ବସ୍ତାରେ୨ କୋଟି ଟଙ୍କାର ବ୍ରାଉନସୁଗର ଜବତ
ବାଲେଶ୍ୱର: ବସ୍ତା ଥାନା ନିକଟ ବିଦ୍ୟାଧରପୁର ଗାଁରେ ବିପୁଳ ପରିମାଣର ବ୍ରାଉନସୁଗର ଜବତ । ଜବତ ବ୍ରାଉନସୁଗରର ଆନୁମାନିକ ଓଜନ ୨ କିଲୋ ହେବ । ଆଜି ସକାଳୁ କୌଣସି ସୁତ୍ରରୁ ଖବର ପାଇ ୩୫ ଜଣିଆ ସ୍ୱତନ୍ତ୍ର ଟିମ୍ ଚଢଉ କରି ବ୍ରାଉନସୁଗାର ସହ ବେପାରୀଙ୍କୁ ଗିରଫ କରିଛି । ଜଣେ ମହିଳାଙ୍କ ସମେତ…