ଏଲପିଜି ସିଲିଣ୍ଡର ଭର୍ତ୍ତି ଟ୍ରକରେ ଲାଗିଲା ନିଆଁ
ସୁନ୍ଦରଗଡ଼ ଏଲପିଜି ସିଲିଣ୍ଡର ଭର୍ତି ଟ୍ରକରେ ଲାଗିଲା ନିଆଁ । ସୂଚନା ଅନୁସାରେ ଟ୍ରକଟି ସମ୍ବଲପୁର-ରାଉରକେଲା ଏକ୍ସପ୍ରେସ ୱେରେ ଝାରସଗୁଡାରୁ ରାଉରକେଲା ଯାଉଥିଲା ବେଳେ ଏପରି ଅଘଟଣ ଘଟିଛି । ଗାଡି ଚାଳକ ରସରାଜପୁର ନିକଟରେ ଗାଡିର ଇଞ୍ଜିନରେ ଧୂଆଁ ବାହାରୁଥିବା ଦେଖିଥିଲେ।
ପରେ ପୁରା…