Latest Odisha News

BREAKING NEWS

Yearly Archives

2021

ଭିଜିଲାନ୍ସ ଜାଲରେ ୨ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ଅଧକାରୀ,ବାସଭବନରେ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ରାଜ୍ୟ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ୨ ଅଧିକାରୀ। ରାଉରକେଲା ଆଞ୍ଚଳିକ ପଲ୍ୟୁସନ ଅଧିକାରୀ ଡଃ ପି.କେ ମହାପାତ୍ର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ରାଉରକେଲାରୁ ଭୁବନେଶ୍ୱର ଘରକୁ ଫେରୁଥିବାବେଳେ ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ଠାରୁ ୧ଲକ୍ଷ ୭୫ହଜାର ନଗଦ…

ଅଭିଶପ୍ତ କିରାଡ଼ୁ ମନ୍ଦିରରେ ପଥର ମଣିଷ

ବାରମେର: ଆମ ଦେଶରେ ବିଭିନ୍ନ ମଠ ମନ୍ଦିର ରହିଛି । ରାଜା ରାଜୁଡା ଅମଳରୁ ନେଇ ବିଭିନ୍ନ ଅମଳର ମନ୍ଦିର ଯେମିତି ଅତୀତର ମୂକ ସାକ୍ଷୀ ପାଲଟିଛି । ସବୁଥିରେ କିଛି ନା କିଛି ରହସ୍ୟ ରହି ଆସିଛି ।   ହେଲେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ ଏମିତି କିଛି ମନ୍ଦିର ରହିଛି ଯାହାକି ପୁରା ଅଭିଶପ୍ତ । ଏ…

ଜମ୍ମୁ କାଶ୍ମୀରରେ ପଶିପାରେ ତାଲିବାନ; ସେନା ମୁଖ୍ୟଙ୍କ ଚେତାବନୀ

ନୂଆଦିଲ୍ଲୀ: ତାଲିବାନୀ ଜମ୍ମୁ କାଶ୍ମୀରରେ ପ୍ରବେଶ କରିବାକୁ ଚେଷ୍ଟା କରିପାରନ୍ତି ବୋଲି ସେନା ମୁଖ୍ୟ ଚେତାବନୀ ଦେଇଛନ୍ତି। ଦୁଇ ଦଶନ୍ଧି ପୂର୍ବରୁ ଆଫଗାନିସ୍ତାନରେ ତାଲିବାନ ଶାସନ ସମୟରେ ସେ ଏଭଳି ଉଦାହରଣ ମଧ୍ୟ ଦେଇଛନ୍ତି। ସେନା ମୁଖ୍ୟ ଏହା ମଧ୍ୟ କହିଛନ୍ତି ଯେ ଭାରତୀୟ ସେନା ଏପରି କୌଣସି…

ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ

ଯାଜପୁର: ଭିଜିଲାନ୍ସ ଜାଲରେ ଜଳ ସମ୍ପଦ ବିଭାଗ ଅଧିକ୍ଷଣ ଯନ୍ତ୍ରୀ। କେଉଁଝର ଜିଲ୍ଲା ଆନନ୍ଦପୁର ବୈତରଣୀ ଜଳ ସମ୍ପଦ ବିଭାଗର ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁଙ୍କ ନିକଟରୁ ୧୦ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ। ସେ ଟଙ୍କା ନେଇ ଯାଉଥିବା ଖବର ପାଇଥିଲା ଭିଜିଲାନ୍ସ।…

ମାତିଛନ୍ତି ସାଇବର ଠକ

ଭୁବନେଶ୍ୱର : ମାତିଛନ୍ତି ସାଇବର ଠକ । ରାଜଧାନୀର ବିଭିନ୍ନ ଅଞ୍ଚଳରେ ଲୋକଙ୍କୁ ଭୁଆଁ ବୁଲାଇ ଲୁଟିବାରେ ଲାଗିଛନ୍ତି ଠକମାନେ । ଦିନ ଦ୍ୱିପ୍ରହରେ ଲକ୍ଷ ଲକ୍ଷ ଟଙ୍କା ଠକି ନେଉଛନ୍ତି । ଏନେଇ ବାରମ୍ବାର ସଚେତନତା କରାଯାଇଥିଲେ ମଧ୍ୟ ଲୋକମାନେ ଚେତୁନାହାନ୍ତି । ଫଳରେ ବେଳକୁ ବେଳ ସାଇବର ଠକେଇ…

