Latest Odisha News

BREAKING NEWS

Yearly Archives

2021

ଜ୍ୟାକଲିନଙ୍କୁ ପୁଣି ଇଡିର ସମନ

ମୁମ୍ବାଇ: ଟାଇମ୍ସ ନ୍ୟୁ ଅନୁଯାୟୀ ୨୦୦ କୋଟି ଟଙ୍କା ମନି ଲଣ୍ଡରିଂ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ନୋରା ଫତେହୀ ଏବଂ ଜ୍ୟାକଲିନ୍‌ ଫର୍ଣ୍ଣାଣ୍ଡିଜ୍‌ଙ୍କୁ ଇଡି ସମନ କରିଥିଲା। ତେବେ ଅଜି ଜ୍ୟାକଲିନଙ୍କୁ ଇଡି ପଚରାଉଚରା ପାଇଁ ଡାକିଥିବା ବେଳେ ଜାକଲିନ୍‌ କିଛି ବ୍ୟକ୍ତିଗତ କାରଣ ଦର୍ଶାଇ ହାଜର…

ଛେଳି ପାଇଁ ମହାଭାରତ: ଜଣେ ମୃତ, ୨ଗୁରୁତର

ଅସ୍ତରଙ୍ଗ: ଛେଳି ପାଇଁ ଘଟିଛି ମହାଭାରତ । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ଗୁରୁତର ହୋଇପଡିଛି । ଗୁରୁତର ମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅସ୍ତରଙ୍ଗ ଥାନା ଅଧିନ ପାଟସୁନ୍ଦରପୁର ଗାଁରେ ଘଟିଛି ବିଭତ୍ସ କାଣ୍ଡ । ଛେଳିକୁ ଗାଡି…

ମାନସିକ ରୋଗୀଙ୍କୁ ସାହାଯ୍ୟର ହାତ ବଢ଼ାଇଲା ଶ୍ରୀ ଜଗନ୍ନାଥ ସେବା ସଂସ୍ଥା

ମୟୁରଭଞ୍ଜ: ଶ୍ରୀ ଜଗନ୍ନାଥ ସେବା ସଂସ୍ଥାର ନିଆରା ଉଦ୍ୟମ। ଅବହେଳିତ ହୋଇ ପଡ଼ି ରହିଥିବା ମାନସିକ ରୋଗୀଙ୍କୁ ସାହାଯ୍ୟର ହାତ ବଢ଼ାଇଲା ଏହି ସଂସ୍ଥା। ବାରିପଦା ଷ୍ଟେସନ ବଜାର ରେଳଷ୍ଟେସନଠାରେ ଏକ ମାନସିକ ରୋଗୀ ବହୁ ଦିନରୁ ଅବହେଳିତ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଥିଲା। ମାତ୍ର…

JEE ଆଡଭାନ୍ସ ପରୀକ୍ଷା, ଓଡ଼ିଶା ଟପ୍ପର ଗୌତମ ଦାସ

ଭୁବନେଶ୍ୱର : ଜେଇଇ ଆଡଭାନ୍ସ ପରୀକ୍ଷାରେ ଓଡ଼ିଶା ପୁଅ ଆଗରେ । ଶୁକ୍ରବାର ୨୦୨୧ ଜେଇଇ ଆଡଭାନ୍ସ ପରୀକ୍ଷାର ରେଜଲ୍ଟ ବାହାରିଛି । ଏଥିରେ ଓଡ଼ିଶା ଟପ୍ପର ହୋଇଛନ୍ତି ଗୌତମ ଦାସ । ଗୌତମ ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ଛାତ୍ର । ଅଲ ଇଣ୍ଡିଆ ରାଙ୍କ ୧୫୦ ରେ ଗୌତମ ନିଜ ସ୍ଥାନ ବଜାୟ ରଖିଛନ୍ତି।…

