Latest Odisha News

BREAKING NEWS

Yearly Archives

2021

ଆଇଏମଡିର ପୂର୍ବାନୁମାନ : ଦିଲ୍ଲୀ, ଉତ୍ତରପ୍ରଦେଶ, ହରିୟାଣା ଓ ଉତ୍ତରାଖଣ୍ଡରେ ହେବ ପ୍ରବଳ ବର୍ଷା

ନୂଆଦିଲ୍ଲୀ : ଲଘୁଚାପ ପ୍ରଭାବରେ ଦିଲ୍ଲୀ-ଏନସିଆର ସମେତ ଉତ୍ତରପ୍ରଦେଶ, ହରିୟାଣା ଓ ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ସମ୍ଭାବନା । ଆଜି ଓ ଆସନ୍ତାକାଲି ଦୁଇ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଦିଲ୍ଲୀର ବିଭିନ୍ନ ସ୍ଥାନରେ…

ଆଲୋଚନା ସଭା ଓ ପ୍ରବନ୍ଧ ଗଳ୍ପଗୁଚ୍ଛ ‘ଗଳ୍ପ ପାଖୁଡ଼ା’ ଲୋକାର୍ପଣ

ଜୟପୁର: ପ୍ରଜ୍ଞାଶ୍ରୀ ଶିକ୍ଷା ବିକାଶ ଏକାଡ଼େମୀ ଜୟପୁର ଆନୁକୂଲ୍ୟରେ ଏକ ଆଲୋଚନା ସଭା ଓ ପୁସ୍ତକ ଲୋକାର୍ପଣ ଉତ୍ସବ ଶ୍ରୀଅରବିନ୍ଦ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏକାଡ଼େମୀର ସଭାପତି ଶ୍ରୀନାଥ ମିଶ୍ର ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଦାଶରଥି ନନ୍ଦଙ୍କ କରକମଳରେ ଗାଳ୍ପିକ ଶ୍ରୀଭଗବାନ…

କେରଳରେ ଜଳ ପ୍ରଳୟ, ୨୧ରୁ ଅଧିକ ଲୋକଙ୍କ ମୃତ୍ୟୁ

କେରଳ : କେରଳରେ ଭୟଙ୍କର ବନ୍ୟା । ଜଳ ପ୍ରଳୟରେ ୨୧ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ନିଖୋଜ ଥିବା ୧୨ ଜଣଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ସମଗ୍ର ଦକ୍ଷିଣ ଓ କେନ୍ଦ୍ରୀୟ କେରଳରେ ଲଗାତାର ବର୍ଷା ଲାଗି ରହିଥିବାରୁ, ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି । ଥୋଡୁପୁଝା, କୋକାୟାର, କୁଟ୍ଟିକାୟି…

ମନୀଷ ଅନୁରାଗ ହତ୍ୟା ମାମଲା : ୪ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ

ଭୁବନେଶ୍ବର : ମନୀଷ ଅନୁରାଗ ହତ୍ୟା ମାମଲାରେ ରିମାଣ୍ଡରେ ଯିବେ ହତ୍ୟା ଅଭିଯୁକ୍ତ । ୪ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଜେଏମଏଫସି କୋର୍ଟ । ୫ ଦିନ ରିମାଣ୍ଡ ପାଇଁ ଆବେଦନ କରିଥିଲା ଇନଫୋସିଟି ଥାନା…

ରାଜ୍ୟକୁ ଭିଜାଇବ ଆଉ ୨ଟି ଲଘୁଚାପ, ୩ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା

ଭୁବନେଶ୍ବର : ରାଜ୍ୟକୁ ଭିଜାଇବ ଆଉ ୨ଟି ଲଘୁଚାପ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡିଶାର ସମସ୍ତ ଜିଲ୍ଲାରେ ଲଗାଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସମେତ…

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ସହଯୋଗୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍ । ପ୍ରଦୀପଙ୍କ ଘର ସମେତ ତାଙ୍କ ସହଯୋଗୀ ଓ ସମ୍ପର୍କୀୟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୧୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଚଢ଼ାଉ ତାଲିକାରେ ବ୍ରହ୍ମପୁର ସହର ତଥା ସହର ଉପକଣ୍ଠ ଅଞ୍ଚଳର ୧୦…

