[ଭିଡିଓ] ମାଲକାନଗିରିରେ ମାଟି ତଳୁ ବିପୁଳ ପରିମାଣର ଔଷଧ, ବିସ୍ପୋରକ ଓ ମାଓ ସାମଗ୍ରୀ ଜବତ
ମାଲକାନଗିରି : ପୁଣି ମାଲକାନଗିରି ପୋଲିସକୁ ସଫଳତା । ମାଟି ତଳୁ ମିଳିଲା ବିପୁଳ ପରିମାଣର ମାଓ ସାମଗ୍ରୀ । ଯବାନମାନେ ବିପୁଳ ପରିମାଣର ଔଷଧ ସହ ବିସ୍ପୋରକ ସାମଗ୍ରୀ ଉଦ୍ଧାର କରିଛନ୍ତି । ଯାହା ମଧ୍ୟରେ ୬ ଟି ଟିଫିନ୍ ବୋମା , ୨ ଟି ପ୍ରେସର ଆଇଡି , ୨ ଟି ଏମ ଏମ ବଲ ଆମୁନେଓ , ଗୋଟିଏ ଇନଶାସ…