ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି : ଜିଲ୍ଲାପାଳଙ୍କ ସହ ଆଲୋଚନା କଲେ ରାଜ୍ୟ ନିର୍ବାଚନ କମିଶନର
ଭୁବନେଶ୍ବର : ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତିକୁ ଜୋରଦାର କଲେ ରାଜ୍ୟ ନିର୍ବାଚନ ଆୟୋଗ । ଆସନ୍ତା ବର୍ଷ ପ୍ରାରମ୍ଭରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ସମସ୍ତ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ।…