Latest Odisha News

BREAKING NEWS

Yearly Archives

2021

ଅକ୍ଟୋବର ୨ରୁ ଆୟୋଜିତ ହେବ ଏକାମ୍ର ସଂସ୍କୃତି ସନ୍ଧ୍ୟା

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟର, ସଂସ୍କୃତି, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ଏବଂ ପର୍ଯ୍ୟଟନ ବିଭାଗର ମିଳିତ ସହଯୋଗରେ,  ଆସନ୍ତା ଅକ୍ଟୋବର ୨ରୁ ସ୍ଥାନୀୟ ଏକାମ୍ର ହାଟରେ ଏକାମ୍ର ସାଂସ୍କୃତିକ ସନ୍ଧ୍ୟା ଆୟୋଜିତ ହେବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାର ପାରମ୍ପରିକ ଖାଦ୍ୟପେୟ,…

କବିତା : ନାୟକ

ଗଦାଧର ସାହୁ  ମୁଁ ତମେ ସେମାନେ ମିଳିମିଶି ପରସ୍ପରର ଭୁଲ୍ ଠିକ୍ ବୁଝୁ । ସମସ୍ୟା ବାହାରିଲେ ସମାଧାନ କରିଥାଉ । ସଫଳତାର ଶ୍ରେୟ ସମସ୍ତେ ଚାହାଁନ୍ତି । ବିଫଳ ହେଲେ ଦାୟୀ ନୁହଁ ଜଣେ ବି ନା ସେ ମୁଁ ।

ବ୍ୟଙ୍ଗ : ସୀତାଫଳର ଆଖ୍ୟାନ

ଭାରତର ପ୍ରାଚୀନ ଗ୍ରନ୍ଥମାନ ଉଣ୍ଡାଳିଲେ ଜଣାପଡେ ଆତକୁ ଆଗେ ସୀତାଫଳ କହୁଥିଲେ । ଏବେ ମଧ୍ୟ ସେହି ନାମକୁ ଅନେକତ୍ର ବ୍ୟବହାର କରାଯାଉଛି । ସମ୍ଭବତଃ ଖ୍ରୀଷ୍ଟାବ୍ଦ ୧୫୨୬ ପରେ ମୋଗଲମାନଙ୍କ ଦ୍ୱାରା ଏହାର ନାମ ସୀତାଫଳରୁ ଆତ ରଖାଯାଇଥିଲା ।ବିଶିଷ୍ଟ ଐତିହାସିକ କାଶୀନାଥ ପୂଜାପଣ୍ଡାଙ୍କ ରଚିତ…

ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା ( ୫୧ )

ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୫୧ ମାଆ କ'ଣ ଗଛଟିଏ କି ! କେଜାଣି,  ଯେତେ ଯେତେ ଗମ୍ଭୀର ବିପଦ ଆସେ, ସେ ଭାଙ୍ଗି ପଡେ ସେଇ କିଛି  ସମୟ , ପୁଣି  ଉଠେ, କିଛି ନହୋଇଥିବାର ମନନେଇ ଆଗାଏ। ପଲ୍ଲବୀଯାଏ ଥରକୁଥର।  କଞ୍ଚେଇଯାଏ ବାରମ୍ବାର। ତା'ଠାରୁ…

ପରିବାର ପେନସନ୍ ସୁବିଧା ପାଉଥିବା ଭିନ୍ନକ୍ଷମଙ୍କ ଆୟସୀମା ବୃଦ୍ଧି କଲେ ସରକାର

ନୂଆଦିଲ୍ଲୀ : ଯେଉଁ ପରିବାର ପେନସନ୍ ଭୋଗୀ ଶାରୀରିକ ଓ ମାନସିକ ଭିନ୍ନକ୍ଷମ ହୋଇଥିବେ ସେମାନଙ୍କ ପାଇଁ ଥିବା ଆୟ ସୀମାକୁ ବୃଦ୍ଧି କରିଛନ୍ତି ସରକାର । ଫଳରେ ମୃତକଙ୍କ ଭିନ୍ନକ୍ଷମ ପିଲା ଏହା ଦ୍ବାରା ଉପକୃତ ହେବେ ଏବଂ ପରିବାର ପେନ୍‌ସନ ସେମାନେ ପୂର୍ବଭଳି ପାଇବେ । ଏହି ଆୟ ସୀମା ମାସିକ ୯୦୦୦…

