Latest Odisha News

BREAKING NEWS

Yearly Archives

2021

ଶେଷ ଥର ପାଇଁ କରୋନା ସଂକ୍ରମଣ ସମ୍ପର୍କୀତ ତଥ୍ୟ ସଂଗ୍ରହ କରିବାକୁ ଚୀନକୁ ହୁ ପଠାଇବ ଟିମ

ଜେନିଭା:କରୋନା ମହାମାରୀ କବଳରେ ସାରା ବିଶ୍ୱରେ ପଡିବା ପରେ ସନ୍ଦେହର ପ୍ରଥମ ଓ ଶେଷ ସୂଇ ଚୀନକୁ ଯାଇଥିଲା । ମାତ୍ର ଚୀନର ଅସହଯୋଗ ଯୋଗୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ)ର ସାଇଂଟିଫିକ ଟିମ୍ ଏହାର ଉତ୍ପତିସ୍ଥଳୀ ସ୍ଥଳ ସମ୍ପର୍କରେ ଏବେ ବି ଅଜ୍ଞ । ଗୁରୁବାର ହୁ ଶେଷ ଥର ପାଇଁ ଏହାର ଟିମ ଚୀନ…

ବଢିବାରେ ଲାଗିଛି କିଙ୍ଗଖାନଙ୍କ ଚିନ୍ତା, ଆର୍ଯ୍ୟନ୍‌ଙ୍କୁ ସାଧାରଣ ସେଲ୍ ସ୍ଥାନାନ୍ତରଣ

ମୁମ୍ବାଇ: ପଦ୍ମ ଘୁଂଚିଘୁଂଚି ଯାଉଛି । କିଙ୍ଗଖାନଙ୍କ ଲାଡଲା ଆର୍ଯ୍ୟନଙ୍କ ଜାମିନ ଶୁଣାଣି ଚୂଡାନ୍ତ ପର୍ଯ୍ୟାୟରେ ପହଂଚିପାରୁନି । ଅନ୍ୟପଟେ ଆର୍ଯ୍ୟନଙ୍କ କୋଭିଡ୍ ରିପୋର୍ଟ ନେଗେଟିଭ ବାହାରିବା ପରେ ସାମ୍ନାକୁ ଆସିଛି ନୂଆ ଖବର । କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ଆର୍ଥର୍ ରୋଡ ଜେଲରେ…

ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ମହିଳାଙ୍କ ଜୀବନ ,୪ ଗୁରୁତର

ପୁରୀ : ଦୁର୍ଘଟଣାରେ ଅକାଳରେ ଚାଲିଗଲା ମହିଳାଙ୍କ ଜୀବନ । କୋଣାର୍କ ମେରାଇନ ଡ୍ରାଇଭ ରାସ୍ତାର ଖାଲକଟାପାଟଣା ଠାରେ ଟ୍ରାଭେରା ଓ ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ମହେଶ୍ୱର ମହାନ୍ତି ଓ…

ମହାଗୌରୀ ବେଶରେ ମା’ ତାରିଣୀ

ଘଟଗାଁ: ମଣ୍ଡପ ଗୁଡିକରେ ପାଳିତ ହେଉଛି ମହାନବମୀ ।  କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ପୀଠରେ ମଧ୍ୟ ପାଳିତ ହେଉଛି ମହାନବମୀ  ।  ସୁନାବେଶରେ ଦର୍ଶନ ଦେଉଛନ୍ତି ମା’ ତାରିଣୀ । ଗୁରୁବାର ସକାଳୁ ସକାଳୁ ସେବାୟତମାନେ ମା’ଙ୍କୁ ପ୍ରଥମେ ମହାସ୍ନାନ, ମାଜଣା,…

ହତ୍ୟା ଅଭିଯୁକ୍ତଙ୍କୁ ରାଉରକେଲା ପୋଲିସର ଏନକାଉଣ୍ଟର

ରାଉରକେଲା: ଗୁଳି ଖାଇଲେ ହତ୍ୟା ଅଭିଯୁକ୍ତ । ଦୁଇ ଜଣ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ରାଉରକେଲା ପୋଲିସ । ଆଜି ଭୋର ୪ଟା ୪୦ରେ ଏହି ଏନକାଉଣ୍ଚର ହୋଇଥିବା ସୂଚନା ମିଳିଛି । ପୋଲିସ ଗୁଳିରେ ଆହତ ହୋିଛନ୍ତି ଦୁଇ ଅଭିଯୁକ୍ତ ମୁସ୍ତାକ ଆଲମ୍ ଓ ମହମ୍ମଦ ଗୁଡୁ । ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି…

