Latest Odisha News

BREAKING NEWS

Yearly Archives

2021

ଖଟରେ ଶୋଇଥିବା ବେଳେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ବୃଦ୍ଧ

କେନ୍ଦୁଝର : ଖଟରେ ଶୋଇଥିବା ବେଳେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ବୃଦ୍ଧ । ମୃତକ ହେଲେ ୭୦ ବର୍ଷ ବୟସ୍କ ଡିଲେଶ୍ବର ମହାକୁଡ । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ତେଲକୋଇ ଗାଁର ଗଉଡ ସାହିରେ ଅଭାବନୀୟ ଘଟଣା । ଗତକାଲି ବିଳମ୍ବିତ ରାତିରେ ଡିଲେଶ୍ବର ମହାକୁଡ ଖଟ ଉପରେ ମଶାରୀ ଟାଙ୍ଗି ଶୋଇଥିଲେ ।…

ଭିଜିଲାନ୍ସ ଜାଲରେ ରେଞ୍ଜର, ଦେଇ ପାରିଲେନି ଦେଢ ଲକ୍ଷ ଟଙ୍କାର ହିସାବ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ରେଞ୍ଜର । ଦେଢ ଲକ୍ଷ ଟଙ୍କାର ହିସାବ ଦେଇନପାରି ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ନୃତ୍ୟରାଜ ମାଝୀ । ତାଙ୍କ ନାମରେ ପୂର୍ବରୁ କୋଟିକୋଟି ଟଙ୍କାର ଘୋଟାଲା ଅଭିଯୋଗ ମଧ୍ୟ ରହିଛି । କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ରେଞ୍ଜର ନୃତ୍ୟରାଜ ମାଝୀ ଆଜି…

ଭୁୁବନେଶ୍ୱର ରେଲୱେ ଷ୍ଟେସନକୁ ‘ଇଟ ରାଇଟ’ ଷ୍ଟେସନର ପ୍ରମାଣ ପତ୍ର ମିଳିଲା

ଭୁୁବନେଶ୍ୱର : ଭୁୁବନେଶ୍ୱର ରେଲୱେ ଷ୍ଟେସନକୁ ‘ଇଟ ରାଇଟ’ ଷ୍ଟେସନର ପ୍ରମାଣ ପତ୍ର ମିଳିଲା । ଯାତ୍ରୀ ମାନଙ୍କୁ ଉଚ୍ଚ ଗୁଣବତ୍ତ। ଏବଂ ପୃଷ୍ଟି କର ଖାଦ୍ୟ ଯୋଗାଇବା ପାଇଁ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍ ଇଣ୍ଡିଆ 'FSSAI' ଦ୍ୱାରା ପ୍ରମାଣପତ୍ର ମିଳିଛି । ପ୍ରମାଣ ପତ୍ର ପାଇବାରେ…

ଭିଆଇପିଙ୍କ ସୁରକ୍ଷାରେ ୩୨ ମହିଳା କମାଣ୍ଡୋ

ନୂଆଦିଲ୍ଲୀ: ଏଥର ଭିଆଇପିଙ୍କୁ ସୁରକ୍ଷା ଦେବେ ମହିଳା କମାଣ୍ଡୋ । ସେଥିପାଇଁ ପ୍ରସ୍ତୁତ ସିଆରପିଏଫ ଟିମ୍ । ପ୍ରଥମକରି ଭିଆଇପିଙ୍କୁ ସୁରକ୍ଷା ଦେବେ ୩୨ଜଣ ମହିଳା କମାଣ୍ଡୋ । ସରକାରୀ ସୂତ୍ର ଅନୁସାରେ, ଭିଆଇପିମାନଙ୍କ ସୁରକ୍ଷା ନିମନ୍ତେ ତାଲିମ ପାଇଛନ୍ତି ସିଆରପିଏଫ ମହିଳା କମାଣ୍ଡୋ ।…

ଗୁଣୁପୁରରେ ପ୍ରେସ୍ କ୍ଲବ ଗଠିତ, ବିଭିନ୍ନ ସମସ୍ୟା ନେଇ ଆଲୋଚନା

ଗୁଣୁପୁର: ଗୁଣୁପୁର ପୂର୍ତ୍ତ ବିଭାଗ ଡ଼ାକ ବଙ୍ଗଳାରେ କାର୍ଯ୍ୟରତ ସାମ୍ବାଦିକଙ୍କ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗୁଣୁପୁର ଉପଖଣ୍ଡର ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା ଏବଂ ସ୍ୱାସ୍ଥ୍ୟ କାର୍ଡ଼ର୍ ଉପରେ ଆଲୋଚନା କରାଯାଇଥିଲା । ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ଗୁଣୁପୁର…