ଖଣିଜ ଉତ୍ପାଦନ ଓ ବେନିଫିସେସନ ପ୍ଲାଣ୍ଟର କ୍ଷମତା ବୃଦ୍ଧି ପ୍ରସଙ୍ଗ, ଜନଶୁଣାଣିରେ ଟାଟା ଷ୍ଟିଲକୁ ମିଳିଲା ସମର୍ଥନ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଯୋଡ଼ାରେ ଥିବା ଟାଟା ଷ୍ଟିଲ୍ ଲିମିଟେଡର ଯୋଡ଼ା ଇଷ୍ଟ ଆଇରନ୍ ମାଇନ୍ ଖଣିରୁ ଖଣିଜ ଉତ୍ପାଦନ ଓ ବେନିଫିସେସନ ପ୍ଲାଣ୍ଟର କ୍ଷମତା ବୃଦ୍ଧି ପାଇଁ ଶେଷ ହୋଇଛି ପରିବେଶ ସଂକ୍ରାନ୍ତୀୟ ଜନ ଶୁଣାଣି । ପୂର୍ବରୁ ଗତ ଏପ୍ରିଲ ୨୬ ତାରିଖରେ ଏହି ଜନ ଶୁଣାଣି ହେବାର ଥିଲା ।…

ଭଦ୍ରକ ତିହିଡି ଅଞ୍ଚରେ ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ସାଇଣ୍ଟିଫିକ ଟିମର ତଦନ୍ତ

ଭଦ୍ରକ : ଭଦ୍ରକ ଜିଲ୍ଲା ତିହିଡି ବ୍ଲକ୍ ପୀରହାଟ ଥାନା ନଛିବିନ୍ଧା ଗ୍ରାମରେ ଅଭାବନୀୟ ଘଟଣା । ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି ମହିଳାଙ୍କ ମୃତଦେହ । ମୃତା ମହିଳା ଶଶଧର ରାଉଳଙ୍କ ସ୍ତ୍ରୀ କବିତା ରାଉଳ ବୋଲି ଜଣାଯାଇଛି । ଶୋଇବା ଘର ଖଟ ଉପରେ ମୃତଦେହ ପଡ଼ିଥିବା ବେଳେ, ସିଲିଂ…

ଟି୨୦ ବିଶ୍ୱକପ କ୍ରିକେଟ: ଟିମ ଇଣ୍ଡିଆରେ ପରିବର୍ତନ ଏକ ପ୍ରକାର ନିଶ୍ଚିତ !

ପୁରୀ: ୟୁଏଇରେ ଖେଳା ଯାଇଥିବା ଆଇପିଏଲର ଦ୍ୱିତୀୟ ପର୍ଯ୍ୟାୟ ଏବେ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ପାଇଁ ମୁଣ୍ଡ ବ୍ୟାଥାର କାରଣ ସାଜିଛି । ଟି୨୦ ବିଶ୍ୱକପ ପାଇଁ ଘୋଷିତ ଦଳରେ ସ୍ଥାନ ପାଇଥିବା ଖେଳାଳିଙ୍କ ଫର୍ମ ଏ ପର୍ଯ୍ୟନ୍ତ ସନ୍ତୋଷଜନକ ରହି ନାହିଁ । ଅପରପକ୍ଷରେ ସ୍ଥାନ ପାଇ ନ ଥିବା ବା…

ରଣବୀର@୩୯

ଯୋଧପୁର: ଆଜି ହେଉଛି ବଲିଉଡ୍ ହ୍ୟାଣ୍ଡସମ ବୟ ରଣବୀର କପୁରଙ୍କ ଜନ୍ମଦିନ । ୩୯ ବର୍ଷ ବୟସରେ ପାଦ ଥାପିଛନ୍ତି ରଣବୀର। ନିଜ ବର୍ଥ ଡେ କୁ ରଣବୀର ଗର୍ଲଫ୍ରେଣ୍ଡ ଆଲିଆଙ୍କ ସହ ଯୋଧପୁରରେ ପାଳିଛନ୍ତି ।ସେମାନେ ଯୋଧପୁରର ଏକ ରିସର୍ଟରେ ଜନ୍ମଦିନକୁ ଧୁମ୍ ଧାମ୍ ରେ ସେଲିବ୍ରେସନ କରିଛନ୍ତି। ଯାହାର…

ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫିରେ ଭାଗନେବା ପାଇଁ ସୁନ୍ଦରଗଡ଼ ଜିଲ୍ଲାର ଜୟ ବାବାମଣି କୁହାଁ ନୃତ୍ୟ ଦଳ…

ସୁନ୍ଦରଗଡ଼ : ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପାଇଁ ହେବାକୁ ଥିବା ପ୍ରତିଯୋଗିତାରେ ଭାଗନେବା ଲାଗି ମନୋନୀତ ହାଇଛନ୍ତି ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକର ଜୟ ବାବାମଣି କୁହାଁ ନୃତ୍ୟ ଦଳ । ଜିଲ୍ଲା ସଂସ୍କୃତି ଭବନଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଲୋକକଳା ପ୍ରତିଯୋଗିତାରେ ସଂଘର…