ଦଶହରାରେ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ : ଚଳିତ ବର୍ଷ ଦଶହରାରେ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର । ଶନିବାର ଦିନ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ହେବ ସାଧାରଣ ଦର୍ଶନ । ଭସାଣୀ ପାଇଁ ମଧ୍ୟାହ୍ନ ୧୨ଟା ପରଠୁ ବନ୍ଦ ରହିବ ଦର୍ଶନ । ଦଶହରାରେ ଶ୍ରୀଜିଉଙ୍କ ସୁନାବେଶ କରାଯିବ ।  ଦୁର୍ଗାପୂଜା ଭସାଣୀ ପାଇଁ ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ…

ମନିଷ ଅନୁରାଗ ମୃତ୍ୟୁରେ ଟ୍ୱିଷ୍ଟ: ବାରରେ ବିଲକୁ ନେଇ ସାଙ୍ଗଙ୍କ ସହ ବିବାଦ ହୋଇଥିଲା

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନିଷ ଅନୁରାଗଙ୍କ ମୃତ୍ୟୁର ଖିଅ ଖୋଜୁଛି ପୋଲିସ । ତଦନ୍ତ ଯେତିକି ଆଗଉଛି ନୂଆ ନୂଆ ତଥ୍ୟ ପ୍ରମାଣ ସାମନାକୁ ଆସୁଛି । ଏବେ ମୃତ୍ୟୁ ମାମଲାରେ ସାମନାକୁ ଆସିଛି ନୂଆ ଟ୍ୱିଷ୍ଟ । ବାରରେ ବିଲକୁ ନେଇ ସେଦିନ ମନିଷ ଓ ସାଙ୍ଗମାନଙ୍କ ମଧ୍ୟରେ…

ଟି୨୦ ବିଶ୍ୱକପ : ବୋଲିଂ କରିବେନି ହାର୍ଦ୍ଦିକ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ପୂର୍ବରୁ ବିସିସିଆଇର ଜନୈକ ଅଧିକାରୀ କହିଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା ଟୁର୍ଣ୍ଣାମେଂଟରେ ବୋଲିଂ କରିବେ ନାହିଁ । ସେ ଜଣେ ବ୍ୟାଟ୍ସମ୍ୟାନ ଭାବେ ଦଳରେ ସାମିଲ ହେବେ । ତେବେ ଏହି ମନ୍ତବ୍ୟରୁ ଏକ ପ୍ରକାର ସ୍ପଷ୍ଟ ହୋଇଛି ଯେ, ହାର୍ଦ୍ଦିକ ସମ୍ପୂର୍ଣ୍ଣ ଫିଟ ନାହାନ୍ତି…

ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା ପାଇଁ ପୂଜା ମଣ୍ଡପରେ ପହଞ୍ଚିଲେ କାଜୋଲ

ମୁମ୍ବାଇ : ଜଗତଜନନୀ ମା’ ଦୁର୍ଗାଙ୍କ ନବରାତ୍ରୀ ପାଇଁ ମାୟାନଗରୀ ମୁମ୍ବାଇ ମଧ୍ୟ ଚଳଚଞ୍ଚଳ ହୋଇପଡ଼ିଛି । ଆଜି ପବିତ୍ର ମହାନବମୀରେ ବଲିଉଡ୍ ବିୟୁଟି କାଜୋଲ ମଧ୍ୟ ନିଜ ପରିବାର ସହ ଆଜି ନବରାତ୍ରୀ ସେଲିବ୍ରେସନ କରୁଥିବା ଦେଖିବାକୁ ମିଳିଛି । କାଜୋଲ ମୁମ୍ବାଇର ଏକ ପୂଜା ମଣ୍ଡପକୁ ମା ଦୁର୍ଗାଙ୍କ…

ଧୋକାବାଜ ସ୍ୱାମୀଙ୍କୁ ଉତ୍ତର ପ୍ରଦେଶରୁ ଓଡ଼ିଶାରେ ଆସି ଠାବ କଲା ପ୍ରତାରିତ ପତ୍ନୀ

ଯାଜପୁର: ନ୍ୟାୟ ପାଇଁ ଉତ୍ତର ପ୍ରଦେଶରୁ ଓଡ଼ିଶା ଆସି ପହଞ୍ଚିଲେ ମହିଳା। ତାଙ୍କ ସହ ପ୍ରେମ ବିବାହ ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ କରିଛନ୍ତି ମହିଳା। ଏଭଳି ଘଟଣା ସାମ୍ନାକୁ ଆସିଜି ଯାଜପୁରରୁ। ବିଂଝାରପୁର ଥାନାରେ ମହିଳାଜଣକ ନିଜ ସ୍ୱାମୀଙ୍କ ବିରୁଦ୍ଧରେ ଲିଖିତ ଅଭିଯୋଗ କରିଛନ୍ତି।…