ଦୀର୍ଘଦିନ ପରେ ବଡ ପରଦାକୁ ଫେରୁଛନ୍ତି ସୋନୁ ସୁଦ୍

ମୁମ୍ବାଇ: ବେଶ କିଛିଦିନ ଧରି ବଡ ପରଦାରୁ ଦୂରେଇ ରହିଥଲେ ବଲିଉଡ ଅଭିନେତା ସୋନୁ ସୁଦ୍ । ହେଲେ ଏବେ ସେ ପୁଣିଥରେ ଦର୍ଶକଙ୍କ ସାମ୍ନାକୁ ଆସବା ଲାଗି ସଜବାଜ ହେଉଛନ୍ତି । ଆଗାମୀ ଦିନରେ ସୋନୁ ଏକ ଆକ୍ସନ୍ ଥ୍ରିଲର୍ ଫିଲ୍ମରେ ନଜର ଆସିବେ । ଫିଲ୍ମର ଟାଇଟଲ୍ ପରି ଏହାର ଫାଷ୍ଟଲୁକ୍ ପୋଷ୍ଟର ମଧ୍ୟ…

[ଭିଡିଓ] ବଡଦିନ ପାଇଁ ଚଳଚଞ୍ଚଳ କଟକର ବିଭିନ୍ନ ଚର୍ଚ୍ଚ

କଟକ : ଆସୁଛି ବଡ ଦିନ । ଆଉ ଦିନକ ପରେ ଧରାବତଣ କରିବେ ପ୍ରଭୁ ଯୀଶୁ ।ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସିଲିଭର ସିଟି କଟକ ସହରରେ ଥିବା ଚର୍ଚ୍ଚ ଗୁଡକ । ସହରରେ ଥିବା ଚର୍ଚ୍ଚ ଗୁଡିକରେ ପ୍ରସ୍ତୁତି ଜୋରସୋରରେ କରାଯାଇଛି । ଚର୍ଚ୍ଚ ପରିସର ସଫାସୁତୁରା କରାଯିବା ସହ ଜାକଜମକରେ ସଜା ଯାଇଛି ।…

[ଭିଡ଼ିଓ] ୪୦ ବର୍ଷ ପରେ ଜଳ ସମାଧିରେ କାଞ୍ଚିପୁରମ୍ ଭରଦାର ସ୍ୱାମୀ

ଭୁବନେଶ୍ୱର: କିଛି ଘଟଣା ବିଶ୍ୱାସ ନହେଲେ ବି ସତ । ଆମ ଚାରିପଟେ ଏମିତି କିଛି ଆଶ୍ଚର୍ଯ୍ୟଜନକ ଘଟଣା ଘଟୁଥାଏ। ହେଲେ ସବୁକିଛି ଆମ ଜ୍ଞାତ ସାର ବାହାରେ ଆମେ ଚାହିଁଲେ ବି ତାର ରହସ୍ୟ ଆଗୋଚରରେ ରହିଥାଏ । ଏଇ ଯେମିତି ବିଷ୍ଣୁଙ୍କ ମନ୍ଦିର । ଭାରତର ୧୦୮ ଦିବ୍ୟ ବିଷ୍ଣୁ ମନ୍ଦିର ମଧ୍ୟରୁ…

ଚୋରଙ୍କ ଟାର୍ଗେଟ୍‌ରେ ଦେବାଳୟ, ଭଦ୍ରକ ପୂଜାରୀ ସାହି ଜଗନ୍ନାଥ ମନ୍ଦିରରେ ଚୋରି

ଭଦ୍ରକ: ଦିନକୁ ଦିନ ଭଦ୍ରକରେ ଲୁଟେରାଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି । ଦୋକାନବଜାର ପରେ ଚୋରଙ୍କ ଟାର୍ଗେଟ୍‌ରେ ଏବେ ଦେବାଳୟ ଭଳି ପବିତ୍ର ସ୍ଥାନ । କିଛିଦିନ ପୂର୍ବରୁ ଏକାଧିକ ଦୋକାନରେ ଲୁଟରେ ସଂପୃକ୍ତ ଅଭିଯୁକ୍ତଙ୍କୁ ଭଦ୍ରକ ପୋଲିସ ଏନକାଉଣ୍ଟର୍ କରିଥିଲା । ହେଲେ ଏବେ ମନ୍ଦିରେ ଚୋରି…

ପୋଖରୀରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ରାୟଗଡ଼ା: ପୋଖରୀରେ ଜଣେ ମହିଳାଙ୍କ ଉଲଗ୍ନ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ଏହିପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲା ଆଗୁଳ ପଞ୍ଚାୟତ କୁରୁମାଯୋଡ଼ି ଗାଁରେ । ସୂଚନା ଅନୁସାରେ, ଆଜି ଗ୍ରାମର କିଛି ଲୋକ ପୋଖରୀକୁ ଯାଇଥିଲେ । ଏହି ସମୟରେ ପୋଖରୀର ଏକ ବୁଦା ନିକଟରେ…