ରେଳଧାରଣା ହେଉଥିଲେ ପାରି, ଟ୍ରେନ୍ ଧକ୍କାରେ ଚାଲିଗଲା ଜୀବନ

ଅନୁଗୁଳ: ରେଳଧାରଣା ପାରହେଉଥିବା ସମୟରେ ଟ୍ରେନ୍ ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଆଠମଲ୍ଲିକ-ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଜାମ୍ବୁନାଳୀ ଗାଁ ନିକଟରେ ଏହିଭଳି ଅଭାବନୀୟ ଘଟଣା। ମୃତକ ଦୁଇଜଣ ସମ୍ପର୍କରେ ଖୁଡ଼ି ପୁତୁରା ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ପାଇକସାହି ଅଞ୍ଚଳର ୩୫ବର୍ଷୀୟା…

ଆମ ଅସ୍ମିତା ଓ ଅସ୍ତିତ୍ବର ଅନ୍ୟ ନାମ ସାହିତ୍ୟ ହେଉ : ବଳରାମ ପୂଜାରୀ

ମାଟି ଓ ମାଟିମନସ୍କତାକୁ ନେଇ ସବୁବେଳେ କବିତା ଲେଖୁଥିବା କବି ବଳରାମ ପୂଜାରୀ , ଓଡ଼ିଆ ସାହିତ୍ୟ ଜଗତର ଏକ ସଶ୍ରଦ୍ଧ ନାମ । ତାଙ୍କ କବିତା ପାହାଡ଼ର କଥା କହେ , ନଦୀର କଥା କହେ , ଡଙ୍ଗରର ଚିତ୍ର ସଜାଏ ପୁଣି ଆଦିବାସୀମାନଙ୍କ ଜୀବନର ଗୀତ ଗାଏ । ନିଜ ଜନ୍ମମାଟିର ପ୍ରତିଟି ଅଣୁକଣାରେ…

[ଭିଡିଓ] ତନ୍ଦୁରି ରୁଟିରେ ପକାଉଥିଲା ଛେପ, ଭିଡିଓ ଭାଇରାଲ ପରେ ଧରାପଡିଲା ଅଭିଯୁକ୍ତ

ଭୁବନେଶ୍ୱର: ସୋସିଆଲ ମିଡିଆରେ ଏକ ଭିଡିଓ ଅନେକଙ୍କୁ ଚକିତ କରିଛି । ଆଜି ବହୁଳ ମାତ୍ରାରେ ଭାଇରାଲ୍ ହୋଇଥିବା ଏହି ଭିଡିଓରେ ଜଣେ ବୟସ୍କ ବ୍ୟକ୍ତି ତନ୍ଦୁରି ରୁଟିରେ ଛେପ ପକାଇବା ଦୃଶ୍ୟ କଏଦ ହୋଇଛି । ଗାଜିଆବାଦର ଏକ ଢାବାରେ ଜଣେ ବ୍ୟକ୍ତି ତନ୍ଦୁରି ରୁଟି ପ୍ରସ୍ତୁତ କରୁଥିବା ସମୟରେ ଛେପ…

ପାଣି ମୋଟର ଚୋରକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍ ଜଣେ ମୋଟର ଚୋରକୁ ଧରିବାରେ ସଫଳ ହୋଇଛି। ଗତ କିଛି ଦିନ ହେଲା ସୋନପୁର ସହର ସମେତ ଆଖପାଖ ଗାଁରୁ ଲୋକଙ୍କ ଘରୁ ପାଣି ମୋଟର ଚୋରୀ ହୋଇଥିବା ଅଭିଯୋଗ ସୋନପୁର ଥାନାରେ ହୋଇଥିଲା।ଏପରିକି ସହରର ଅତିରିକ୍ତ ତହସିଲଦାର ଘରେ ଅନୁପସ୍ଥିତ ଥିବାବେଳେ ତାଙ୍କ…