ବରିଷ୍ଠ ସାମ୍ବାଦିକଙ୍କୁ ଆକ୍ରମଣ
ଭୁବନେଶ୍ବର: ମର୍ଣ୍ଣିଂ ୱାକ୍ କରୁଥିବା ସମୟରେ ବରିଷ୍ଠ ସାମ୍ବାଦିକଙ୍କୁ ଆକ୍ରମଣ, ମୋବାଇଲ ଲୁଟି ନେଲେ ଦୁଇ ଯୁବକ । ଜଣେ ସାମ୍ବାଦିକଙ୍କୁ ସକାଳେ ଦୁଇ ଯୁବକ ଆକ୍ରମଣ କରି ତାଙ୍କଠାରୁ ଛିନତାଇ କରିବା ଘଟଣା ରାଜଧାନୀ ଭୁବନେଶ୍ବରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।
ମର୍ଣ୍ଣିଂ ୱାକ୍ କରୁଥିବା ସମୟରେ…