Latest Odisha News

BREAKING NEWS

Yearly Archives

2021

ବାଲୁକା କଳାରେ ୧୨ ପ୍ରକାର ପରିବାରେ ମାଆ ଦୁର୍ଗାଙ୍କ ପ୍ରତିମା

ପୁରୀ : ବିିଭିନ୍ନ ସ୍ଥାନରେ ଚାଲିଛି ମାଆ ଦୁର୍ଗାଙ୍କ ଅରାଧନା । ବିଭିନ୍ନ ସ୍ଥାନରେ ମାଆର ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଛି । ତେବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମାଆ ଦୁର୍ଗାଙ୍କ ଏକ ପ୍ରତିମା । ଯାହାକି ବାଲୁକା କଳାରେ ଶୋଭା ପାଉଛି । ଦେବୀଙ୍କ ଏହି ପ୍ରତିମା ବାଲିରେ ତିଆରି ହୋଇଛି ।…

ପୁଞ୍ଚ ସେକ୍ଟରରେ ଆତଙ୍କୀ ହମଲା,୨ ଯବାନଙ୍କ ସହ ଜେସିଓ ସହିଦ

ଜମ୍ମୁ : ଜମ୍ମୁ-କଶ୍ମୀର ପୁଞ୍ଚ ସେକ୍ଟରରେ ପୁଣି ଆତଙ୍କବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳିବିନିମୟ । ଆତଙ୍କବାଦୀଙ୍କ ଗୁଳିମାଡରେ ଜଣେ ଜୁନିଅର କମିଶନ ଅଫିସର ଜେସିଓ ସମେତ ଦୁଇ ଯବାନ ସହିଦ ହୋଇଛନ୍ତି। ଗତକାଲି ରାତିରେ ପୁଞ୍ଚ ସେକ୍ଟରରେ ଆତଙ୍କବାଦୀ ଥିବା ସୂଚନା ମିଳିବା ପରେ ରାତି…

ପୁଣି ବଢିଲା ତୈଳ ଦର

ନୂଆଦିଲ୍ଲୀ: ଶୁକ୍ରବାର ଦିନ ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଦୁଇ ଦିନ ବିରତି ପରେ ଦ୍ବିତୀୟ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇ ୧୦୫.୧୪ ଟଙ୍କା ଥିବାବେଳେ ଡିଜେଲର ମୂଲ୍ୟ ମଧ୍ୟ ୩୫ ପଇସା…

ଦିବ୍ୟାଙ୍ଗ ଯୁବତୀ ଗଣ ଦୁଷ୍କର୍ମ ଘଟଣା, ୮ଗିରଫ

ରାଉରକେଲା: ଦିବ୍ୟାଙ୍ଗ ଯୁବତୀ ଗଣ ଦୁଷ୍କର୍ମ ଘଟଣାରେ ୮ ଅଭିଯୁକ୍ତ ଗିରଫ । ୧୯ ବର୍ଷର ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗରେ ୮ ଅଭିଯୁକ୍ତ ଗିରଫ ହୋଇଛନ୍ତି । ସୁନ୍ଦରଗଡ଼ ହାତୀବାରି ପୋଲିସ ସମସ୍ତଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି । ଗୋଟିଏ ବର୍ଷ ହେଲା…

ଏ ବର୍ଷ ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋଭିଡ଼ ସକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେନି ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀଙ୍କ ଭଲ ପାଇବା ,ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ। କୋଭିଡ଼ ଯୋଗୁଁ ଗତ…

କୋଣାର୍କ ମନ୍ଦିରରେ ଝଲସିଲା ତ୍ରିରଙ୍ଗା ପତାକାର ଝଲକ

ପୁରୀ: ଲେଜର ଲାଇଟ୍ ମାଧ୍ୟମରେ ତ୍ରିରଙ୍ଗା ପତାକା ପରି ଚିତ୍ରିତ ହୋଇଥିଲା କୋଣାର୍କ ମନ୍ଦିର। ଆଲୋକମାଳାରେ ଝଲସୁଥିଲା ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର। ଯାହା ପର୍ଯ୍ୟଟକଙ୍କ ବେଶ୍ ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇଥିଲା। କୋଭିଡ଼୍ ଟୀକାକରଣ ଭାରତବର୍ଷରେ ୧୦୦କୋଟି ପୂରଣ ହେବାକୁ ଥିବାବେଳେ…

ଭୋକିଲା ତାଲିକାରେ ୯୪ରୁ ୧୦୧ତମ ସ୍ଥାନକୁ ଖସିଛି ଭାରତ

ନୂଆଦିଲ୍ଲୀ: ଗ୍ଲୋବାଲ୍ ହଙ୍ଗର୍ ଇଣ୍ଡେକ୍ସ (GHI) ୨୦୨୧ ରିପୋର୍ଟ ଅନୁଯାୟୀ ୧୧୬ଟି ଦେଶ ମଧ୍ୟରେ ଭାରତର ସ୍ଥାନ ୧୦୧ରେ ରହିଛି। ୨୦୨୦ ରେ, ୧୦୭ ଟି ଦେଶ ମଧ୍ୟରୁ ଭାରତର ସ୍ଥାନ ୯୪ ଥିଲା। ୨୦୨୧ ର଼୍ୟାଙ୍କିଙ୍ଗ୍ ଅନୁଯାୟୀ ପାକିସ୍ତାନ, ବାଂଲାଦେଶ ଏବଂ ନେପାଳ ଭାରତ ଅପେକ୍ଷା ଭଲ ପ୍ରଦର୍ଶନ…

ଦୁର୍ଗା

ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’ ଗୋବିନ୍ଦ ବଲ୍ଲଭ ବାବୁ ଚାକିରିରୁ ଅବସର ନେବାର ପ୍ରାୟ ବାର ବର୍ଷ ହୋଇଗଲାଣି । ଏହାରି ଭିତରେ ଜୀବନ ତମାମ ସମ୍ପୂର୍ଣ୍ଣ ସକ୍ରିୟ ଓ ଚଳଚଞ୍ଚଳ ଥିବା ଗୋବିନ୍ଦ ବଲ୍ଲଭ, ଏବେ କେତେବର୍ଷ ହେଲା ଟିକିଏ ମାନ୍ଦା ହୋଇଯାଇଛନ୍ତି । ମୋଟା ମୋଟି…

ପଥରରେ ଛେଚି ଯୁବକଙ୍କୁ ହତ୍ୟା, ମିଳିନି ମୃତକଙ୍କ ପରିଚୟ

ବରଗଡ: ବରଗଡ଼ରେ ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି । ଜଣେ ଯୁବକଙ୍କୁ ପଥରରେ ଛେଚି ଛେଚି ହତ୍ୟା କରାଯାଇଛି ।  ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବରଗଡ ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ୱାର୍ଡ ନମ୍ବର ୫ ସାହାରାପଡା ଛକ ନିକଟରୁ ମୃତଦେହ ମିଳିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।…

ରାଜ୍ୟରେ ତିନି ଦିନ ଲାଗି ରହିବ ବର୍ଷା , ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟକୁ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି । ଏବେ ଘୂର୍ଣ୍ଣବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି କିନ୍ତୁ ବାତ୍ୟାରେ ପରିଣତ ହେବାର ଆଶଙ୍କା ନାହିଁ । ତେବେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ…