରେ ପାକିସ୍ତାନକୁ ଫାଇନାଲରେ ହରାଇ ଚାମ୍ପିୟନ ହୋଇଥିବା ଟିମ୍ ଇଣ୍ଡିଆର ଏହି ଫର୍ମାଟରେ ଭଲ ରେକର୍ଡ ରହିଛି । ଟି୨୦ ବିଶ୍ୱକପରେ ଭାରତ ୩୩ ମ୍ୟାଚରୁ ୨୦ରେ…

ବାଲିଘାଟ ସୀମା ନିର୍ଦ୍ଧାରଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ,୬ ଗୁରୁତର

ଭୁବନ: ବାଲିଘାଟ ସୀମା ନିର୍ଦ୍ଧାରଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ , ଖଣ୍ଡା ଓ ଭୁଜାଲି ଆକ୍ରମଣରେ ଉଭୟ ପକ୍ଷରୁ ୬ ଗୁରୁତର । ବାଲିଘାଟ ସୀମା ନିର୍ଦ୍ଧାରଣକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଘମାଘୋଟ ଲଢେଇ ହୋଇଛି । ଖଣ୍ଡା ଓ ଭୁଜାଲି ଆକ୍ରମଣରେ ଉଭୟ ପକ୍ଷରୁ ୬ ଜଣ ଗୁରୁତର ହୋଇ…