‘ଚନ୍ଦନଧାରା’ର ଶାରଦୀୟ ବିଶେଷାଙ୍କ ଲୋକାର୍ପିତ
ଉମରକୋଟ : କବି ହିମାଂଶୁ ଆଚାରୀଙ୍କ ସମ୍ପାଦନାରେ ପ୍ରକାଶ ପାଉଥିବା ରାଜ୍ୟସ୍ତରୀୟ ସାହିତ୍ୟ ପତ୍ରିକା 'ଚନ୍ଦନଧାରା'ର ଶାରଦୀୟ ବିଶେଷାଙ୍କ ସ୍ଥାନୀୟ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ଉନ୍ମୋଚିତ ହୋଇଯାଇଛି ।
ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟ ବଲ୍ଲଭ ରାଉତଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି…