କନ୍ଧମାଳ ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ
କନ୍ଧମାଳ: କନ୍ଧମାଳ ପୋଲିସ୍ ଦ୍ୱାରା ମାଓ ଦମନ ଅଭିଯାନ ଜୋରଦାର ଚାଲିଛି। ଯାହାର ପ୍ରଭାବରେ କନ୍ଧମାଳ ଏସପି ନିକଟରେ ପୁଣି ଜଣେ ମାଓବାଦୀ ଆତ୍ମସମର୍ପଣ କରିଛି। ମାଓବାଦୀ ଜଣକ ହେଲା ଛତିଶଗଡ଼ ରାଜ୍ୟର ସୁକମା ଜିଲ୍ଲାର ରାହୁଲ ମୁସାକୀ।
ସେ ଦୀର୍ଘ ୨୦୧୫ରୁ ମାଓ ସଙ୍ଗଠନରେ ଯୋଗ ଦେଇ ସକ୍ରିୟଭାବେ…