Latest Odisha News

BREAKING NEWS

Yearly Archives

2021

ଆଜି ମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ

ଭୁବନେଶ୍ୱର: ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । ଆଜି ମଣ୍ଡପରେ ମହାସପ୍ତମୀ ପୂଜା । ଗତକାଲି ଷଷ୍ଠୀରେ ମହାମାୟାଙ୍କୁ ବିଲ୍ୱବରଣ କରାଯାଇଥିଲା । ସପ୍ତାମୀ ପୂଜା ପାଇଁ ବିଭିନ୍ନ ପୂଜା ମଣ୍ଡପରେ ଆଧ୍ୟାତ୍ମିକ ପରିବେଶ । ଆଜି ମା’ଙ୍କୁ ଚକ୍ଷୁଦାନ ଦିଆଯିବ । ବେଦ ମନ୍ତ୍ର, ଚଣ୍ଡୀ ପାଠରେ…

ଆଇପିଏଲ୍ ଏଲିମିନେଟର ମୁକାବିଲା: ବେଙ୍ଗାଳୁରୁକୁ ହରାଇଲା କୋଲକାତା

ସ୍ପୋର୍ଟସ ବ୍ୟୁରୋ(ଓଡ଼ିଶା ସମ୍ୱାଦ): ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁର ଆଇପିଏଲ୍ ଟ୍ରଫି ଜିତିବା ସ୍ୱପ୍ନ ଚୁରମାର ହୋଇଛି । ଗତକାଲି ଖେଳାଯାଇଥିବା ଏଲିମିନେଟର ମୁକାବିଲାରେ ବେଙ୍ଗାଳୁରୁକୁ ୪ ଓ୍ୱିକେଟରେ ହରାଇଛି କୋଲକାତା ନାଇଟ ରାଇଡର୍ସ । ଶାରଜାହ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା…

ବଧୂହତ୍ୟା ମାମଲା: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଯାଜପୁର: ବଧୂହତ୍ୟା ମାମଲାରେ ୪ ଜଣଙ୍କୁ ଆଜୀବନ କାରାଦଣ୍ଡ । ବଧୂହତ୍ୟା ମାମଲାରେ ମୃତକଙ୍କ ସ୍ୱାମୀ, ଶ୍ୱଶୁର, ଦିଅର ଓ ଶାଶୁଙ୍କୁ ଯାଜପୁର ମାନ୍ୟବର ଜିଲ୍ଲା ଦେରାଜଜ୍‌ ଶ୍ରୀକାନ୍ତ ମିଶ୍ର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ମାହାଙ୍ଗା ଥାନା ମଣ୍ଡା ଗ୍ରାମର ବାବାଜୀ ପଣ୍ଡାଙ୍କ ଝିଅ…

ଆନ୍ତର୍ଜାତୀୟ ଗୋଲ ସ୍କୋରରେ ପେଲେଙ୍କ ସହ ସମକକ୍ଷ ହେଲେ ଛେତ୍ରୀ

ନୂଆଦିଲ୍ଲୀ: ଭାରତର ଷ୍ଟାର ଫୁଟବଲ ଖେଳାଳୀ ସୁନୀଲ ଛେତ୍ରୀ ଆନ୍ତର୍ଜାତୀୟ ଗୋଲ ସ୍କୋର କରିବା ମାମଲାରେ ବ୍ରାଜିଲର ମହାନ ଖେଳାଳି ପେଲେଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ପେଲେ ୯୨ ମ୍ୟାଚରେ ୭୭ ଗୋଲ କରିଥିଲେ । ମାଲଡିଭସରେ ଖେଳା ଯାଉଥିବା ସାଉଥ ଏସିଆନ ଫୁଟବଲ ଫେଡେରେଶନ ଚାମ୍ପିୟନଶିପରେ…

ବ୍ରହ୍ମପୁରରେ ଆଇପିଏଲ୍‌ ବେଟିଂ ରାକେଟ୍‌

ବ୍ରହ୍ମପୁର: ବ୍ରହ୍ମପୁରରେ ଆଇପିଏଲ୍‌ ବେଟିଂ ରାକେଟ୍‌  । ପୁଲିସ ଆଖିରେ ଧୂଳି ଦେଇ ବୁକିମାନେ ତାଙ୍କର କାରବାର ଜାରି ରଖିଥିଲେ। ଶେଷରେ ପୁଲିସ ଏକ ବଡ଼ଧରଣର ଅନ୍‌ଲାଇନ୍‌ ବେଟିଂ ରାକେଟ୍‌ ଠାବ କରିବାରେ ସକ୍ଷମ ହୋଇଛି । ଏହି ରାକେଟ୍‌ ଚଳାଉଥିବା ମୁଖ୍ୟ ଅଭିଯୁକ୍ତ ତଥା ଷ୍ଟକିଷ୍ଟ୍‌ ସମେତ…