କୋଇଲା ଅଭାବ; ଗମ୍ଭୀର ହୋଇପାରେ ବିଦ୍ୟୁତ ସଙ୍କଟ

ନୂଆଦିଲ୍ଲୀ: କୋଇଲା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିୱାଲ। କେଜ୍ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ରାଜଧାନୀ ଦିଲ୍ଲୀକୁ ବିଦ୍ୟୁତ ଯୋଗାଣ କରୁଥିବା ବିଦ୍ୟୁତ ଉତ୍ପାଦନ ପାଇଁ ପର୍ଯ୍ୟାପ୍ତ କୋଇଲା ଏବଂ ଗ୍ୟାସ ଯୋଗାଇବାରେ…

ଏନସିବିକୁ ଟାର୍ଗେଟ କଲେ ନବାବ ମଲିକ: ୧୧ଜଣଙ୍କ ମଧ୍ୟରୁ କାହିଁକି ୩ଜଣଙ୍କୁ ଛାଡି ଦିଆଗଲା

ମୁମ୍ବାଇ: ମୁମ୍ବାଇ ଡ୍ରଗ୍ସ ପାର୍ଟି ମାମଲାରେ ଆଜି ଏନସିପି ନେତା ନୱାବ ମଲିକ ନାର୍କୋଟିକ୍ସ କଂଟ୍ରୋଲ ବ୍ୟୁରୋ (ଏନସିବି)କୁ ଟାର୍ଗେଟ କରିଛନ୍ତି । ୧୧ଜଣଙ୍କୁ ଏନସିବି ଅଧିକାରୀ ସମୀର ୱାଙ୍ଖେଡ ଅଟକ ରଖିଥିଲେ ମଧ୍ୟ ୩ଜଣଙ୍କୁ କାହିଁକି ଛାଡି ଦିଆଗଲା ବୋଲି ସେ ପ୍ରଶ୍ନ କରିଛନ୍ତି । ବିଜେପି…

ଉତ୍କଳମଣି ଗୋପବନ୍ଧୁଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ପାଳିତ

ପୁରୀ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ସମ୍ମାନିତ ଅତିଥିଭାବେ ଉପଜିଲ୍ଲାପାଳ ଭବତାରଣ ସାହୁ ଯୋଗଦେଇ ସିଂହଦ୍ୱାରସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗୋପବନ୍ଧୁଙ୍କ…

ଜୟପୁର ଜିଲ୍ଲା କୋର୍ଟ ପରିସରରେ ବ୍ଲକ ସ୍ତରୀୟ ଶିଶୁ ସମ୍ପର୍କ ଯାତ୍ରାର ଶୁଭାରମ୍ଭ

କୋରାପୁଟ: ଜିଲ୍ଲା ଶିଶୁ ମଙ୍ଗଳ ସମିତି ଓ ଶୋଭାର ମିଳିତ ଆନୁକୂଲ୍ୟରେ ଜୟପୁର ଜିଲ୍ଲା କୋର୍ଟ ପରିସରରେ ବ୍ଲକ ସ୍ତରୀୟ ଶିଶୁ ସମ୍ପର୍କ ଯାତ୍ରାର ଶୁଭାରମ୍ଭ ହୋଇଛି। ଏହି ଯାତ୍ରାରେ ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଗାୟତ୍ରୀ ଦେବୀ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥିଭାବେ ପାରିବାରିକ କୋର୍ଟର ଜଜ…

ସୋନପୁର ଜିଲ୍ଲା ଦୌରା ଜଜ୍ କୋର୍ଟର ନବ ନିର୍ମିତ କୋଠା ଉଦଘାଟିତ

ସୋନପୁର : ସୋନପୁର ଜିଲ୍ଲା ସଦର ମହକୁମାରେ ଜିଲ୍ଲା ଦୌରା ଜଜ୍ କୋର୍ଟର ନବ ନିର୍ମିତ ଚାରିମହଲା ନୂତନ କୋଠା ଉଦଘାଟିତ ହୋଇଯାଇଛି । ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡ. ଏସ ମୁରଲୀଧର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଛନ୍ତି ।ଏଥିରେ ଅନ୍ୟମାନଙ୍କ ମଧ୍ୟରେ ହାଇକୋର୍ଟର …