ଦିନ ଦିପହରରେ ବିଚ୍ ରାସ୍ତା ଉପରେ ଗୁଳିକାଣ୍ଡ, ଜଣେ ଗୁରୁତର

ଖୋର୍ଦ୍ଧା : ଦିନ ଦିପହରରେ ବିଚ୍ ରାସ୍ତା ଉପରେ ଗୁଳିକାଣ୍ଡ । ଖୋର୍ଦ୍ଧା ବେଗୁନିଆ ଅଞ୍ଚଳରେ ଏହି ଗୁଳିକାଣ୍ଡ ଘଟିଛି । ଗୁଳିମାଡରେ ବିଭୂତି ଭୂଷଣ ଜେନା ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି । ତାଙ୍କର ପେଟରେ…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍‌ସରେ ଚିକିତ୍ସିତ ହେଉଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି ଏବଂ ସେ ସୁସ୍ଥ ଅଛନ୍ତି ବୋଲି ଶୁକ୍ରବାର ଦିନ ଡାକ୍ତରଖାନାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ୮୯ ବର୍ଷୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ଦୁର୍ବଳତା, ଜ୍ୱର…

ମାଆଙ୍କ ଦଶମୀ ପୂଜାରେ ସିନ୍ଦୂର ଖେଳ

ଭଦ୍ରକ : ମାଆଙ୍କ ଦଶମୀ ପୂଜା ସହିତ ସିନ୍ଦୂର ଖେଳ ହୋଇଛି। ମାଆଙ୍କ ବିଦାୟ ପୂର୍ବରୁ ମହିଳା ମାନେ ପରସ୍ପରକୁ ସିନ୍ଦୂର ଲଗାଇ ଦୁର୍ଗାଙ୍କୁ ଆବାହନ କରିଥାନ୍ତି । ମଣ୍ଡପରେ ମା’ ଦୁର୍ଗାଙ୍କ ଦଶମୀ ପୂଜା ଅନୁଷ୍ଠିତ ହେଉଛି । ପରେ ମା’ଙ୍କର ବିସର୍ଜନ ହେବ । ତେବେ ଅନେକ ମଣ୍ଡପରେ ପୂଜା ଅନୁଷ୍ଠିତ…

ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଜି ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବା ସଙ୍ଗେ ସଙ୍ଗେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।…

୭ଟି ନୂତନ ପ୍ରତିରକ୍ଷା କମ୍ପାନୀକୁ ଦେଶ ପାଇଁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଦିଲ୍ଲୀ: ବିଜୟା ଦଶମୀରେ ଦେଶର ୭ଟି ନୂତନ ପ୍ରତିରକ୍ଷା କମ୍ପାନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ଭାରତର ସାମରିକ ଶକ୍ତି ଏକ ବୃହତ ଆଧାର ହେବ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଏହି କମ୍ପାନୀଗୁଡ଼ି ଉନ୍ମୋଚନ କାର୍ଯ୍ୟକ୍ରମରେ ଭିଡ଼ିଓ କନଫରେନ୍ସ ମାଧ୍ୟମରେ…

୨୦୦ ବର୍ଷ ତଳର ଅଭିଶାପ, ପୁରୁଷ ଧାରଣ କରନ୍ତି ମହିଳାଙ୍କ ବେଶ

ଓଡିଶା ସମ୍ବାଦ ବ୍ୟୁରୋ: ଗରବା ନାଚ । ଖାସ କରି ଗୁଜରାଟରେ ନବରାତ୍ରୀ ପାଳନ ସମୟରେ ଏହି ନାଚ ସାମ୍ନାକୁ ଆସିଥାଏ । ୯ଦିନ ପର୍ଯ୍ୟନ୍ତ ଗୁଜରାଟର ଲୋକେ ଗରବା ନାଚରେ ମସଗୁଲ ଥାଆନ୍ତି । ହେଲେ ନବରାତ୍ରୀର ଅଷ୍ଟମ ଦିନରେ ପୁରୁଣା ସହର ଅହମଦାବାଦରେ ପୁରୁଷ ଲୋକେ ଶାଢୀ ପିନ୍ଧି ଗରବା କରିବାରେ…