Latest Odisha News

BREAKING NEWS

Yearly Archives

2021

ଓଡ଼ିଶାର ୧୫ଟି ସ୍ଥାନରେ ୧୦ଡ଼ିଗ୍ରୀ କିମ୍ବା କମ୍ ରାତ୍ର ତାପମାତ୍ରା ରେକର୍ଡ଼

ଭୁବନେଶ୍ୱର: ଓଡ଼ିଶାର ୧୫ଟି ସ୍ଥାନରେ ୧୦ ଡ଼ିଗ୍ରୀ କିମ୍ବା ତାଠାରୁ କମ୍ ରାତି ତାପମାତ୍ରା ରେକର୍ଡ଼ ହୋଇଛି । ୫ଡ଼ିଗ୍ରୀ ରାତି ତାପମାତ୍ରା ସହ ଫୁଲବାଣୀ ଓଡ଼ିଶା ସବୁଠୁ ଥଣ୍ଡା ସହର ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୧୦ ଡ଼ିଗ୍ରୀ ତଳେ ଥିବା ସ୍ଥାନଗୁଡ଼ିକ…

ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଗଲା ଆଉ ଏକ ଜୀବନ । ଗତ ୨୪ଘଣ୍ଟା ମଧ୍ୟରେ ୧୫୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ଜଣକ ଯାଜପୁରର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଗାଁରେ ୨୦ ଟିକିଆ ହାତୀ ପଲ ଆତଙ୍କ

ଟାଙ୍ଗୀ : ବିଭିନ୍ନ ସ୍ଥାନରେ ହାତୀ ଆତଙ୍କ। ଦିନ ଦିପହରରେ ବି ହାତୀ ପଲ ଗାଁ ଗଣ୍ଡାରେ ପଶି ଆତଙ୍କ ଖେଳାଉଛନ୍ତି । ଘରଦ୍ୱାର ଭାଙ୍ଗିବା ସହ ଏକର ଏକର ଫସଲ ସବୁ ନଷ୍ଟ କରିଚାଲିଛନ୍ତି । ସେହିଭଳି ଟାଙ୍ଗୀ ଅଞ୍ଚଳରେ ରାତି ହୋଇଗଲେ ହାତୀ ଉପଦ୍ରବ ଜାରି ରହିଛି । ଖୋର୍ଦ୍ଧା ବନ ଖଣ୍ଡ ଟାଙ୍ଗୀ…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୫୫ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୧୫୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ସଙ୍ଗରୋଧରୁ ୯୧ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୬୪ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୩୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ଆଜି ହକରମାନଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହକରମାନଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ନଭେମ୍ବର ୩୦ତାରିଖରେ ରାଜ୍ୟ ସମ୍ବାଦପତ୍ର ହକରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଥିଲେ । ଲୋକସେବା ଭବନ କନଭେନସନ ସେଣ୍ଟରରେ ଏନେଇ ଏକ କାର୍ଯ୍ୟକ୍ରମର ଆୟୋଜନ…

ସୁମିତ୍- ତପସ୍ୱିନୀ ବିବାଦ ମାମଲା, ତଦନ୍ତ କରି ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ରାଜଭବନରୁ ନିର୍ଦ୍ଦେଶ

ବ୍ରହ୍ମପୁର: ସୁମିତ୍ ତପସ୍ୱିନୀ ମାମଲା । ଦିନକୁ ଦିନ ଘଟଣାର ମୋଡ଼ ବଦଳୁଛି । ହେଲେ ସମାଧାନର ବାଟ ଫିଟୁନି । ଶାଶୁଘର ବାରଣ୍ଡାରେ ଦୀର୍ଘଦିନ ହେବ ଧାରଣାରେ ବସିରହିଛନ୍ତି ତପସ୍ୱିନୀ । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ତପସ୍ୱିନୀ ନ୍ୟାୟ ପାଇଁ ସେ ୨୦ତାରିଖରେ ରାଜ୍ୟପାଳଙ୍କ ନିକଟକୁ ପତ୍ର…

ସବୁଠୁ ଥଣ୍ଡା ସହର ଫୁଲବାଣୀ

ଭୁବନେଶ୍ୱର: ଜାଡ଼ରେ ଥରୁଛି ସାରା ଓଡ଼ିଶା । ଶୀତ ଲହରି ଜାରି ରହିଛି । ସକାଳରୁ ରାତି ଯାଏ ଅସମ୍ଭାଳ ଥଣ୍ଡା । କନ୍ଧମାଳ ଜିଲ୍ଲାରେ ଜାଡ଼ ହାଡ଼ ଭାଙ୍ଗୁଛି । ଆଜି ସବୁଠୁ ଥଣ୍ଡା ସହର ପାଲଟିଛି ଫୁଲବାଣୀ । ସେଠାରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି ।…

ଅନୁଗୋଳରୁ ଭୁବନେଶ୍ୱର ଭାୟା ଢେଙ୍କାନାଳ NH-୫୫ରେ ବସ୍ ଚଳାଚଳ ବନ୍ଦ

ଭୁବନେଶ୍ୱର: ଅନୁଗୋଳରୁ ଢେଙ୍କାନାଳ ଦେଇ କଟକ-ଭୁବନେଶ୍ୱରକୁ ବସ୍ ଚଳାଚଳ ବନ୍ଦ । ୫୫ ନମ୍ବର ଜାତୀୟ ରାଜପଥରେ ଆଜି ବନ୍ଦ ରହିଛି ବସ୍ ଚଳାଚଳ । ଏନଏଚ୍ ୫୫ରେ ମଙ୍ଗୁଳି-ସମ୍ବଲପୁର ଜାତୀୟ ରାଜପଥ ମରାମତି ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବସ୍ ମାଲିକ ସଂଘ । ଜାତୀୟ ରାଜପଥ ପ୍ରାଧିକରଣ…

ଭାରତରେ ଓମିକ୍ରନ୍ ଚିନ୍ତା: ଆଜି ପ୍ରଧାନମନ୍ତ୍ରୀ ଡାକିଛନ୍ତି ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ଦେଶରେ ବଢ଼ି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ନୂଆ ଭାରିଆଣ୍ଟରେ ବର୍ତ୍ତମାନ ସୁଦ୍ଧା ୨୧୩ ଜଣ ପଜିଟିଭ୍ ବାହାରିଲେଣି । ମହାରାଷ୍ଟ୍ର ଓ ଦିଲ୍ଲୀରେ ଆକ୍ରାନ୍ତଙ୍କ କେସ୍ ବଢୁଛି । ଆଗକୁ ଖ୍ରୀଷ୍ଟମାସ ଓ ନୂଆବର୍ଷ । ଯଦିଓ ସେଲିବ୍ରେସନ୍ ଉପରେ ବିଭିନ୍ନ ରାଜ୍ୟ କଟକଣା…

ଅଖା ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର

ପାରାଦୀପ: ଅଖା ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର । ଜଗତସିଂହପୁର ଜିଲ୍ଲା ଏରସମା ଥାନା କୁଞ୍ଜକୋଠି ଗାଁର ଜଣେ ବ୍ୟକ୍ତିଙ୍କ ଘର ଭିତରୁ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ଘର ଅଜଗରବେଦୀ ଗାଁର ବୋଲି ସୂଚନା ମିଳିଛି । ତାଙ୍କୁ ହତ୍ୟା ପରେ ଅଖା ଭିତରେ ଭର୍ତ୍ତି କରାଯାଇଥିବା ସନ୍ଦେହ କରାଯାଉଛି…