ବଙ୍ଗୋପସାଗରରେ ଲଘୁଚାପ, ରାଜ୍ୟରେ ୧୬ରୁ ଦୁଇ ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ…