Latest Odisha News

BREAKING NEWS

Yearly Archives

2021

ଶାହାରୁଖ ଖାନଙ୍କ ପୁଅ ଆର୍ୟନଙ୍କ କଷ୍ଟୋଡ଼ି ବଢ଼ାଇବା ପରେ ଶଶି ଥରୁରଙ୍କ ସହାନୁଭୂତି

କଂଗ୍ରେସ ନେତା ଶଶି ଥରୁର କ୍ରୁଜ୍ ଡ୍ରଗ୍ସ ମାମଲାରେ ଶାହାରୁଖ ଖାନଙ୍କ ପୁଅ ଆର୍ୟନଙ୍କୁ ଗିରଫ କରିବା ପରେ ଶାହାରୁଖ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସେ ଏକ ଟ୍ୱିଟର ମାଧ୍ୟମରେ ପ୍ରକାଶ କରିଛନ୍ତି ଯେ, ମୁଁ ଡ୍ରଗ୍ସ ସେବନ କରେନି କିମ୍ବା କୌଣସି ପ୍ରଶଂସକ ନୁହେଁ ଏବଂ କେବେବି ଚେଷ୍ଟା…

ଜାଣନ୍ତୁ କେଉଁ ଅଫିସରମାନେ କରିଥିଲେ କ୍ରୁଜ ଡ୍ରଗ୍ସ ମାମଲାର ପର୍ଦ୍ଦାଫାସ୍‌

ମୁମ୍ବାଇ: ଗତ ଶନିବାର ଦିନ ଗୋଆ ଯାଉଥିବା ଏକ କ୍ରୁଜ (ବିଳାଶମୟ ବୋଟ୍‌) ଉପରେ ଛାପା ମାରି ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ ଡ୍ରଗ୍ସ ମାମଲାର ପର୍ଦ୍ଦାଫାସ୍ କରିଥିଲା । ଏହି ମାମଲାରେ କିଙ୍ଗଖାନ ଶାହରୁଖଙ୍କ ପୁଅ ଆର୍ଯ୍ୟନଙ୍କ ସମେତ ୯ରୁ ଅଧିକ ଗିରଫଦାରୀ ହୋଇଛି । ଏହି ହାଇପ୍ରୋଫାଇଲ୍…

ୟୁପି ଚାଷୀ ହତ୍ୟା ଘଟଣା : କନ୍ଧମାଳ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

କନ୍ଧମାଳ : କନ୍ଧମାଳ କଂଗ୍ରେସର ବିକ୍ଷୋଭ ଶୋଭାଯାତ୍ରା  । ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଜିଲ୍ଲା ଖିର ଅଞ୍ଚଳରେ ବିଜେପି ମନ୍ତ୍ରୀଙ୍କ ପୁଅ ଚାଷୀ ଆନ୍ଦୋଳନ ଚାଲିଥିବା ସମୟରେ ଗାଡି ଦୁର୍ଘଟଣା କରି ଛଅ ଜଣ ଚାଷୀଙ୍କୁ ହତ୍ୟା କରିଥିବା ଅଭିଯୋଗରେ, ଅଖିଳ ଭାରତୀୟ କଂଗ୍ରେସ କମିଟିର ନିର୍ଦେଶ କ୍ରମେ…

ଗିରଫ ହେଲେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା

ନୂଆଦିଲ୍ଲୀ: ଗତକାଲି ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ହିଂସାକାଣ୍ଡରେ ପ୍ରାଣ ହରାଇଥିବା ଚାଷୀଙ୍କ ପରିବାରକୁ ଭେଟିବାକୁ ଯାଇଥିବା ବେଳେ ପୋଲିସ ପ୍ରିୟଙ୍କା ଗାନ୍ଧୀଙ୍କୁ ସୀତାରପୁର ଠାରେ ଥିବା ଗେଷ୍ଟ ହାଉସରେ ଅଟକ ରଖିଥିଲା। ସୂତ୍ରରୁ ପ୍ରକାଶ ଯେ ଆଜି ଆଇପିସି ଧାରା ୧୪୪ ଉଲ୍ଲଂଘନ…

ଷ୍ଟ୍ରଙ୍ଗରୁମରୁ ଟ୍ରେଜେରି ଗଲା ୫ କୁଇଣ୍ଟାଲ ରୁପା

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ଶ୍ରୀମନ୍ଦିର କଳାହାଟ ଦ୍ଵାରର ରୁପା ସାମଗ୍ରୀ ସୁରକ୍ଷା ଦାୟିତ୍ବ  ଜିଲ୍ଲା ପ୍ରଶାସନକୁ ହସ୍ତାନ୍ତର କରିଛି । ଷ୍ଟ୍ରଙ୍ଗରୁମରୁ ଟ୍ରେଜେରି ଗଲା ୫ କୁଇଣ୍ଟାଲ ରୁପା । ଶ୍ରୀମନ୍ଦିରର କଳାହାଟ ଦ୍ୱାର ପାଇଁ ଆସିଥିବା ସମସ୍ତ ୫ କ୍ୱିଣ୍ଟାଲ ରୁପାକୁ ଆଜି ନିଳାଦ୍ରୀ…

ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ

ଭୁବନେଶ୍ୱର :ପିପିଲି ଡେଲାଙ୍ଗ ବିଧାୟକ ପ୍ରାର୍ଥୀ ଭାବେ ଆଜି ଶପଥ ନେଇଛନ୍ତି ରୁଦ୍ର ପ୍ରତାପ ମହାରଥୀ। ବିଧାନସଭାରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଉପସ୍ଥିତିରେ ସେ ଶପଥ ପାଠ କରିଛନ୍ତି। ପିପିଲିର ନବନିର୍ବାଚିତ ବିଧାୟକ ହେଉଛନ୍ତି ରୁଦ୍ର ମହାରଥୀ। ପିପିଲି ଭୋଟ ଗଣତି ହୋଇଥିବା…

୨ମିଲିୟନ କ୍ଷମତା ବିଶିଷ୍ଠ ଆଲୁମିନା କାରଖାନା ପ୍ରତିଷ୍ଠା ନେଇ ଜନଶୁଣାଣୀ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଂସାରୀଗୁଡ଼ାରେ ହିଣ୍ଡାଲକୋ ପକ୍ଷରୁ ୨ମିଲିୟନ ଟନ୍ କ୍ଷମତା ବିଶିଷ୍ଟ ଆଲୁମିନା କାରଖାନା ପ୍ରତିଷ୍ଠା ପାଇଁ ଜନଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ପକ୍ଷରୁ ପୋଡାପୋଡିଠାରେ ଏହି ଶୁଣାଣୀ ହୋଇଥିଲା। ବୈଠକରେ ସ୍ଥାନୀୟ ଗ୍ରାମବାସୀମାନେ…

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ବାଲିଗୁଡା: କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସକୁ ବଡ ସଫଳତା । ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ । ପାଟ୍ରୋଲିଂ ବେଳେ ପୋଲିସ ୫୦ କିଲୋଗ୍ରାମ ଗଞ୍ଜେଇ ସହ ୨ ଜଣକୁ ଗିରଫ କରିଛି । ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ । ନନ୍ଦମାହା ଗ୍ରାମର ଦୁଇ ଜଣ ବ୍ୟକ୍ତି ଗଞ୍ଜେଇ ଚାଲାଣ କରୁଥିବା…

ସିଏସ୍‌କେର ବିଜୟ ପାଇଁ ହାତଯୋଡି ପ୍ରାର୍ଥନା କରୁଛନ୍ତି ଧୋନୀଙ୍କ ଝିଅ ଜିଭା

ନୂଆଦିଲ୍ଲୀ: ଖେଳର ବାପା ଧୋନୀଙ୍କ ଟିମ୍‌ର ବିଜୟ ପାଇଁ ଝିଅ ଜିଭାଙ୍କ ହାତଯୋଡି ପ୍ରାର୍ଥନା କରୁଛନ୍ତି। ଏହା ଗତକାଲି ସିଏସ୍‌କେ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ର ଦୃଶ୍ୟ। ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୧ ରେ ଚେନ୍ନାଇ ସୁପର କିଙ୍ଗସ୍ ଏବଂ ଦିଲ୍ଲୀ…

ରାଜ୍ୟ ସରକାରଙ୍କ କଠୋର ଆଭିମୁଖ୍ୟ :୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଏବଂ କର୍ତ୍ତବ୍ୟ ଅବହେଳା ଅଭିଯୋଗରେ ରାଜ୍ୟ ସରକାର ମଙ୍ଗଳବାର ଚାରିଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ନୋଟିସ ଜାରି କରିଛନ୍ତି । ସରକାରୀ ସୂତ୍ର ଅନୁଯାୟୀ ଏହି ଅଧିକାରୀଙ୍କ ମଧ୍ୟରେ ଦୁଇଜଣ ଓଏଏସ୍ ଅଧିକାରୀ, ଜଣେ ଜିଲ୍ଲା ସବ୍-ରେଜିଷ୍ଟ୍ରାର ଏବଂ ଜଣେ ପୂର୍ବତନ…