ଆଇସକ୍ରିମ୍ କାଠିରେ ମା’ ଦୁର୍ଗାଙ୍କ ମୁଖମଣ୍ଡଳ

ପୁରୀ : ଆଇସକ୍ରିମ୍ କାଠିରେ ନିର୍ମାଣ ହୋଇଛି ମା’ ଦୁର୍ଗାଙ୍କ ମୁଖମଣ୍ଡଳ । ପୁରୀ କୁମୁତିପାଟଣା ସାହିର ଯୁବଶିଳ୍ପୀ ବିଶ୍ୱଜିତ ନାୟକ ଦୁର୍ଗାପୂଜା ଅବସରରେ ଆଇସକ୍ରିମ୍ କାଠିରେ ମା’ ଙ୍କ ପ୍ରତିମୂର୍ତ୍ତି  କରିଛନ୍ତି । ଶାରଦୀୟ ଦୁର୍ଗାପୂଜା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛାର ବାର୍ତ୍ତା…

କଳା ଧନ ମାମଲାରେ ଭାରତ ସରକାରଙ୍କୁ ବଡ ସଫଳତା, ସୁଇସ ବ୍ୟାଙ୍କ ଜାରୀ କଲା ତୃତୀୟ ସୂଚୀ

ନୂଆଦିଲ୍ଲୀ: କଳା ଧନ ମାମଲାରେ ଆଜି ଭାରତ ସରକାରକୁ ବଡ ସଫଳତା ମିଳିଛି । ସୁଇଜରଲାଣ୍ଡ ସହ କରାଯାଇଥିବା ସନ୍ଧି ଅନୁସାରେ ସେଠାକାର ସରକାର ଭାରତକୁ ସୁଇସ ବ୍ୟାଙ୍କରେ ଜମା ରହିଥିବା କଳା ଧନର ତୃତୀୟ ତାଲିକା ପ୍ରଦାନ କରିଛି । ସୁଇଜରଲାଣ୍ଡ ସରକାର ୮୬ ଦେଶର ୩୧ ଲକ୍ଷ ଆକାଂଉଟ ସମ୍ପର୍କରେ ତଥ୍ୟ…

ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

କାମାକ୍ଷାନଗର: ଆଜି ହେଉଛି ଆନ୍ତର୍ଜାତୀୟ ବାଳିକା ଦିବସ। କାମାକ୍ଷାନଗରରେ ଉପଖଣ୍ଡର ପରଜଙ୍ଗ, କଙ୍କଡ଼ାହାଡ଼, ଭୁବନ ଓ କାମାକ୍ଷାନଗରରେ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି। ପରଜଙ୍ଗ ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ବଡ଼ଝରା ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…

ଅଡାନୀର ସମସ୍ତ ବନ୍ଦରରେ ପାକିସ୍ତାନ, ଆଫଗାନିସ୍ତାନ, ଇରାନରୁ ଆସୁଥିବା ପଦାର୍ଥ ଉପରେ କଟକଣା

ନୂଆଦିଲ୍ଲୀ: ଅଡାନୀ ଗ୍ରୁପ ଆଜି ତାର ସମସ୍ତ ବନ୍ଦରରେ ପାକିସ୍ତାନ, ଆଫଗାନିସ୍ତାନ ଓ ଇରାନରୁ ଆସୁଥିବା ପଦାର୍ଥ ଉପରେ କଟକଣା ଲଗାଇଛି । ଏହି ନିଷ୍ପତି ୧୫ ନଭେମ୍ବରରୁ ଲାଗୁ ହେବ । ନିକଟରେ ଗୁଜରାଟର ବନ୍ଦରରୁ ୩ ହଜାର କିଲୋ ଡ୍ରଗ୍ସ ଜବତ ହୋଇଥିଲା । ଏହାକୁ ନେଇ ବିରୋଧୀ ସରକାରଙ୍କୁ ଘେରିବା…

ମାଆ ମଙ୍ଗଳାଙ୍କ ସିଂଘ ବାହିନୀ ବେଶ

କାକଟପୁର: ସପ୍ତମୀ ତିଥିରେ କାକଟପୁର ମାଆ ମଙ୍ଗଳାଙ୍କ ପ୍ରସିଦ୍ଧ ସିଙ୍ଘବାହିନୀ ବେଶ | ସିଙ୍ଘ ରୂଢା ମାଆଙ୍କୁ ଦର୍ଶନ କରୁଛନ୍ତି ଭକ୍ତ | ପାର୍ବଣ ପୂଜାର ଶକ୍ତିପୀଠ ମାନଙ୍କରେ ଅଜି ହେଉଛି ସପ୍ତମୀ ତିଥି | ଏହି ସପ୍ତମୀ ତିଥିରେ କାକଟପୁର ବାସିନୀ ମାଆ ମଙ୍ଗଳାଙ୍କ ପୀଠରେ ଷୋଡଶ ଉପଚାରରେ…